Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ଅମିନ
ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ । ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ ସଦାନନ୍ଦ ସାହୁ ଜଣେ ବ୍ୟକ୍ତିଙ୍କୁ ଜମି ପଟ୍ଟା ପ୍ରଦାନ ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ, କାବୁ କଲା ଭିଜିଲାନ୍ସ ।
ଖବର ଅନୁଯାୟୀ, ଜମି ପଟ୍ଟା!-->!-->!-->…
ଭାଙ୍ଗିଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ
କଳାହାଣ୍ଡି : ଭାଙ୍ଗିଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ । କଳାହାଣ୍ଡି କଳମପୁର ବ୍ଲକ ଦେପୁର ଗାଁ ନିକଟରେ ଭୁଶୁଡିଲା ମୁଖ୍ୟ କେନାଲ l ୨୦ ଫୁଟର ଘାଇ ହେବା ଫଳରେ ଗାଁ ଭିତରେ ପଶିଛି ପାଣି । ଜଳମଗ୍ନ ହୋଇଛି ଦେପୁର ଗାଁ ।
ଘରେ ପାଣି ପଶି ଆସବାବପତ୍ର ନଷ୍ଟ ହେବା ସହ ରାସ୍ତା!-->!-->!-->…
ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା, ମାର୍ଚ୍ଚ ୧୫ରୁ ଖାତାଦେଖା
ଭୁବନେଶ୍ଵର: ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ଗତ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି । ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ!-->…
ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ, ରାଜୁ ଦାସ ଓ ନରେନ ପଲେଇ
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭୁଷୁଡିବାରେ ଲାଗିଛି କଂଗ୍ରେସ ଓ ବିଜେଡି ଶିବିର। କଂଗ୍ରେସ ଓ ବିଜେଡିର ଅନେକ ହେଭିୱେଟ୍ ନେତାମାନେ ବିଜେପିରେ ଯୋଗ ଦେଉଛନ୍ତି। ଯାହା କଂଗ୍ରେସ ଓ ବିଜେଡି ପାଇଁ ଚିନ୍ତାର କାରଣ ପାଲଟିଛି।
ଆଜି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ!-->!-->!-->…
ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ…
ହିଞ୍ଜିଳିକାଟୁ : ଆଗକୁ ମହାଶିବରାତ୍ରି ଅଞ୍ଚଳର ବିଭିନ୍ନ ଶୈବପୀଠ ପାଇଁ ହିଞ୍ଜିଳିକାଟୁ ପୌରପରିଷଦ ଓ ବ୍ଳକ ଅଞ୍ଚଳ ସଜେଇ ହେଉଥୂବାର ଦେଖୁବାକୁ ମିଳିଛି। ଚଳିତ ବର୍ଷ ମାର୍ଚ୍ଚ ୮ ତାରିଖରେ ହେବାକୁ ଯାଉଥିବା ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି!-->…
କେନ୍ଦ୍ରାପଡା ଜିଲ୍ଲା ଦେଇ ଗଡିବ ପାସେଞ୍ଜାର ଟ୍ରେନ
ଭୁବନେଶ୍ବର: କେନ୍ଦ୍ରାପଡ଼ାବାସୀଙ୍କୁ ମେମୁଟ୍ରେନ୍ ଉପହାର ମିଳିବ। ଜନସାଧାରଣଙ୍କର ଯାତାୟତ ସୁବିଧା ପାଇଁ କେନ୍ଦ୍ରାପଡ଼ାକୁ ଟ୍ରେନ୍ ନେଟୱର୍କ ସହିତ ଯୋଡ଼ାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୫ ତାରିଖରେ ମେମୁ ଟ୍ରେନ୍କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଡିଆରଏମ୍!-->…
ପୋଲିସ-ମାଓବାଦୀ ଗୁଳିବିନିମୟ, ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ
ମାଲକାନଗିରି: ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେ ଜିଲ୍ଲାର ଛୋଟେବେଠିଆ ଜଙ୍ଗଲରେ ପୋଲିସ୍- ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଘଟଣାସ୍ଥଳରୁ ଗୋଟିଏ ଏକେ- 47 ବନ୍ଧୁକ ଜବତ ହୋଇଛି । ମାଓବାଦୀଙ୍କ!-->…
ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ!-->…
DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ
ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କେୟାରବାଙ୍କ ସ୍ଥିତ ଡିଆରଡିଓ କେନ୍ଦ୍ରରେ ଡିଉଟିରେ ଥିବା ଯବାନ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ରାତି ୧୨ଟାରୁ ୨ ପର୍ଯ୍ୟନ୍ତ ଜେନେରାଲ ଡିଉଟିରେ ଥିଲେ ଯବାନ ଜଣକ। ରାତି ପ୍ରାୟ ୧.୫୫ ସମୟରେ ନିଜ!-->…
ଧର୍ମଗଡ଼ରେ ନୂଆ-ଓ ଛାତ୍ରବୃତ୍ତି ବିତରଣ କାର୍ଯକ୍ରମ
ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ସାମ୍ନା ପଡ଼ିଆରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦଘାଟନ କରିବା ସହ ଅନୁମୋଦନ ଆଦେଶ!-->…