Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିତର କାଠ ନିକଟରେ ବାନ୍ତି କଲେ ଜନୈକ ଭକ୍ତ; ମହାପ୍ରଭୁଙ୍କ ମହାସ୍ନାନ ପାଇଁ ସାଧାରଣ ଦର୍ଶନ ପ୍ରଭାବିତ
ପୁରୀ: ଶ୍ରୀମନ୍ଦିର ଭିତର କାଠ ନିକଟରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରିଦେବାରୁ ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏହି ଅଘଟଣ ପରେ ସାଧାରଣ ଦର୍ଶନ ବନ୍ଦ କରାଯାଇଛି। ଫଳରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିରେ ସାମାନ୍ୟ ବିଳମ୍ବ ଦେଖାଯାଇଛି। ସାଧାରଣ ଦର୍ଶନ ମଧ୍ୟ କିଛି ସମୟ!-->…
ଆଇଟିଆଇ ଛାତରୁ ପଡ଼ି ଛାତ୍ରଙ୍କ ମୃତ୍ୟୁ
ରାଉରକେଲା: ଝିରପାଣି ଥାନା ଅନ୍ତର୍ଗତ ଜଗଦାସ୍ଥ ଏକ ଘରୋଇ ଆଇଟିଆଇ ଛାତରୁ ପଡ଼ି ଜଣେ ଛାତ୍ର ମୃତ୍ୟୁ ହୋଇଛି। ମୃତକ ହେଲେ ଝାରଖଣ୍ଡ ବାଉଁଶଜୋରର ଅତୁଲିୟାନ ଜୋଜୋ (୨୨। ସେ ଆଇ ଟି ଆଇ ଫିଟର ଟ୍ରେଡ଼ର ପ୍ରଥମ ବର୍ଷର ଛାତ୍ର। ଅନ୍ୟ ଛାତ୍ରଙ୍କ କହିବାନୁଯାୟୀ ଅତୁଲିୟାନ୍ ଆଇଟିଆଇ ଉପରେ ଥିବା!-->…
ଗାଁକୁ ରାସ୍ତା ନାହିଁ, ଯନ୍ତ୍ରଣାରେ ଛଟପଟ ହୋଇ ଚାଲିଗଲା ଗର୍ଭବତୀଙ୍କ ଜୀବନ
କନ୍ଧମାଳ : ବିପର୍ଯ୍ୟସ୍ତ ରାସ୍ତାର ସାଂଘାତିକ ପରିଣାମ ସାମ୍ନାକୁ ଆସିଛି। ଗାଁକୁ ଭଲ ରାସ୍ତା ନଥିବାରୁ ଯନ୍ତ୍ରଣାରେ ଛଟପଟ ହୋଇ ଚାଲି ଯାଇଛି ଜଣେ ଗର୍ଭବତୀଙ୍କ ଜୀବନ। ମହିଳା ଜଣଙ୍କ ଗର୍ଭ ଯନ୍ତ୍ରଣା ଅନୁଭବ କରୁଥିଲେ ହେଁ ତାଙ୍କୁ ଠିକଣା ସମୟରେ ହସ୍ପିଟାଲ ନିଆ ଯାଇ ପାରି ନଥିଲା। ଶେଷରେ ଅଧା!-->…
ସ୍କୁଲରେ ଝାଡ଼ା ବାନ୍ତି, ୨୨ ଜଣ ଛାତ୍ରୀ ଆକ୍ରାନ୍ତ
କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ସାଲୋହୀ ଆଶ୍ରମ ବିଦ୍ୟାଳୟରେ ଝାଡ଼ା ବାନ୍ତିର ଆତଙ୍କ। ୪ ଦିନ ହେବ ଝାଡ଼ା,ବାନ୍ତିରେ ୨୨ ଜଣ ଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ମାନଙ୍କୁ କେଶାଇବାହାଲ ପ୍ରାଥମିକ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ଅନ୍ୟପଟେ!-->…
ରାଜ୍ୟ ବାହାରେ ନାବାଳିକାଙ୍କୁ ବନ୍ଧକ ଘଟଣା: ବନ୍ଧା ହେଲେ ଦାଦନ ସର୍ଦ୍ଦାର
ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା ସୁଲେକେଲା ଗାଁର ଜଣେ ନାବାଳିକାଙ୍କୁ ତେଲଙ୍ଗାନାରେ ବନ୍ଧକ ରଖିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ଏହି ଘଟଣାର ଅଭିଯୁକ୍ତ ଦାଦନ ସର୍ଦ୍ଦାରଙ୍କୁ ବେଲପଡ଼ା ପୁଲିସ ଆଜି ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ତୁରକେଲା ଥାନା!-->…
ଜେଲରୁ ବିଚାରାଧୀନ କଏଦୀ ଫେରାର
ଯାଜପୁର : ଯାଜପୁର ରୋଡ଼ ଉପ-କାରାଗାରରୁ ଜଣେ ବିଚାରାଧୀନ କଏଦୀ ଫେରାର। ମେଡ଼ିକାଲକୁ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ନିଆଯାଉଥିବା ବେଳେ କଏଦୀ ଜଣକ ଅଧା ରାସ୍ତାରୁ ଫେରାର ହୋଇଥିବା ନେଇ କୋରାଇ ଥାନାରେ ଅଭିଯୋଗ ହୋଇଛି। ଫେରାର କଏଦୀଙ୍କ ହେଲେ ରାଣା ପ୍ରତାପ ସିଂ, ତାଙ୍କ ଘର ପାଣିକୋଇଲି ଥାନା!-->…
ଖୋଲିବ ୧୮ଟି ଡିଗ୍ରୀ କଲେଜ, ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କ ନିଯୁକ୍ତି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆହୁରି ୧୮ଟି ସରକାରୀ ଡିଗ୍ରୀ କଲେଜ ପ୍ରତିଷ୍ଠା ହେବ। ଚଳିତ ଶିକ୍ଷାବର୍ଷଠାରୁ ଏହି ଡିଗ୍ରୀ କଲେଜଗୁଡ଼ିକ କାର୍ଯ୍ୟକ୍ଷମ ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକ!-->…
ବଢ଼ିଲା ମାଟ୍ରନ୍ଙ୍କ ପାରିଶ୍ରମିକ
ଭୁବନେଶ୍ବର: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପାଇବେ। ସେହିପରି ଅବସର ସମୟରେ ୧ ଲକ୍ଷ ଟଙ୍କାର!-->…
ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ ଓ କୃଷକସାଥୀଙ୍କ ସହାୟତା ରାଶି ବଢ଼ିଲା
ସାଧାରଣ ନିର୍ବାଚନ ପୂର୍ବରୁ କ୍ଷମତାସୀନ ବିଜେଡି ସରକାର ସବୁ ବର୍ଗକୁ ଖୁସି କରିବାକୁ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି । ଆଜି କୃଷକସାଥୀ, ମଧ୍ୟାହ୍ନଭୋଜନରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଗତ କିଛିଦିନ ଧରି ରାଜ୍ୟ ସରକାର ସବୁବର୍ଗକୁ ତୁଷ୍ଟୀକରଣ!-->…
ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ
କଳାହାଣ୍ଡି : ଦୁଇ ନାବାଳକଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଗଲା ଦୁଇ ଜଣଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ଆସମାନ ନାଏକ ଓ ସାନ୍ତନୁ ନାଏକ। ଦୁଇଜଣ ପୋଖରୀରେ ଗାଧୋଉଥିବାବେଳେ ବୁଡିଯାଇଥିଲେ। ଅଗ୍ନିଶମବାହିନୀ ପହଂଚି ମୃତଦେହ!-->…