Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ
ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ ଦଳ ପ୍ରତି ସମାନ!-->…
ରୋଷେଇ କରିବା ହେଲା କାଳ, ଚୂଲି ନିଆଁରେ ଜୀବନ୍ତ ଦଗ୍ଧ ହେଲେ ମହିଳା
ଜଳେଶ୍ୱର : ରୋଷେଇ କରୁଥିବା ବେଳେ ଚୂଲିରୁ ନିଆଁ ଲାଗି ଘର ସମେତ ମହିଳା ଜୀବନ୍ତ ଦଗ୍ଧ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ କୁଦମାନସିଂ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ସୂଚନା ଅନୁଯାୟୀ, ଆଠବାଟିଆ ଗ୍ରାମର ଜୟନ୍ତୀ ବାରିକ କୁଦମାନସିଂ ଗ୍ରାମରେ ନିଜର ଚାଷଜମି!-->!-->!-->…
ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ
ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି ସାଂସଦଙ୍କୁ। ବେଗୁନିଆ- ବୋଲଗଡ଼ରେ!-->…
ସ୍ୱାମୀକୁ ମଦ ପିଆଇ ମାଡ଼ ମାରି, ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ
ବ୍ରହ୍ମଗିରି : ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ବ୍ରହ୍ମଗିରି ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ପୋଲିସ ଏକ ମାମଲା ରୁଜୁ!-->…
ଦୋକାନ ଘର ଉଚ୍ଛେଦ ବେଳେ ପୋଲିସ-ପ୍ରଶାସନଙ୍କ ଉପସ୍ଥିତିରେ ବିଷ ପିଇଲେ ମହିଳା
ଖୋର୍ଦ୍ଧା : ଦୋକାନ ଘର ଉଚ୍ଛେଦ ହେବାରୁ ବିଷ ପିଇଦେଲେ ମହିଳା । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ କୋଚିଆଖାଲ ଗାଁରେ ଅଘଟଣ ଘଟିଛି। ଗାଁର କୃଷ୍ଣଚନ୍ଦ୍ର ପାଟଶାଣୀଙ୍କ ସ୍ତ୍ର ସରକାରୀ ଜାଗାରେ ଏକ ଦୋକାନ ଘର କରିଥିଲେ । ଆଜି ବେଗୁନିଆ ତହସିଲଦାର ଉଚ୍ଛେଦ କରିବାକୁ ଯାଇଥିଲା । ଏହାକୁ ବିରୋଧ!-->…
ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ଵର: ସରକାରଙ୍କ ପ୍ରତିଶ୍ରୁତି ପରେ ସ୍ଥଗିତ ରହିଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ । ଦୀର୍ଘ ୩୧ ଦିନ ପରେ ଆନ୍ଦୋଳନକୁ ସ୍ଥଗିତ ରଖିଲେ ପ୍ରାଣୀ ଚିକିତ୍ସକ । ଏନେଇ ସୂଚନା ଦେଇଛି ରାଜ୍ୟ ପ୍ରାଣୀ ଚିକିତ୍ସକ ସଂଘ ।
ସଂଘ କହିଛି ଯେ, ଓଡ଼ିଶାର ପ୍ରାଣୀ ଚିକିତ୍ସକ ସଂଘର ଦାବି!-->!-->!-->…
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି। ରାଜ୍ୟର ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲର ରୂପାନ୍ତରିତ!-->…
ଆସନ୍ତା ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା, ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର : ଆସନ୍ତା ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସୁଧାର ପାଇଁ ବୋର୍ଡ ପକ୍ଷରୁ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ ଲଗାଯାଇଛି। ଅତି!-->…
ଓଡ଼ିଶାରେ ଇସିଆଇଙ୍କ ସମୀକ୍ଷା ଜାରି; ନିର୍ବାଚନ ବେଳେ କଳା ଟଙ୍କା ଏବଂ ମଦ ରୋକିବାକୁ ଗୁରୁତ୍ବ
ଭୁବନେଶ୍ୱର: ଆଉ ହାତରେ ମାତ୍ର ଦିନ କେଇଟା। ପାଖେଇ ଆସୁଥିବା ନିର୍ବାଚନ ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ନିର୍ବାଚନ କମିଶନର। ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା!-->…
ଆମ ହସ୍ପିଟାଲ ଯୋଜନାରେ ରୂପାନ୍ତରଣ : ଉପଖଣ୍ଡ ଚିକିତ୍ସାଳୟର ଲୋକାର୍ପଣ
ହିଞ୍ଜିଳିକାଟୁ : ରାଜ୍ୟର ୧୫ଟି ଜିଲ୍ଲାର ସରକାରୀ ହସ୍ପିଟାଲକୁ ଆମ ହସ୍ପିଟାଲ ଯୋଜନାରେ ରୂପାନ୍ତରଣ କରାଯାଇଛି । ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ସ୍ୱାସ୍ଥ୍ୟ ଭିତ୍ତିଭୂମିର ପୁନଃନିର୍ମାଣକୁ ଅଗ୍ରାଧିକାର ଦେଇ ମାନ୍ୟବର ମୁଖ୍ରମନ୍ତ୍ରୀ ୫ଟି ଉପକ୍ରମରେ ଏହାକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ!-->…