Browsing Category

ଓଡିଶା

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର ବିଶେଷ ମହତ୍ତ୍ବ ରହିଛି । ବିଳମ୍ବିତ ରାତି ୨ ଟାରେ

ଜେଜେବାପାଙ୍କ ଶୁଦ୍ଧିକ୍ରିୟା ସାରି ନଦୀରେ ଶୌଚ ହେଉଥିବା ବେଳେ ଭାସିଗଲା ନାତି

କେନ୍ଦ୍ରାପଡା :  ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା ସାରି ଶୌଚ ହେଉଥିବା ବେଳେ ନଦୀରେ ଭାସିଗଲା ନାତି। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ସୁଶାନ୍ତ ଗିରିଙ୍କ ପୁଅ ରାକେଶ ଗିରି ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା

ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇ ଲୁଟି ନେଲେ ୯୦ ହଜାର ଟଙ୍କା

ଢେଙ୍କାନାଳ: ଦିନିକୁ ଦିନ ବଢିଚାଲିଛି ଲୁଟପାଟ୍। କେହି ଘରେ ପଶି ଲୁଟୁଛନ୍ତି ତ ଆଉ କିଛି ଲୋକଙ୍କୁ ନିଶା ଦେଇ ଲୁଟୁଛନ୍ତି ଲୁଟେରା। ଢେଙ୍କାନାଳରେ ଏପରି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇଥିଲେ ଆଡ଼ଭାନ୍ସ। ଆଉ ତା ପରେ ନିଶା ଦେଉ ଲୁଟିନେଲେ ୯୦ ହଜାର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଚିକିତ୍ସାରେ ବାଧକ ସାଜିବନି ଅର୍ଥ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଉତ୍ତମ ଓ ଗୁଣବତ୍ତା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ବଦ୍ଧପରିକର ରାଜ୍ୟ ସରକାର । ଏ ନେଇ ନବୀନ ସରକାର ବିଜୁ

ଭୁବନେଶ୍ବର ସପ୍ତମ ବାଟାଲିୟନରୁ ବନ୍ଧୁକ ଚୋରି

ଭୁବନେଶ୍ବର : ଭୁବନେଶ୍ବର ସପ୍ତମ ବାଟାଲିୟନରୁ ବନ୍ଧୁକ ଚୋରି। ରାଷ୍ଟ୍ରପତିଙ୍କ ଡ୍ଯୁଟିରେ ଆସିଥିବା ଯବାନଙ୍କ ବନ୍ଧୁକ ଓ ଗୁଳି ଚୋରି ହୋଇଥିବା ଅଭିଯୋଗ ହୋଇଛି । INSAS ରାଇଫଲ ଚୋରି ନେଇ ମୈତ୍ରୀବିହାର ଥାନାରେ ଅଭିଯୋଗ କରିଛନ୍ତି ଅଷ୍ଟମ IR ବାଟାଲିୟନର ସବ ଇନିସପେକ୍ଟର ପି .ଲଛମେୟା ।

ଓଡ଼ିଶା ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ବର: ଓଡ଼ିଶାଗସ୍ତ ସାରି ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବା ପରେ ବିଜେପି ନେତାଙ୍କୁ ଦିଲ୍ଳୀ ଡାକରା । ରାଜ୍ୟ ସଭାପତି, ସଙ୍ଗଠନ ସମ୍ପାଦକ ସହ କୋର୍ କମିଟିର କିଛି ନେତା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି | ସନ୍ଧ୍ୟା ୫ ଟା ବେଳେ ଦିଲ୍ଲୀରେ ବସିବା ଗୁରୁତ୍ୱପୂର୍ଣ୍ଣ ବୈଠକ | ଅପରାହ୍ନରେ

ପଦ୍ମଧରିଲେ ନାଲକୋର ପୂର୍ବତନ ସିଏମ୍‌ଡି ତପନ ଚାନ୍ଦ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତି ଦଳ ନିଜ ନିଜର ବହୁମତ ପାଇଁ ଆସନ ହାତେଇବାକୁ ପ୍ରସ୍ତୁତ ହେଉଛନ୍ତି । ଏହି ସମୟରେ କିଛି ନେତା କର୍ମୀଙ୍କ ଦଳ ଅଦଳବଦଳ ମଧ୍ୟ ଜାରି ରହିଛି । ଲଗାତାର କିଛି ଦିନ ହେବ ବିଜେପି କାର୍ଯ୍ୟଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଥିବା

ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା ଅଭିଯୋଗ

ଭୁବନେଶ୍ବର : ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱରର ଡେଲଟା ଛକ ରେଙ୍ଗାଲି ବସ୍ତିର ଦୀପକ ସାହୁ। ତାଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ମୃତ ଯୁବକଙ୍କ ମାଆ ଖଣ୍ଡଗିରି ଥାନାରେ ଏତଲା ଦେଇଛନ୍ତି।ଅଭିଯୋଗ ଅନୁସାରେ, ଗତକାଲି

ବିଦ୍ୟୁତ୍ ଖୁଣ୍ଟରେ ପିଟି ହେଲା ବାଇକ୍: ଚାଲିଗଲା ନାବାଳକଙ୍କ ସହ ୨ ଜଣଙ୍କ ଜୀବନ

ଖଲିକୋଟ: ବରଯାତ୍ରୀ ହୋଇଯାଇଥିଲେ, ଶବ ହୋଇ ଫେରିଲେ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଖଲିକୋଟ ଅଞ୍ଚଳରେ। ଗତକାଲି ରାତିରେ ୩ଜଣ ଯୁବକ ବରଯାତ୍ରୀ ହୋଇଯାଇଥିଲେ। ସେମାନେ ବିଳମ୍ବିତ ରାତିରେ ଏକ ବାଇକରେ ନିଜ ଗାଁକୁ ଫେରୁଥିଲେ। ହେଲେ ବାଟରେ ଯମ

‘ଇଣ୍ଡି ଗଠବନ୍ଧନର ବିଚାରଧାରାରେ ପରିବାର ପ୍ରଥମ, କିନ୍ତୁ ମୋଦିର ବିଚାରଧାରାରେ ଦେଶ ପ୍ରଥମ’

ଭୁବନେଶ୍ବର : ‘ଇଣ୍ଡି ଗଠବନ୍ଧନର ବିଚାରଧାରାରେ ପରିବାର ପ୍ରଥମେ ଆସୁଛି। କିନ୍ତୁ ମୋଦିର ବିଚାରଧାରାରେ ଦେଶ ପ୍ରଥମ।’ ଆଜି ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲରେ ଦଳ ତରଫରୁ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି ସମାବେଶ’ ଯୋଗ ଦେଇ ଏହି କଥା କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ସେ କହିଥିଲେ, ଦେଶର