Browsing Category

ଓଡିଶା

୧୧ ପରେ ରାଜ୍ୟରେ ବଢ଼ିବ ତାତି !

ଭୁବନେଶ୍ବର : ଆସନ୍ତା ୧୧ ତାରିଖ ପରେ ରାଜ୍ୟରେ ପାରଦ ବଢ଼ିବ। ଦିନ ଓ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଏନେଇ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା

ନିର୍ବାଚନ ଲଢ଼ିବେ ପୂର୍ବତନ ଆୟକର କମିସନର: ପୌର ନିର୍ବାଚନରେ ଅଧ୍ୟକ୍ଷ ପଦ ପାଇଁ ଲଢ଼ିଥିଲେ

ନୂଆପଡ଼ା: ଏଥରକ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ଶ୍ରୀକାନ୍ତ ଚାଟାର୍ଜୀ। ସେ ହେଉଛନ୍ତି ପୂର୍ବତନ ଆୟକର କମିସନର୍‌। ତେବେ, ଗତ ପୌର ନିର୍ବାଚନ ସମୟରେ ସେ ରାଜନୀତିରେ ପାଦ ଥାପିସାରିଛନ୍ତି। ଶ୍ରୀ ଚାଟାର୍ଜୀ ଗତ ‌ପୌର ନିର୍ବାଚନ‌ରେ ଖଡ଼ିଆଳ ଏନ୍‌ଏସିର ଅଧ୍ୟକ୍ଷ ପଦ

ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ । ଏହି ଅବସରରେ ପଂଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆଜି ଆୟୋଜନ କରାଯାଇଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ

ଆଗାମୀ ବିଧାନସଭା ନିର୍ବାଚନରେ କଂଗ୍ରେସ ୯୦ଟି ଆସନ ଜିତିବ: ପବନ ଖେରା

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଗସ୍ତ ପୂର୍ବରୁ କଂଗ୍ରେସର ପ୍ରଶ୍ନ। ରାଜଧାନୀରେ ମିଡିଆ ସେଲ ଚେୟାରମ୍ୟାନ ଏଆଇସିସି ପବନ ଖେରା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ଓଡ଼ିଶାରେ ମୋଦୀଙ୍କୁ ସ୍ୱାଗତ, ହେଲେ ଓଡ଼ିଶା ଆସି ପ୍ରଶ୍ନର ଉତ୍ତର ଦିଅନ୍ତୁ ପ୍ରଧାନମନ୍ତ୍ରୀ। ଦଳ ପ୍ରଶ୍ନ କରିଛି ଚିଟଫଣ୍ଡ

ଲୋଭ ଦେଖାଇ ଫସାଇଲେ ସାଇବର ଠକ; ୨୫ ଲକ୍ଷ ଠକେଇର ଶିକାର ହେଲେ ଓଡ଼ିଆ ଯୁବକ

ଅନୁଗୁଳ: ଟ୍ରେଡିଂ କରି ଅଧିକ ଟଙ୍କା ରୋଜଗାର କରିବା ଆଶାରେ ଜଣେ ଯୁବକ ୨୫ ଲକ୍ଷ ଟଙ୍କା ହରାଇଛନ୍ତି। ସାଇବର ଠକମାନେ ଅତି ଚତୁରତାର ସହ ତାଙ୍କୁ ଏହି ଚୂନ ଲଗାଇଛନ୍ତି। ଏଥିନେଇ ଅନୁଗୁଳ ସାଇବର ଥାନାରେ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଛାନଭିନ ଆରମ୍ଭ କରିଛି।ସୂଚନା

ଇଡିରେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି; ଚାଲିଛି ଜେରା

ଭୁବନେଶ୍ବର : ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି।କିଛି

ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର/ଚଣ୍ଡିଖୋଲ: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ

ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ବିଚ୍ ସଫେଇ କାର୍ଯ୍ୟକ୍ରମ

ଗୋପାଳପୁର : ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଟାଟା ଗ୍ରୁପର ପ୍ରତିଷ୍ଠାତା ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସମ୍ପ୍ରଦାୟଙ୍କ ସହଭାଗିତାରେ ବଟେଶ୍ୱର ଠାରେ ଏକ ବିଚ୍ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ

ଯାଜପୁର  : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ

ଆଜି ୮ଟି ସହରର ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ

ରାଜ୍ୟରେ ଆଜି ୮ଟି ସହରର ଦିନର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରେକର୍ଡ କରାଯାଇଛି। ନୟାଗଡ଼ାରେ ସବୁଠୁ ଅଧିକ ଖରା ହୋଇଛି। ସେଠାରେ ଦିନର ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ଭବାନୀପାଟଣାରେ ଦିନର ସର୍ବାଧିକ ତାପମାତ୍ରା ୩୬.୨