Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରୁ ଫେରି ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଉଚ୍ଚ ପ୍ରଶଂସା କଲେ ବିଲ୍ ଗେଟସ
ଓଡ଼ିଶାରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ। ଓଡ଼ିଶା ଗସ୍ତର ଅଭିଜ୍ଞତାକୁ ଉଲ୍ଲେଖ କରିଛନ୍ତି। ଓଡ଼ିଶା ଗସ୍ତରୁ ତାଙ୍କୁ ପ୍ରେରଣା ମିଳିଥିବା କହିଛନ୍ତି। ଗତ ୨୪ ବର୍ଷ ଭିତରେ ନବୀନ ପଟ୍ଟନାୟକଙ୍କ!-->…
‘ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ’
ଭୁବନେଶ୍ବର: ନୂଆ ଓଡ଼ିଶା ଗଠନ ହେବା ନେଇ 5-T ତଥା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମହିଳା ମାନଙ୍କ ଆର୍ଥିକ, ସାମାଜିକ ଓ ରାଜନୈତିକ ସଶକ୍ତିକରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ ।!-->…
ଚାରି ଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର ଓ କଳାଧନ ନେଇ କରିବେ ସମୀକ୍ଷୀ
ଭୁବନେଶ୍ବର: ଆଜି ଠାରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ। ସନ୍ଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବେ। ଏହାପରେ ୮ ତାରିଖ ସକାଳୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ସହ ଦିନ ୨ ଟା ବେଳେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷତା!-->…
ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି!-->…
ମହାନଦୀରୁ ୬୦ରୁ ଉର୍ଦ୍ଧ୍ୱ ନାଗମୂର୍ତ୍ତି ସହ ୨ଟି ବୃଷଭ ମୂର୍ତ୍ତି ଉଦ୍ଧାର
ବାଙ୍କୀ : ଆଜି ହେଉଛି ପବିତ୍ର ମହା ଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ହୋଇ ଉଠୁଛି ସାରା ସହର । ଦେବ ଦେବ ମହାଦେବଙ୍କ ପୂଜା ପାଇଁ ସବୁଠି ଉତ୍ସବ ମୁଖର ପରିବେଶ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ,!-->…
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର
ଭୁବନେଶ୍ୱର: ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗତକାଲି ବିଜେଡିରେ ଯୋଗ ଦେଇଥିଲେ । ଆଜି ବିଜୟ ମହାପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସେ କହିଛନ୍ତି,‘‘ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ, ଭଲ ହେଲା । ମୁଁ!-->!-->!-->…
ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା
ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଘନ ଘନ ବୈଠକ ମଧ୍ୟ ବସିଥିଲା । ଗତକାଲି ବିଜେଡି ନେତା!-->…
ଲଘୁ ଖଣିଜ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହୃତ
ଭୁବନେଶ୍ୱର: ପାଞ୍ଚ ଦିନ ପରେ ଲଘୁ ଖଣିଜ ଦ୍ରବ୍ୟ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହାର ହୋଇଛି । ବିଭିନ୍ନ ଦାବି ନେଇ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ଆଜି ମଧ୍ୟାହ୍ନରୁ ଧର୍ମଘଟ ପ୍ରତ୍ୟାହାର ହୋଇଛି ।
ଏନେଇ ଖୋର୍ଦ୍ଧା ଟ୍ରକ ମାଲିକ ସଂଘ,!-->!-->!-->…
ବ୍ରାହ୍ମଣୀ ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି!-->…
କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ!-->…