Browsing Category

ଓଡିଶା

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ

ଏଣିକି ଆଗୁଆ ମିଳିବ ସୂଚନା: କଟକ, ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ୱର : ଆଗୁଆ ମିଳିବ ବନ୍ୟା ସୂଚନା । କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ

ରାଉରକେଲାରେ ବ୍ୟବସାୟୀଙ୍କ ଘରେ ଇଡି ଚଢ଼ଉ

ରାଉରକେଲା: ରାଉରକେଲାରେ ଜଣେ ବ୍ୟବସାୟୀଙ୍କ ଘରେ ଇଡି ପକ୍ଷରୁ ଚଢ଼ଉ ଚାଲିଛି। ଭୁବନେଶ୍ୱର ଇଡି କାର୍ଯ୍ୟାଳୟର ତିନିଟି ଟିମ ଏକ କାଳୀନ ଉଦିତନଗର କଚେରୀରୋଡ ସ୍ଥିତ କଦମୱାଲା ଆଣ୍ଡ କୋ ଓ କଦମୱାଲା ଇନସଲଭାନସି ପ୍ରଫେସନାଲ ପ୍ରାଇଭେଟ ଲିମିଟେଡ଼ରେ ସକାଳୁ ଚଢ଼ଉ ଆରମ୍ଭ କରିଛନ୍ତି। ବ୍ୟବସାୟୀ

ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

ଭୁବନେଶ୍ବର: ମୁଁ ଚାହେଁ କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ହଇରାଣ ନ ହୁଅନ୍ତୁ। ଏଥି ପାଇଁ ‘ଆମ ବ୍ୟାଙ୍କ’ ଖୋଲା ଯାଉଛି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ରାଜ୍ୟ ବିଜେପି ସହପ୍ରଭାରୀ ଲତା ଉସେଣ୍ଡି ଆଜି ଏହି ସୂଚନା ଦେଇଛନ୍ତି। ହେଲେ ଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ କୌଣସି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇନାହିଁ ବୋଲି ସେ କହିଛନ୍ତି।ସୂଚନା ଅନୁଯାୟୀ,

ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଜଳିବନି କାଠ; ରୋଷେଇଶାଳରେ ସଂଯୋଗ ହେବ ଏଲ୍‌ପିଜି ସିଲିଣ୍ଡର

ଭୁବନେଶ୍ୱର: ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ଆବାସିକ ବିଦ୍ୟାଳୟ ଓ ହଷ୍ଟେଲଗୁଡ଼ିକ ପରିବେଶ ଅନୁକୂଳ ହେବ। ଏଥି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସମସ୍ତ ଆବାସିକ ବିଦ୍ୟାଳୟ ତଥା ହଷ୍ଟେଲଗୁଡ଼ିକରେ ଆଉ କାଠ ଚୂଲି ବ୍ୟବହାର ହେବ ନାହିଁ। କାଠ ବଦଳରେ

ବୋରିଗୁମ୍ମାର ପୋଖରୀରେ ବୁଡ଼ିଗଲେ ଉତ୍ତର ପ୍ରଦେଶର ଯୁବକ

ବୋରିଗୁମ୍ମା: କୋରାପୁଟ ଜିଲ୍ଲା ‌ବୋରିଗୁମ୍ମା ଥାନା ଝିଲିମିଲ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଉଛନ୍ତି ତେଜ ସିଂ। ସେ ଉତ୍ତରପ୍ରଦେଶ ନିବାସୀ ବୋଲି ଜଣାପଡ଼ିଛି।ସୂଚନା ଅନୁସାରେ ତେଜ୍‌ ସିଂ ହେଉଛନ୍ତି ଉତ୍ତର ପ୍ରଦେଶର ମୂଳ ନିବାସୀ। ସେ

ବିଜେପିରେ ମିଶିଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଶେଷରେ ସବୁ ଚର୍ଚ୍ଚା-ଆଲୋଚନାରେ ପୂର୍ଣ୍ଣଛେଦ ପକାଇ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ | ପ୍ରଶାନ୍ତଙ୍କୁ ଉତ୍ତରୀୟ ସହ ଟୋପି ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି | ଏହି ମିଶ୍ରଣ ପର୍ବରେ ଭୁବନେଶ୍ୱର ସାଂସଦ