Browsing Category

ଓଡିଶା

ଗଳା କାଟି ମାଆ ଓ ଝିଅଙ୍କୁ ବୀଭତ୍ସ ହତ୍ୟା

କରଞ୍ଜିଆ: ମାଆ ଓ ଝିଅଙ୍କୁ ବୀଭତ୍ସ ହତ୍ୟା । ସନ୍ଦେହ ଜନକ ଅବସ୍ଥାରେ ଘର ଭିତରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ । ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଡକେଇପାଳ ଗ୍ରାମର ମୁକ୍ତାଝରୀ ସାହିର ଚୈତ୍ଯନ ଟୁଡୁ ଗତକାଲି ଦିନ ୧୦ଟାରେ ବାହାରକୁ ଯାଇଥିଲେ । ଦିନ ୨ଟାରେ ଘରକୁ…

ଅଲାରନାଥଙ୍କ ପୀଠରେ ଟ୍ରାଫିକ୍ କଟକଣା; ତିନୋଟି ସ୍ଥାନରେ ହେବ ପାର୍କିଂ

ପୁରୀ:ମହାପ୍ରଭୁ ଶ୍ରୀଜଗନ୍ନାଥ ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ଗୁପ୍ତସେବା ପାଇଥାନ୍ତି । ଏହି ସମୟରେ ଭକ୍ତମାନେ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିଥାନ୍ତି । ଶାସ୍ତ୍ରରେ ବର୍ଣ୍ଣିତ ଅଛି, ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ…

ବିବାହ ଭୋଜିରେ ମଟନ ବଦଳରେ ଚିକେନ ଦେଲେ ବୋଲି ବେକ କାଟିଦେଲେ

ବାଲେଶ୍ବର: ମଟନ ବଦଳରେ ଚିକେନ ଦେଲେ ବୋଲି ୪ ନାବାଳକ ହାଣିଦେଲେ କ୍ୟାଟରିଂ ବୟର ବେକକୁ । ବାଲେଶ୍ବର ରେମୁଣା ଥାନା ଅଠାନ୍ତର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର କ୍ୟାଟରିଂ ବୟଙ୍କୁ ଫକୀରମୋହନ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ମାଲକାନଗିରିରେ ସୁରକ୍ଷାକର୍ମୀଙ୍କୁ ସଫଳତା ମାଓବାଦୀଙ୍କ ବଡ଼ ଅସ୍ତ୍ରଭଣ୍ଡାର ଠାବ…

ମାଲକାନଗିରି :ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କଠାରୁ ମିଳିଥିବା ସୂଚନା ଆଧାରରେ ରବିବାର ସକାଳେ ଡିଭିଏଫ୍ (DVF) ଯବାନଙ୍କ ପକ୍ଷରୁ କାଲିମେଳା ଥାନା ଅଧୀନ ଗୁଣ୍ଠାବଡ଼ା ଓ କଦମଗୁଡ଼ା…

ସ୍ନାନ ପୂର୍ଣ୍ଣିମା ଓ ମହାପ୍ରଭୁ ଅଲାରନାଥ ଯାତ୍ରା ଅବସରରେ ଭାରିଯାନ ଚଳାଚଳ ଉପରେ କଟକଣା

ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଓ ମହାପ୍ରଭୁ ଅଲାରନାଥଙ୍କ ଯାତ୍ରା ଅବସରରେ ଭାରୀ ଯାନ (ହେଭି ଭେହିକିଲ) ଚଳାଚଳ ଉପରେ କଟକଣା ଜାରି । ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି ବୈଠକରେ ଗୃହୀତ ନିଷ୍ପତ୍ତି ଅନୁଯାୟୀ, ଚଳିତ ବର୍ଷ ମହାପ୍ରଭୁ ଅଲାରନାଥଙ୍କ ଯାତ୍ରା ଅବସରରେ ଜିଲ୍ଲାପାଳ…

ମହାନଦୀ ପ୍ରସଙ୍ଗ ଟ୍ରିବୁନାଲରେ ୭ ରାଉଣ୍ଡ ଆଲୋଚନା ଶେଷ, ଅସନ୍ତା ୧୧ରେ ପରବର୍ତ୍ତି ଶୁଣାଣି

ଭୁବନେଶ୍ୱର : ମହାନଦୀ ପ୍ରସଙ୍ଗ ଟ୍ରିବୁନାଲରେ ଆଜିର ଶୁଣାଣି ଉପରେ ଉଭୟ ଓଡ଼ିଶା ଓ ଛତିଶଗଡର ବୈଷୟିକ ଟିମ ପ୍ରାୟ ୭ ରାଉଣ୍ଡ ଆଲୋଚନା କରିଛନ୍ତି । ପ୍ରାୟ ଦୁଇ ରାଜ୍ୟ ମଧ୍ୟରେ ଜଳ ବିବାଦକୁ ନେଇ ଅସହମତି ଥିବା ଅନେକ ବିଷୟରେ ସହମତି ପ୍ରକାଶ ପାଇଛି । ଜଳ ବଣ୍ଟନ, ଚାହିଦା ଓ ଜଳ ସନ୍ତୁଳିତ ଉପରେ…

ଶ୍ରୀମନ୍ଦିରରେ ଆଜି ରାତି ସାଢ଼େ ଦଶଟାରୁ ଆସନ୍ତାକାଲି ଦିନ ଗୋଟାଏ ଯାଏ ଦର୍ଶନ ବନ୍ଦ

ପୁରୀ : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି । ସାଢେ ୧୪ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ରାତି ସାଢ଼େ ଦଶଟାରୁ ଆସନ୍ତାକାଲି ଦିନ ଗୋଟାଏ ଯାଏ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ…

ଯୁବତୀଙ୍କୁ ପୋଡ଼ି ମାରି ଦେବାକୁ ଉଦ୍ୟମ

ରାଉରକେଲା : ଯୁବତୀଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ । ଏକତରଫା ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଯୁବତୀଙ୍କ ଘରେ ନିଆଁ ଲଗାଇଲା ପ୍ରେମିକ । ରାଉରକେଲା ବିଶ୍ରା ଥାନା ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ନୃଶଂସ କାଣ୍ଡ । କିଞ୍ଜିରକେଲାର ରଜତ କିରୋ ଜାରାଟୋଲା…

ଦଳିତ ମହିଳା ପାଚିକାଙ୍କ ନିଯୁକ୍ତିକୁ ନେଇ ବିବାଦ

କଣ୍ଟାବାଞ୍ଝି : ବଲାଙ୍ଗୀରରେ ରାଜନଗର ରିପିଟ୍ । ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା ପକାଇଲେ ଲୋକ । ଦଳିତ ଶ୍ରେଣୀର ମହିଳା ପାଚିକାଙ୍କ ନିଯୁକ୍ତିକୁ ନେଇ ବିବାଦ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଘୁଷୁରାମୁଣ୍ଡା ଗାଁର ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା…