Browsing Category

ଓଡିଶା

ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ

ଜଳିଗଲା ସେବାସମବାୟ ସମିତି, ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ

ଜଳେଶ୍ୱର: ଅଗ୍ନିକାଣ୍ଡରେ ଜଳିଗଲା ସେବାସମବାୟ ସମିତି । ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ । ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକର ସେବାସମବାୟ ସମିତିରେ ନିଆଁ ଲାଗିବାରୁ ଚାଷୀଙ୍କ ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ସହ କଂପ୍ୟୁଟର ହାର୍ଡଡିକ୍ସ, ଆଲମିରା ଜଳିପୋଡି ନଷ୍ଟ

ଟିଟିଲାଗଡ଼ କାରାଗାରରୁ ୨ କଏଦୀ ଫେରାର ମାମଲା: ୱାଡେନ୍‌ ନିଲମ୍ବିତ

ଟିଟିଲାଗଡ଼: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଗତ ୯ ତାରିଖ (ଶନିବାର) ରାତିରେ ୨ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ମାରିବା ଘଟଣାରେ କାର୍ଯ୍ୟରତ ୱାଡେନ୍‌ ନିଲମ୍ବିତ ହୋଇଛନ୍ତି। ପଶ୍ଚିମାଞ୍ଚଳ ଜେଲ୍‌ ଡ଼ିଆଇଜି କୁଳମଣି ବେହେରା ସଂପୃକ୍ତ ୱେଡେନ୍‌ ଦାନୀ ଦୋରାଙ୍କୁ

ସିଏଏ ମୂଳ ଭାରତୀୟ ସଂପ୍ରଦାୟର ଶରଣାର୍ଥୀଙ୍କୁ ଆଶ୍ୱସ୍ଥି ଦେଇଛି: ପୂର୍ବତନ ବିଧାୟକ

ଭୁବନେଶ୍ବର: ୭୦ ବର୍ଷରେ ହୋଇନଥିବା କାର୍ଯ୍ୟକୁ ମୋଦି ସରକାର ଗତ ୧୦ ବର୍ଷରେ କରି ଦେଖାଇଛନ୍ତି । ପଡୋଶୀ ଦେଶରେ ନିର୍ଯାତୀତ ଧାର୍ମିକ ସଂଖ୍ୟାଲଘୁଙ୍କ ସୁରକ୍ଷା ପାଇଁ ନାଗରିକତ୍ୱ ସଂଶୋଧନ ବିଲ୍ ବା ସିଏଏ କାର୍ଯ୍ୟକାରୀ ହୋଇଛି । ନାଗରିକତା ସଂଶୋଧନ ଆଇନ ନାଗରିକତା ନେବା ପାଇଁ ନୁହେଁ ବରଂ

ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ

ଭୁବନେଶ୍ବର:ଏପ୍ରିଲ ୧ ତାରିଖରୁ ସମସ୍ତ ସରକାରୀ ସ୍କୁଲରେ ଶିକ୍ଷକ ପଦବୀ ପାଇଁ ଆରମ୍ଭ ହେବ ଆବେଦନ। ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ। ଏପ୍ରିଲ ୧ ତାରିଖରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ

ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ । ଅଇଁଠାପାଲି ଜଙ୍କସନ୍‌ ଠାରେ ୬ ଲେନ୍‌ ବିଶିଷ୍ଟ ୩.୫ କିଲୋମିଟର ଲମ୍ବା ଫ୍ଲାଏଓଭର ଏବଂ ୫୩ ନମ୍ବର ଜାତୀୟ ରାଜପଥ ଉପରେ ଦୁଇ

ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ସରପଞ୍ଚ ପାଇବେ ୧୦ ହଜାର

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା

କିମ୍ସ ଗ୍ରାମୀଣ ଡାକ୍ତରଖାନା ଓ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଲୋକାର୍ପଣ ହେଲା କିମ୍ସ ଗ୍ରାମୀଣ ଡାକ୍ତରଖାନା । କଟକ ଜିଲ୍ଲା କଲରାବାଙ୍କଠାରେ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜକୁ ଆଭାଷୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସି ଖବର । ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ପାଇବେ ମହିଳା କର୍ମଚାରୀ । ଏନେଇ ଆଜି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ