Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଲ୍ ଗେଟସ୍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ
ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍ ଗେଟସ୍ଙ୍କୁ ଏହି ସମ୍ମାନ ପ୍ରଦାନ!-->…
ବାଲେଶ୍ୱରର ଶଙ୍ଖାରିରେ ମନ୍ମଥ-ମନୋଜ ସ୍ମୃତି ପୀଠ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି!-->…
ମାର୍ଚ୍ଚ ୧ରେ କଂଗ୍ରେସର ‘ନବୀନ ହଟାଓ, ଓଡ଼ିଶା ବଞ୍ଚାଓ’ ଅଭିଯାନ
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଓ!-->…
ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର ।
!-->!-->!-->…
ଖିଚିଂରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା
ଭୁବନେଶ୍ବର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା!-->…
ବିଲ ଗେଟସ୍ ଙ୍କ ପରାମର୍ଶ: କୃଷି କ୍ଷେତ୍ରରେ ବ୍ୟବହାର ହେଉ ରିମୋଟ ସେନସିଂ ଓ ସ୍ପେସ ଆପ୍ଲିକେସନ
ଭୁବନେଶ୍ଵର: ରାଜ୍ୟର କୃଷି କ୍ଷେତ୍ର ଉନ୍ନତି ପାଇଁ ରିମୋଟ ସେନ୍ସିଂ ଓ ସ୍ପେସ ଆପ୍ଲିକେସନ ବ୍ୟବହାର କର । ଆଜି କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ ସମୟରେ ରାଜ୍ୟ କୃଷି ବିଭାଗକୁ ଏଭଳି ପରାମର୍ଶ ଦେଇଛନ୍ତି ଅରବପତି ବିଲ ଗେଟସ୍ । କୃଷି ସମୀକ୍ଷା କେନ୍ଦ୍ରକୁ ବିଲ ଗେଟସଙ୍କ!-->…
ମିଶନ ଶକ୍ତି ବଜାରରୁ ମୁଗ ଡାଲି, କନ୍ଧମାଳ ହଳଦୀ ଓ ମୁଡକି କିଣିଲେ ବିଲ୍ ଗେଟ୍ସ
ଭୁବନେଶ୍ୱର : ଓଡ଼ିଶା ଗସ୍ତ ସାରି ଫେରିଯାଇଛନ୍ତି ବିଲ୍ ଗେଟ୍ସ । ଏହି ଅବସରରେ ସେ ଅନେକ କିଛି ଅନୁଭୂତି ଗ୍ରହଣ ନେଇଛନ୍ତି । ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନରେ ମଧ୍ୟ ସମ୍ମାନୀତ କରାଯାଇଛି । ଓଡ଼ିଶା ଗସ୍ତ ସମୟରେ ତାଙ୍କୁ!-->…
ଇଡିରେ ପ୍ରଫୁଲ୍ଲ ସାମଲ
ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ!-->…
ବଜ୍ରକାପ୍ତା ଡିଲ୍ ବେଳେ ରେଡ୍, ୬ ଜଣଙ୍କୁ ଗିରଫ କଲା ବନ ବିଭାଗ
ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ଚଉରା ଜଙ୍ଗଲରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ ଖବରପାଇ ମାଡିବସିଲା ବନ ବିଭାଗ । ଘଟଣାସ୍ଥଳରୁ ୧୧ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ଏହାସହ ତିନୋଟି ବାଇକ ମଧ୍ୟ ଜବତ କରିଛି ।
ବେଆଇନ ଭାବେ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ । ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି । ଆଜି ସକାଳୁ ମାରାଥନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରଥମେ ବସ୍ତି ପରିଦର୍ଶନରୁ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହାପରେ!-->…