Browsing Category

ଓଡିଶା

ରାଜନଗରରେ ବାଲି ମାଫିଆଙ୍କ ଦୌରାତ୍ମ୍ୟ, ପୋଲିସ ଉପସ୍ଥିତିରେ ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ରାଜନଗର: ବାଲି ମାଫିଆ – ପ୍ରଶାସନ ମୁହାଁମୁହିଁ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବାଲି ମାଫିଆ – ପ୍ରଶାସନ ମୁହାଁମୁହିଁ । ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଅଟକାଇ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଛନ୍ତି ବାଲି ମାଫିଆ । ଆଜି ରାଜନଗର ଅତିରିକ୍ତ ତହସିଲଦାର…

ହଷ୍ଟେଲରୁ +୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ହଷ୍ଟେଲରୁ +୨ ଛାତ୍ରଙ୍କ ମୃତଦେହ ଉଦ୍ଧାର| ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର। ଶୁକ୍ରବାର ଏହି ଅଘଟଣ ଘଟିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଘରୋଇ ଜ୍ଞାନଭାରତୀ କଲେଜର ଛାତ୍ର ହଷ୍ଟେଲରେ ଜୀବନ ହାରିଛନ୍ତି। ମୃତକ ଯୁକ୍ତ ୨ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ର। ତାଙ୍କ…

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି, ମୁତୟନ ହେବେ ୭୨ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ କଡ଼ା ସୁରକ୍ଷା । ଜଗିବେ ୭୨ ପ୍ଲାଟୁନ୍ ଫୋର୍ସ, ଡ୍ରୋନ୍ ଓ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ଆସନ୍ତା ୨୯ ଜୁନ୍ ରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ସମୟରେ ପୁରୀରେ ଲକ୍ଷ ଲକ୍ଷ…

ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ମକଡ୍ରିଲ

ପୁରୀ: ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ମକ ଡ୍ରିଲ । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି ସୁରକ୍ଷିତ ଭାବେ ଆଗାମୀ ରଥଯାତ୍ରା ଓ ସ୍ନାନଯାତ୍ରା ଶେଷ କରିବାକୁ ହୋଇଛି ମକ ଡ୍ରିଲ । ପୁରୀ ଟାଉନ ଥାନା ପରିସରରେ ଇଣ୍ଟିଗ୍ରେଟେଡ କମାଣ୍ଡ ଓ କଣ୍ଟ୍ରୋଲ କେନ୍ଦ୍ରରେ ମକ…

ସ୍କୁଟି-ପଲସର ମୁହାମୁହିଁ ଧକ୍କା, ଦୁଇ ଯୁବକ ମୃତ

ବ୍ରହ୍ମପୁର: ଦୁର୍ଘଟଣା ନେଲା ଦୁଇ ଯୁବକଙ୍କ ଜୀବନ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଟି – ପଲସର ମୁହାମୁହିଁ ଧକ୍କା । ଦୁଇ ଯୁବକ ମୃତ, ଜଣେ ଗୁରୁତର ହୋଇ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି । ଘଟଣାସ୍ଥଳରେ ଦିଗପହଣ୍ଡି ଥାନା…

ମହାପ୍ରଭୁ ଜଗନ୍ନାଥ ଆନିମେସନ ଚଳଚ୍ଚିତ୍ରକୁ ନେଇ ଆପତ୍ତି ଉଠାଇଲେ ଗଜପତି

ଭୁବନେଶ୍ବର: ମହାପ୍ରଭୁ ଜଗନ୍ନାଥ ଆନିମେସନ ଫିଲ୍ମକୁ ନେଇ ଆପତ୍ତି ଉଠାଇଲେ ଗଜପତି ମହାରାଜା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ତିଆରି ହେଉଥିବା ଏକ ଆନିମେସନ ଚଳଚ୍ଚିତ୍ରକୁ ନେଇ ବିବାଦ ଦେଖାଦେଇଛି । ଭୁବନେଶ୍ୱରର ‘ଏଲି ଆନିମେସନ୍ସ ପ୍ରାଇଭେଟ୍ ଲିମିଟେଡ୍’ ଦ୍ୱାରା ନିର୍ମିତ ଏବଂ…

ଷ୍ଟ୍ରିଟ୍ ଲାଇଟ୍ ପୋଲ୍ ଚୋରି ମାମଲା: ଅଭିଯୁକ୍ତଙ୍କ ଗୋଦାମ ଭାଙ୍ଗିଲା ପୋଲିସ ଓ ପ୍ରଶାସନ

ଭୁବନେଶ୍ବର: ସ୍ମାର୍ଟ ସିଟି ରାଜଧାନୀରେ ଷ୍ଟ୍ରିଟ୍ ଲାଇଟ୍ ପୋଲ ଚୋରି ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଆଜି ଅଭିଯୁକ୍ତମାନଙ୍କ ଗୋଦାମ ଘରକୁ ଭାଙ୍ଗିଛି ପୋଲିସ ଓ ପ୍ରଶାସନ । ବେଆଇନ୍ ଭାବେ ଗଢ଼ିଉଠିଥିବା ଗୋଦାମ ଘରକୁ ବୁଲଡୋଜର ଲଗାଇ ଭଙ୍ଗାଯାଇଛି । ଏଥିସହ ଫେରାର ଅଭିଯୁକ୍ତ ସେକ୍…

ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ବଡ଼ ଦୁର୍ନୀତି ଅଭିଯୋଗ, ଯାଞ୍ଚ ଜାରି ରଖିଛି ଭିଜିଲାନ୍ସ

ଯାଜପୁର : ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ବଡ଼ ଦୁର୍ନୀତି ଅଭିଯୋଗ ଘଟଣା ରେ ଯାଜପୁର ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି । ଆଜି ଦ୍ଵିତୀୟ ଦିନରେ ଯାଜପୁର ଜିଲ୍ଲାର ୮ ଟି ବ୍ଲକ ଅଞ୍ଚଳରେ ଭିଜିଲାନ୍ସ ବିଭାଗର ଯାଞ୍ଚ ସହ ଚଢ଼ାଉ ଜାରି ରହିଛି । ଜିଲ୍ଲାରେ ମୋଟ ୮ଟି ସ୍ୱତନ୍ତ୍ର ଟିମ ଗଠନ କରାଯାଇ…

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର : ଶେଷ ହେଲା ସବୁ କଳ୍ପନାଜଳ୍ପନା। ବିଜେଡିରେ ମିଶିଲେ ସୁଜାତା ଆର୍ କାର୍ତ୍ତିକେୟନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଭି କେ ପାଣ୍ଡିଆନ୍ ଙ୍କ ପତ୍ନୀ ସୁଜାତା ବିଜୁ ଜନତା ଦଳରେ ଯୋଗ ଦେଲେ। ଶଙ୍ଖ ଭବନରେ ବିଜୁ ଜନତା ଦଳର ବଡ ବୈଠକ ଅନୁଷ୍ଠିତ…

ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶରେ ଟୋଲ ଫି ଛାଡ, ପରିବହନ କମିଶନର ବଡ଼ ନିଷ୍ପତ୍ତି

ପୁରୀ : ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶ ଦିନ ସମସ୍ତ ଗାଡ଼ି ପାଇଁ ଟୋଲ ଫି ଛାଡ କରାଯିବ । ଟୋଲ ଗେଏହି ଦିନମାନଙ୍କ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ପାଖାପାଖି ହଜାରେ ବସ ଚଳାଚଳ ପାଇଁ ବ୍ୟବସ୍ଥା କରଯାଇଛି । ବସ ଷ୍ଟାଣ୍ଡମାନଙ୍କରେ ଯାତ୍ରୀଙ୍କ ପାଇଁ ମାଗଣା ଖାଇବା ବ୍ୟବସ୍ଥା ସହ ବସ୍…