Browsing Category

ଓଡିଶା

ମଧ୍ୟାହ୍ନ ଭୋଜନରେ ଝିଟିପିଟି: ୧୧ ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ: ଏକ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରି ୧୧ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଏହି ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବରୁ ମଧ୍ୟ ଏଇ ଅଞ୍ଚଳରେ ଏକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ

୧.୭୫କୋଟି ଲୋକଙ୍କୁ ମିଳିବ ମାଗଣା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ: ୧.୭୫କୋଟି ଲୋକଙ୍କୁ ମିଳିବ ମାଗଣା ଏଲପିଜି ସିଲିଣ୍ଡର | ରଙ୍ଗର ପର୍ବ ହୋଲିରେ ଉତ୍ତରପ୍ରଦେଶବାସୀଙ୍କୁ ବଡ ଉପହାର ଦେଲେ ଯୋଗୀ ସରକାର | କ୍ୟାବିନେଟ ବୈଠକରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ଟଙ୍କା ହ୍ରାସ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଥିଲେ। ଏହା ପରେ

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ଏକାମ୍ରକ୍ଷେତ୍ର ଶିବ ପଞ୍ଚାକ୍ଷରୀ ମନ୍ତ୍ରରେ କଂପିଛି। ମନ୍ଦିର ବେଢ଼ାରେ ଓ ବାହାରେ ହଜାର ହଜାର ଶ୍ରଦ୍ଧାଳୁ ଉଜାଗର ରହି ଜାଗର ଜାଳିଛନ୍ତି। ଓଁ ନମଃ ଶିବାୟ…, ହରହର ମହାଦେବ…, ଜୟ ଶିବଶମ୍ଭୁ… ଉଚ୍ଚାରଣ

ଜାଗର ପାଇଁ ଚଳଚଞ୍ଚଳ ହିଞ୍ଜିଳିକାଟୁ ଶୈବପୀଠ

ହିଞ୍ଜିଳିକାଟୁ ୮/୩ : ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ହିଞ୍ଜିଳିକାଟୁ ର ସମସ୍ତ ଶୈବପୀଠ । ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ହିଞ୍ଜିଳି ସ୍ଥିତ ସ୍ଵପ୍ନେଶ୍ୱର ମହାଦେବ ଶୈବପୀଠ,ମେଇନରୋଡ ଵଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର ପୀଠ,ନୁଆଗଡ ସ୍ଥିତ ବାଲୁଙ୍କେଶ୍ୱର ଶୈବପୀଠ,ଓ ଆଙ୍କୋରଡା ଗ୍ରାମ ସ୍ଥିତ

ମେଣ୍ଟ ବିଷୟରେ ଦିଲ୍ଲୀରେ କିଛି ଆଲୋଚନା ହୋଇ ନାହିଁ : ମନମୋହନ ସାମଲ

ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ରାଜ୍ୟ ବିଜେପି ସଭାପତି ମନ‌ମୋହନ ସାମଲ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ନୂଆଦିଲ୍ଲୀରୁ ଫେରିଲା ପରେ ଭୁବନେଶ୍ବରରେ ଶ୍ରୀ ସାମଲ

ଶିବ ଦର୍ଶନ ହେଲା ଶେଷ ଦର୍ଶନ, ପାହାଡରୁ ଖସି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ରାୟଗଡା: ଦେବଦେବ ମହାଦେବ ଶିବ ଶଙ୍କରଙ୍କ ମହାଜାଗର ଉପଲକ୍ଷେ ଚଳଚଞ୍ଚଳ ରାୟଗଡା ଜିଲ୍ଲାର ବିଭିନ୍ନ ଶୈବ ପୀଠ । ଶ୍ରଦ୍ଧା, ଭକ୍ତି ଓ ବିଶ୍ବାସ ରେ ଜିଲ୍ଲା ବ୍ୟାପି ଶିବମନ୍ଦିର ମାନଙ୍କରେ ଭକ୍ତ ଙ୍କ ପ୍ରବଳ ସମାଗମ ହେଉଛି । ତେବେ ଏହାଭିତରେ ଏକ ଅଘଟଣ ଘଟିଛି । କଲ୍ୟାଣସିଂହପୁର ବ୍ଲକ

ବିଜେଡିରୁ ଇସ୍ତଫା ଦେଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ବାଲେଶ୍ବର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ଆଜି ଅପରାହ୍ନ ୪ଟା ବେଳେ ବାଲେଶ୍ୱର ସହର ଉପକଣ୍ଠ ସରସ୍ୱତୀପୁରସ୍ଥିତ ହେରିଟେଜ କଲ୍ୟାଣମଣ୍ଡପରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ସୁଦର୍ଶନ

ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର

ରାଉରକେଲା: ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର। ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଯାଇଛି। ସୂଚନା ଅନୁଯାୟୀ, ଝାରଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ ଓଲଟି ପଡ଼ିଥିଲା।

ଅଫିମ ଚାଲାଣ ବେଳେ ଦୁଇ ଗିରଫ, ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ

ଭୁବନେଶ୍ବର: ବେଆଇନ ଅଫିମ ଚାଲାଣ ବେଳେ କାବୁ କଲା ଏସଟିଏଫ । ରାଉରକେଲା ପାନପୋଷରେ ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ କରିବା ସହିତ ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିଛି ଏସଟିଏଫ୍ । ଗିରଫ ଅଭଯୁକ୍ତ ହେଲେ ଝାଡଖଣ୍ଡର ବିଟୁ ସିଂହ ମୁଣ୍ଡା (୪୬) ଓ ରୋହିତ ମୁଣ୍ଡା (୪୯) ।

୩ ଦିନ ପରେ ରାଜ୍ୟରେ ବଢ଼ିବ ତାତି !

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯେଉଁଥିପାଇଁ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ