Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଗାମୀ ତିନି ଦିନ ଯାଏ ବଢ଼ିବ ତାତି
ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଗରମ। ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ସ୍ବାଭାବିକଠାରୁ ୪ରୁ ୬ ଡିଗ୍ରୀ ଯାଏଁ ଚଢ଼ିବ ପାରା । ଆସନ୍ତା ୧୩ ଯାଏ ତାତି ସାଙ୍ଗକୁ ଲାଗି ରହିବ ଗରମ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପାନ୍ତରୁ ଉପକୂଳ!-->…
କଂଗ୍ରେସରେ ମିଶିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା
ଭୁବନେଶ୍ବର: ଶଙ୍ଖ ଛାଡ଼ିଲେ, ହାତ ଧରିଲେ । ୩ ଦିନ ତଳେ ବିଜେଡି ଛାଡ଼ିଥିଲେ, ଆଜି କଂଗ୍ରେସରେ ମିଶିଲେ ବାଲେଶ୍ବର ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା । ଭୁବନେଶ୍ବର କଂଗ୍ରେସ କାର୍ଯ୍ୟାଳୟରେ ହାତ ଧରିଛନ୍ତି ସୁଦର୍ଶନ ଜେନା । ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି!-->…
ଜଗତପୁରରୁ ୩ ବନ୍ଧୁକ ବେପାରୀ ଗିରଫ, ୪ ବନ୍ଧୁକ ଜବତ
କଟକ: ପୋଲିସ ପଞ୍ଝାରେ ୩ ବନ୍ଧୁକ ବେପାରୀ । ଏଟିଏମ୍ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ କଟକ ଜଗତପୁର ଅଞ୍ଚଳରୁ ଏମାନଙ୍କୁ ଗିରଫ କଲା ପୋଲିସ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ କରିଛି ଜଗତପୁର ଥାନା ପୋଲିସ । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ଟି ବାଇକ ଓ ୩ଟି!-->…
୫ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟର ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା – ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର,!-->…
ରାଜ୍ୟରେ ଗଡ଼ିଲା ସଂକଳ୍ପ ରଥ: ଓଡ଼ିଶାବାସୀଙ୍କ ହେବ ଅଭିମତ ସଂଗ୍ରହ
ଭୁବନେଶ୍ବର: ପୁଣି ଥରେ ଦେଶରେ ମୋଦୀ ଶାସନ ଆଣିବାକୁ ବିଜେପିର କସରତ । ତୃତୀୟଥର ପାଇଁ ଶାସନ ଗାଦିରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ କରିଛି । ‘ବିକଶିତ ଓଡ଼ିଶା ଓ ବିକଶିତ ଭାରତ’ ସଂକଳ୍ପ ପତ୍ର ପାଇଁ ଆଜି ଅଭିମତ ସଂଗ୍ରହ!-->…
ଜଳିଗଲା ପାୱାର ଗ୍ରୀଡ୍, ୧୫୦ଟି ଗାଁରେ ବିଦ୍ୟୁତ୍ ସେବା ଠପ୍
ବାଲେଶ୍ୱର: ବସ୍ତା-ଜଳେଶ୍ୱର ପାୱାର ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପାୱାର ଗ୍ରୀଡ୍। ୧୫୦ରୁ ଅଧିକ ଗାଁରେ ବିଦ୍ୟୁତ ଯୋଗାଣ ବ୍ୟାହତ ହୋଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଛି ।
ପ୍ରାଥମିକ ସୂଚନା ଅନୁଯାୟୀ, ଜଳେଶ୍ୱର ପାୱାର ଗ୍ରୀଡରେ ହଠାତ୍!-->!-->!-->…
ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ: ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ
ଭୁବନେଶ୍ୱର : ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ । ଗ୍ରାମପଞ୍ଚାୟତ, ବ୍ଲକସ୍ତରୀୟ ଫେଡେରେସନ କର୍ମୀଙ୍କ ଦେୟ ପରିମାଣ ୫୦୦ ଟଙ୍କା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ଉପକୃତ ହେବେ ୧ଲକ୍ଷ ୨୬ହଜାର ୧୦ଜଣ କର୍ମକର୍ତ୍ତା। ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ ହେବ ।!-->…
ଡାକରା ପାଇ ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ
ଭୁବନେଶ୍ବର: ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ। ଏହାରି ମଧ୍ୟରେ ରାଜ୍ୟ ବିଜେପି ନେତାଙ୍କୁ ପୁଣି ଥରେ ଦିଲ୍ଲୀ ଡାକରା ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ଏବଂ ବିଜେପି ରାଜ୍ୟ ସଙ୍ଗଠନ!-->…
ଖଣି ଦୁର୍ନୀତି ମାମଲାରେ ଇଡିର ବଡ଼ ଧରଣର ରେଡ୍
ଭୁବନେଶ୍ବର : ଖଣି ଦୁର୍ନୀତି ମାମଲାରେ ଇଡିର ବଡ଼ ଧରଣର ରେଡ୍। ଭୁବନେଶ୍ବର, ବଡ଼ବିଲ୍, ରାଉରକେଲା ଏବଂ କୋଲକାତା ସମେତ ୧୨ଟି ସ୍ଥାନରେ ରେଡ୍ ହୋଇଛି । କେନ୍ଦୁଝର ଜିଲ୍ଲା ଯୋଡ଼ାରେ ବେଆଇନ ଲୁହାପଥର ଦୁର୍ନୀତି ଘଟଣାରେ ଚଢାଉ କରାଯାଇଛି ।
ସେହିପରି କୋଲକାତାରେ ବି ଯାଞ୍ଚକୁ ବଢାଇଛି!-->!-->!-->…
ନନ୍ଦନକାନନରେ ‘ନାଇଟ୍ ଆଉଟ ଆଟ୍ ଜୁ’ କାର୍ଯ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର: ନନ୍ଦନକାନନ ପକ୍ଷରୁ ନୂଆ ବନ୍ୟପ୍ରାଣୀ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ। ଆଜିଠୁ ନୂଆ ବନ୍ୟପ୍ରାଣୀ ଶିକ୍ଷା କାର୍ଯ୍ୟକ୍ରମ ‘ନାଇଟ୍ ଆଉଟ ଆଟ୍ ଜୁ’ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟକଙ୍କୁ ସଂଧ୍ୟା ୬ଟା ୩୦ରୁ ରାତି ୮ଟା ଯାଏଁ ବୁଲିବାକୁ ଅନୁମତି ମିଳିବ।
କେବଳ!-->!-->!-->…