Browsing Category

ଓଡିଶା

ଆମ ହସ୍ପିଟାଲ ଯୋଜନାରେ ୬୭ ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଏହି

ରାଜଧାନୀରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ ଯାଇ କଂଗ୍ରେସ ଏହି

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମ ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

କଟକ : ଆସନ୍ତାକାଲି ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ । ଭର୍ଚୁଆଲରେ ଏହାର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦ ହଜାର ଦର୍ଶକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ବାଲିଯାତ୍ରା ତଳ ପଡ଼ିଆରେ ପାର୍କିଂ ବ୍ୟବସ୍ଥା

ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ ଯୋଜନା । ଏହି ଯୋଜନା ଅଧିନରେ ଦେଶର

ଭିନ୍ନକ୍ଷମଙ୍କୁ ମିଳିବ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ, ଉପକୃତ ହେବେ ୪ଲକ୍ଷ ଭିନ୍ନକ୍ଷମ

ଭୁବନେଶ୍ୱର: ମିଳିବ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ । ବିଭିନ୍ନ କେନ୍ଦ୍ର ଓ ଭାମ୍ୟମାଣ ଶିବିର ଜରିଆରେ ଜାରି ରହିବ ବିତରଣ । ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯିବ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସହ ଅନ୍ୟାନ୍ୟ ସହାୟକ ସରଞ୍ଜାମ । ସାମାଜିକ ସୁରକ୍ଷା

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା

ସମ୍ବଲପୁର  : ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା । ଆଜି ସମ୍ବଲପୁର ଗସ୍ତରେ ଆସି ଫାଇଭ ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନୂଆ ଓ ଛାତ୍ରବୃତ୍ତିର ଶୁଭାରମ୍ଭ କରିଛନ୍ତି l ବୃତ୍ତି ବାବଦରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ

ଆଗକୁ ନିର୍ବାଚନ, ଏହା ପୂର୍ବରୁ ସବୁ ମାମଲାର ତଦନ୍ତ ଶେଷ କର: ଡିଜିପି

ଭୁବନେଶ୍ୱର : ଆଗକୁ ନିର୍ବାଚନ । ପୋଲିସ ଉପରେ କାର୍ଯ୍ୟଚାପ ପଡ଼ିବ । ଏହା ପୂର୍ବରୁ ମାମଲାର ତଦନ୍ତ ଶେଷ କରିବାକୁ ସବୁ ଜିଲ୍ଳାର ଏସପି, ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ଏଥିସହ ସବୁ ଥାନା ଅଧିକାରୀଙ୍କୁ ଡାକି ଏ ନେଇ ଆଲୋଚନା କରିବାକୁ ପରାମର୍ଶ ଦେଇଛନ୍ତି ।

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ ଯେ,