Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ!-->…
ଇଂରାଜୀ ପରୀକ୍ଷା ପୂର୍ବରୁ ଜୀବନ ହାରିଲେ ମାଟ୍ରିକ୍ ପରୀକ୍ଷାର୍ଥୀ
ଧାମନଗର: ଆଜି ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ ଛାତ୍ର ହେଲେ ଅଭିଷେକ ପଣ୍ଡା। ସେ ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧୀନ ଜାହାଙ୍ଗୀର ଶାସନ ଗାଁରେ ନିଜ ମାଉସୀଙ୍କ ଘରେ ରହି ପଢୁଥିଲେ। ମାଉସୀଙ୍କ ଶାଢ଼ୀରେ ଫାଶୀ ଦେଇ!-->…
‘ସ୍ଵୟମ’ ଯୋଜନା ଆବେଦନ ଆରମ୍ଭ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା ‘ସ୍ଵୟମ’ ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।!-->…
ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ
ଭୁବନେଶ୍ବର: ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ। ରାଜ୍ୟରେ ସ୍ଥାପନ ହେବ ପ୍ରଥମ ଟାଇଟାନିୟମ ଓ ଏରୋସ୍ପେସ ଯନ୍ତ୍ରାଂଶ ଉତ୍ପାଦନ କେନ୍ଦ୍ର । ଏଥିପାଇଁ ଆଜି ରାଜ୍ୟ ସରକାରଙ୍କ ସହ ଏମଓୟୁ ସ୍ବାକ୍ଷର କରିଛି କଲ୍ୟାଣୀ ଷ୍ଟିଲ୍ସ। ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହେଉଥିବା!-->…
ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ମାଓତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡଭି ନନ୍ଦା ।
ଉଭୟ!-->!-->!-->…
କପି କରି ଧରାପଡ଼ିବାରୁ ଛାତ୍ରଙ୍କ ଆତ୍ମହତ୍ୟା
ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୋଲି ସୂର୍ଯ୍ୟନଗରରେ ରହୁଥିବା ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଦେବାଶିଷ ସେଠୀ(୧୭) ବୋଲି ପୁଲିସ କହିଛି। ବୈଦ୍ୟନାଥପୁର ଥାନା ପୁଲିସ କେସ୍ ନମ୍ବର ୧୦୦/୨୪ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରୀକ୍ଷାରେ କପି କରି!-->…
ବିଜେଡ଼ିର ମିଶ୍ରଣ ପର୍ବ : ସାମିଲ୍ ହେଲେ ୧୦୦ ରୁ ଉର୍ଦ୍ଧ୍ଵ ମହିଳା
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଅଜୟ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ କୋଟଗଡ଼ ବ୍ଲକ୍ ସାଂସଦ ପ୍ରତିନିଧି ମନୋଜ!-->…
ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ; ବାପା ପୁଅ ମୃତ, ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ଦୁଇଟି ଜୀବନ । ମୃତକଙ୍କ ଘର ଘଟଗାଁ ଥାନା ଅଧୀନ ବାରିଗାଁରେ ବୋଲି ଜଣାପଡିଛି । ତେବେ ଉଭୟ ସମ୍ପର୍କରେ ବାପା ପୁଅ ହେବେ ବୋଲି!-->…
ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ..
ମାଲକାନଗିରି :ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବରତା ସାମନାକୁ ଆସିଛି। ଜିଲ୍ଲାର ମାଓ ପ୍ରଭାବିତ ପାମେଡ ଅଞ୍ଚଳରେ ପୁଣି ମାଓବାଦୀ ମାନେ ଦୁଇ ଜଣ ଗ୍ରାମବାସୀଙ୍କୁ ଟେକି ନେଇ ହତ୍ୟା କରିବା ସହ ଶବ ନିକଟରେ କିଛି ମାଓ ପୋଷ୍ଟର!-->!-->!-->…
ଚନ୍ଦ୍ରମା ଆପାର୍ଟମେଣ୍ଟର ଗୁଳିକାଣ୍ଡ ଘଟଣା, ବିଧାୟକ ରମେଶ ଜେନା କୋର୍ଟରେ ହାଜର…
ଭୁବନେଶ୍ବର : ଭୁବନେଶ୍ବର ବହୁ ଚର୍ଚ୍ଚିତ ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣାରେ ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ । ସ୍ବତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ବିଧାୟକ ରମେଶ ଜେନା । ଗୁଳିକାଣ୍ଡ ଘଟଣାକୁ ନେଇ କୋର୍ଟରେ ଚାଲିଛି ସାକ୍ଷୀ ଗ୍ରହଣ ପ୍ରକ୍ରିୟା ।!-->…