Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା
କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟକୁ ତର୍ଜମା!-->…
ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର
ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି।!-->…
ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପଶ୍ଚିମ ଓଡ଼ିଶାର!-->…
ପୁଣି ଇଡିରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ସ୍ଵାମୀ ଜଗବନ୍ଧୁ ଚାନ୍ଦ
ଭୁବନେଶ୍ବର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ୍ରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ । ପ୍ରାୟ ଏକ ଘଣ୍ଟା ଧରି ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଜେରା କରିଛି ଇଡି । ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଚ୍ଚନା ।
ସେ କହିଛନ୍ତି,!-->!-->!-->…
ଭାରସାମ୍ୟ ହରାଇ ଓଲଟିଲା ବସ୍; ପ୍ରିନ୍ସପାଲ୍ଙ୍କ ପତ୍ନୀଙ୍କ ମୃତ୍ୟୁ, ୮ ଆହତ
ବୈପାରିଗୁଡ଼ା: ଘରୋଇ ସ୍କୁଲର ପିଅନ୍ଙ୍କ ଶେଷ ଦର୍ଶନ ପାଇଁ ଯାଉଥିବା ବେଳେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ସ୍କୁଲର ପ୍ରିନ୍ସପାଲ୍ଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇଛି। ସ୍କୁଲର ଅନ୍ୟ ୮ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି!-->…
ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରଶ୍ନ ଆସିକା ବାସୀ ପଟ୍ଟା ପାଇବେ କେବେ..?
ମଦ ଓ ବାଲି ପଛରେ ଜିଲ୍ଲା ପ୍ରଶାସନ..! ସାଧାରଣ ଲୋକଙ୍କ ସମସ୍ୟା ବୁଝିବ କିଏ ?
ଵ୍ରହ୍ମପୁର: ୨୧-୨ ଆସିକା ସହର ଓଡ଼ିଶାର ଏକ ପ୍ରମୁଖ ସହର ଏହା ଏକ ବିଧାନସଭା କ୍ଷେତ୍ର ଓ ସାଂସଦ କ୍ଷେତ୍ର। ସ୍ୱାଧୀନତା ର ୭୬ ବର୍ଷ ପରେ ବି ଆସିକା ବାସୀ ଙ୍କ ନିକଟରେ ପଟ୍ଟା ନାହିଁ। ରାଜ୍ୟରେ ଚାଲିଛି!-->!-->!-->…
ଗୁଣି ଗାରେଡ଼ି ସନ୍ଦେହରେ ବ୍ୟକ୍ତିଙ୍କୁ ପୋଡ଼ି ଦେଇଥିଲେ, ଏବେ ୧୧ ଜଣଙ୍କୁ ଗିରଫ କରିଛି ପୋଲିସ
ବ୍ରହ୍ମପୁର : ଅନ୍ଧବିଶ୍ୱାସରେ ସମ୍ପୂର୍ଣ୍ଣ ଅନ୍ଧ ହୋଇଗଲାଣି ଏ ମଣିଷ । ଭୁଲିଯାଇଛି ମାନବିକତା । ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା ବ୍ରହ୍ମପୁରର ହଳଦୀବାଡ଼ ଗାଁରେ । ତେବେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତି ପିଟି ପିଟି ହତ୍ୟା କରିବା ପରେ ପୋଡ଼ିଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ!-->…
ପୁରୀରୁ କୋଣାର୍କ ଗଡିବ ଟ୍ରେନ୍, ଘୋଷଣା କଲେ ରେଳମନ୍ତ୍ରୀ
ଭୁବନେଶ୍ବର: ପୁରୀରୁ କୋଣାର୍କ ନୂଆ ରେଳ ଲାଇନ ନେଇ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୩୨ କିମିର ନୂଆ ରେଳପଥ ପାଇଁ ୪୯୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ସୂଚନା ଦେଲେ ରେଳମନ୍ତ୍ରୀ । ଏହାସହ ସ୍ୱତନ୍ତ୍ର ଭାବେ ଭିଷ୍ଟାଡୋମ ଟ୍ରେନ୍ ଚାଲିବାର ବ୍ୟବସ୍ଥା ହେବ । ଭିଷ୍ଟାଡୋମ୍!-->…
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।
ସୂଚନା ମୁତାବକ,!-->!-->!-->…
ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ୱର : ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ। ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି!-->…