Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଜି ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ବଡି ଭୋରୁ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ।!-->…
ନୟାଗଡ଼ ଜିଲ୍ଲାରେ ଜାଲ ଭୋଟର ତାଲିକା ନେଇ ବଢୁଛି ବିବାଦ…
ନୟାଗଡ : ନୟାଗଡ଼ ଜିଲ୍ଲାରେ ଜାଲ ଭୋଟର ସଂକ୍ରାନ୍ତରେ ଖବର ପ୍ରକାଶନ ପରେ ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇ ଉଠିଛି । ବିଜେପି ନେତ୍ରୀ ପ୍ରତ୍ୟୁଷା ରଜେଶ୍ଵରୀ ସିଂହ ଜିଲ୍ଲାପାଳଙ୍କୁ ସାକ୍ଷାତ୍ କରି ତଦନ୍ତ ଦାବି କରିଛନ୍ତି । ନୟାଗଡ଼ ଜିଲ୍ଲାରେ ତିନି ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି!-->!-->!-->…
କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ପିତାଙ୍କ ଦେହାନ୍ତ
କଟକ : ବିଶିଷ୍ଟ ଶିକ୍ଷାବିତ୍ ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ କିଡନୀ!-->…
୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ମିଳିବ ମାସିକ ୫ହଜାର ଓ ହେଲପରଙ୍କୁ ୩ହଜାର ଟଙ୍କାର ସ୍ୱତନ୍ତ୍ର ଭତ୍ତା
ଭୁବନେଶ୍ବର : ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ । ସେମାନଙ୍କୁ ନିଜ ଦରମା ସହ ଏହି!-->…
‘ଆମ ବସ୍ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍ ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ,!-->…
ତପ୍ତପାଣି ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ; ୬ ଯାତ୍ରୀ ଆହତ, ୨ ଗୁରୁତର
ବ୍ରହ୍ମପୁର: ତପ୍ତପାଣି ଘାଟିର ପାଳଖୋଳାରେ ଗୁରୁବାର ସନ୍ଧ୍ୟାରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀବାହୀ ବସ୍ ଓଲଟିବାରୁ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି। ୨ ଜଣ ଗୁରୁତର ଥିବା ଜଣାପଡ଼ିଛି। ଆହତ ଯାତ୍ରୀମାନଙ୍କର ପରିଚୟ ମିଳିପାରି ନାହିଁ।ସୂଚନା ଅନୁସାରେ ଛତିଶଗଡ଼ ନମ୍ବର!-->…
୭୫୦ ଶଯ୍ୟା ବିଶିଷ୍ଟ ବାଗ୍ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ଲୋକାର୍ପିତ
ଭୁବନେଶ୍ବର: ଆମେ ସମସ୍ତେ ସ୍ବାସ୍ଥ୍ୟ ପ୍ରତି ସଚେତନତା ହେବା ଜରୁରୀ। ଆମ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ କରିବା ଜରୁରୀ। ବହୁ ପ୍ରତୀକ୍ଷିତ ବାଗ୍ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏହା କହିଛନ୍ତି।!-->…
୫ଟି ବେଆଇନ୍ ଦେଶୀ ବନ୍ଧୁକ ଜବତ, ୫ ଅଭିଯୁକ୍ତ ଗିରଫ
ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ପୁଲିସ ଚଢ଼ାଉ କରି ୫ଟି ବନ୍ଧୁକ ଜବତ କରିଛି। ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରାଯାଇଥିବା ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ଥାନୀୟ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।ପୁଲିସ ସୂଚନା!-->…
ଭୋଜିରୁ ଫେରିବା ବେଳେ ଦୁର୍ଘଟଣା: ଗଛରେ ପିଟି ହେବାରୁ ୨ଜଣଙ୍କ ମୃତ୍ୟୁ
ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ତରା-ବାର୍ହାଟିପୁରା ରାସ୍ତାର ନାକଝରିଠାରେ ଏକ ଟାଟାଏସି ଗାଡ଼ି ବରଗଛରେ ପିଟି ହେବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଝାଡ଼ଖଣ୍ଡ ଜାମୁନଗରର ସୟଦ ଖାଁ (୪୨) ଓ ନିକଟସ୍ଥ ବୀଣାଝରି ଗ୍ରାମର!-->…
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମାପନ ହେବ ଅଙ୍ଗଦାତାଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା ସହ ଅଙ୍ଗଦାନ!-->…