Browsing Category

ଓଡିଶା

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା

ସମ୍ବଲପୁର  : ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା । ଆଜି ସମ୍ବଲପୁର ଗସ୍ତରେ ଆସି ଫାଇଭ ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନୂଆ ଓ ଛାତ୍ରବୃତ୍ତିର ଶୁଭାରମ୍ଭ କରିଛନ୍ତି l ବୃତ୍ତି ବାବଦରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ

ଆଗକୁ ନିର୍ବାଚନ, ଏହା ପୂର୍ବରୁ ସବୁ ମାମଲାର ତଦନ୍ତ ଶେଷ କର: ଡିଜିପି

ଭୁବନେଶ୍ୱର : ଆଗକୁ ନିର୍ବାଚନ । ପୋଲିସ ଉପରେ କାର୍ଯ୍ୟଚାପ ପଡ଼ିବ । ଏହା ପୂର୍ବରୁ ମାମଲାର ତଦନ୍ତ ଶେଷ କରିବାକୁ ସବୁ ଜିଲ୍ଳାର ଏସପି, ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ଏଥିସହ ସବୁ ଥାନା ଅଧିକାରୀଙ୍କୁ ଡାକି ଏ ନେଇ ଆଲୋଚନା କରିବାକୁ ପରାମର୍ଶ ଦେଇଛନ୍ତି ।

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ ଯେ,

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ: ଚାଲିଛି ମାଟ୍ରିକ ପରୀକ୍ଷା । ଏହାରି ଭିତରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର । ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିଛି ।

ଚିକିତ୍ସା ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲରେ ଉତ୍ତେଜନା

ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ‌ ଉତ୍ତେଜନା ଦେଖାଦେଇଛି । ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ ଅଣିଜ ଗାଁର ଶାନ୍ତିଲତା ଘଡେଇଙ୍କ ପ୍ରସବ

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ; ୩ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବୋଲେରୋରେ ଡ୍ରାଇଭରକୁ ମିଶାଇ ମୋଟ ୭ ଜଣ ସଦସ୍ୟ ଥିଲେ । ଏଯାବତ୍

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ଯୌତୁକ ଜୁଇରେ ଆଉ ଜଣେ ବଧୂ । ଯୌତୁକ ପାଇଁ ଶାଶୁ ଘର ଲୋକେ ଜଣେ ବୋହୂକୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ମୃତ ମହିଳାଙ୍କ ନାଁ ଝିଲି ସେଠୀ । ଅଭିଯୋଗ ଅନୁସାରେ, ସାମନ୍ତରାପୁରର ଚନ୍ଦନ ସେଠୀଙ୍କୁ ଝିଲି ଗତ ୩ ବର୍ଷ ତଳେ

ଶେଷରେ ଲମ୍ବା ଛୁଟି ନେବାକୁ ବାଧ୍ୟ ହେଲେ ଵି.ଏମ.ସି କମିଶନର : ଟିକେଟ ଦେବାକୁ ସୁପାରିଶ ମହଙ୍ଗା ପଡ଼ିଲା…!

ଭୁବନେଶ୍ୱର: ୨୬-୨ ବିଜେଡ଼ି ଦଳୀୟ ଟିକେଟ ପାଇଁ ଭୁବନେଶ୍ୱର ସ୍ଥିତ କର୍ପୋରେସନ ଅଫିସ କମିଶନର ଙ୍କ ଅଫିସରେ ଲବି ପାଇଁ ଭିଡ଼ ବାବୁଙ୍କ ପାଇଁକୁ ଆଡ଼େ ମହଙ୍ଗା ପଡ଼ିଲା ବୋଲି ଚର୍ଚ୍ଚା ହେଉଛି। ଗତ ଏନ.ଏ.ସି ନିର୍ବାଚନ ସମୟରେ ଉକ୍ତ ଅଧିକାରୀଙ୍କ ସୁପାରିଶ ରେ ଗଞ୍ଜାମ ଜିଲ୍ଲାର କିଛି ଚାଉଳ