Browsing Category

ଓଡିଶା

‘‘ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ’’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର

ଚାକିରି ଦେବା ନାଁରେ ଠକେଇ, ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର : ଚାକିରି ଦେବା ନାଁରେ ଠକେଇ, ୩ ଗିରଫ । ବିଶାଖାପାଟଣାରୁ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ବ୍ରହ୍ମପୁର ଗୋଷାଣୀନୂଆଗାଁ ପୋଲିସ । ଅଭିଯୁକ୍ତଙ୍କୁ ଠାରୁ ୯୨ଟି ପାସପୋର୍ଟ, ୨୦ଟି ଟୁରିଷ୍ଟ ଭିସା ଜବତ ହୋଇଛି । କେନିଆରେ ଚାକିରି କରାଇଦେବାକୁ କହି ଖଲ୍ଲିକୋଟ ସହ ବିଭିନ୍ନ

ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି । ନବୀନ ସରକାରରେ ରାଜ୍ୟର

ଘର ଭିତରୁ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର

ବ୍ରହ୍ମପୁର: ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦୁଇ ଜଣ ହେଲେ ଡାଲି ନିଲାବେଣି (୩୫) ଓ ତାଙ୍କ ୯ ବର୍ଷର ପୁଅ। ବିଲମ୍ବିତ ରାତିରେ ଘଟଣା ଘଟିଥିବା ବେଳେ ପୁଲିସ ଆଜି ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି। ସୂଚନା ଅନୁଯାୟୀ, ଡାଲି

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ବାର ଯଥାଶୀଘ୍ର ଖୋଲିବାକୁ ଦାବି କଲା ଆପ୍ ୟୁଥ୍ ଟିମ୍

ପୁରୀ: ପୂର୍ବ ପରି ଶ୍ରୀମନ୍ଦିର ୪ ଦ୍ଵାର ଦେଇ ଭକ୍ତଙ୍କୁ ଦର୍ଶନ ସୁଯୋଗ ଦେବାକୁ ଦାବି କରିଛି ଆପ୍ ୟୁଥ୍ ଟିମ୍ । ଯାହାକୁ ନେଇ ଆଜି ଆପ୍ ତରଫରୁ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ କୈଳାଶ ଚନ୍ଦ୍ର ନାୟକ ଏବଂ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଭକ୍ତ ଏବଂ ପୁରୀ ବାସୀଙ୍କ

ବଜାରରେ ସେନା ୟୁନିଫର୍ମର ବେଆଇନ ବିକ୍ରି, ପୋଲିସ ଓ ସେନାର ମିଳିତ ଚଢ଼ାଉ

ବ୍ରହ୍ମପୁର: ଖୋଲା ବଜାରରେ ମିଳୁଛି ଭାରତୀୟ ସେନାର ୟୁନିଫର୍ମ କପଡା । ଏପରି ଏକ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁରରେ । ଖବରପାଇବା ପରେ ବ୍ରହ୍ମପୁର ଟାଉନ ଥାନା ପୁଲିସ ଓ ମିଲିଟାରୀ ଗୁଇନ୍ଦା ସଂସ୍ଥା ଏହି ଦୋକାନ ଉପରେ ମିଳିତ ଚଢାଉ କରିଛି । ଚଢାଉ ବେଳେ ୪୮୮ ମିଟର କପଡ଼ା ଜବତ କରିଛନ୍ତି,

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତ

ବରଗଡ: ବହୁ ଦିନର ଅପେକ୍ଷା ପରେ ପୁରଣ ହେବାକୁ ଯାଉଛି ବରଗଡବାସୀଙ୍କ ସ୍ଵପ୍ନ । ଆସନ୍ତାକାଲି ବରଗଡ ଗସ୍ତରେ ଯାଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମିତ କର୍କଟ ରୋଗ ଚିକିତ୍ସା କେନ୍ଦ୍ର ଓ

ସୁବର୍ଣ୍ଣପୁରରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା । ଏହାକୁ ଆଜି ଭିସି ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଜିଲ୍ଲାର ସମସ୍ତ ୧୦୯ ଟି ପଚାଂୟତରୁ ୬ ଟି ବ୍ଲକ ସଦର ମହକୁମା କୁ ସାଧାରଣ ଲୋକଙ୍କୁ ଗମନା