Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ
ଭୁବନେଶ୍ବର : ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଆଜି ସକାଳେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢ଼ାଉ କରିଥିବା ଜଣାଯାଇଛି। ସେହିପରି!-->…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆରମ୍ଭ
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦର ପ୍ରୋତ୍ସାହନ ଓ ଆର୍ଥିକ ଅନୁଦାନାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଶା ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ୨୦୨୩-୨୪ ଉଦଘାଟିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବାଣୀବିହାର!-->…
ଡିପିସି ଉପରେ ରୋକ୍ ଲଗାଇଲେ ହାଇକୋର୍ଟ
କଟକ : ଓଡ଼ିଶା ପୁଲିସର ବିଭିନ୍ନ ବାଟାଲିୟନରେ କମାଣ୍ଡାଣ୍ଟ ପଦବୀକୁ ପଦୋନ୍ନତି ପାଇଁ ହେବାକୁ ଥିବା ଡିପିସି ଉପରେ ହାଇକୋର୍ଟ ରୋକ ଲଗାଇ ଦେଇଛନ୍ତି। ଆବେଦନକାରୀ ଡେପୁଟି କମାଣ୍ଡାଣ୍ଟ ବିଭୁତି ଭୂଷଣ ମହାରଣା ଓ ଅନ୍ୟମାନଙ୍କ ପକ୍ଷରୁ ଦାଏର ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ସ୍ଥଗିତାଦେଶ!-->…
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର : ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରାଜ୍ୟସଭା ପ୍ରାର୍ଥୀ ଲାଗି ଓଡ଼ିଶାରୁ ବିଜେପି ଅଶ୍ୱିନୀଙ୍କ ନାଁ ଘୋଷଣା କରିଥିବା ବେଳେ ତାଙ୍କୁ ବିଜେଡି ସମର୍ଥନ ଜଣାଇଥିଲା ।ନାମାଙ୍କନ ଦାଖଲର ଶେଷ ଦିନରେ ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ!-->…
ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ବର : ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍। ଜୁଲାଇ- ଅଗଷ୍ଟ ମାସରେ ଏହି ଟ୍ରେନ୍ ଶୁଭାରମ୍ଭ ହେବ। ଏହାଛଡ଼ା ବହୁ ପ୍ରତିକ୍ଷୀତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ୍ ଚଳାଚଳ କରିବ। ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ପୁରୀର!-->…
କୋଟିପତି ଆର୍ଟିଓଙ୍କ ଅମାପ ସମ୍ପତ୍ତି ଓ ମାଳମାଳ ଫ୍ଲାଟ ଦେଖି ଭିଜିଲାନ୍ସ ଜଳକା
ଭୁବନେଶ୍ବର : ବୌଦ୍ଧ RT0 ବସନ୍ତ ମହାପାତ୍ରଙ୍କର ଅମାପ ସଂପତ୍ତି ଦେଖି ଭିଜିଲାନ୍ସ ଜଳକା। ଭୁବନେଶ୍ୱର ଠାରୁ ବେଙ୍ଗାଳୁରୁ, ଯେଉଁଠି ଦେଖିବ ସେଠି ଦାମୀ ଆପାର୍ଟମେଣ୍ଟରେ ରହିଛି ବସନ୍ତଙ୍କର ଫ୍ଳାଟ୍। କେବଳ ଫ୍ଲାଟ ନୁହେଁ, ତାଙ୍କ ନାଁରେ ନାମୀଦାମୀ ବ୍ୟବସାୟିକ ଆଉଟଲେଟ୍ ବି ରହିଛି। ଏଥିସହ!-->…
ବିଧାୟକ ଘରେ ପଶିବା ମହାଙ୍ଗା ପଡ଼ିଲା ସଂଯୁକ୍ତା ଙ୍କୁ, ନିଃସର୍ତ୍ତ ରେ ଖବର ପ୍ରକାଶ ପରେ ସଂଯୁକ୍ତା ଗିରଫ …?
ବ୍ରହ୍ମପୁର: ୧୪-୨ ଆଜି ପୋଲସରା ବିଧାୟକ ଙ୍କ ଘରେ ଜୋର ଜବରଦସ୍ତ ଘରେ ପଶିଥିବା ସଂଯୁକ୍ତା ଙ୍କୁ ଶେଷରେ ପୋଲିସ ଗିରଫ କରିଛି।ବିଧାୟକ ଙ୍କ ସହ ଦୀର୍ଘ ଦିନ ଧରି ସଂଯୁକ୍ତା ଙ୍କ ତିକ୍ତତା ଲାଗିରହିଛି। ପୋଲସରା ସ୍ଥିତ ବିଧାୟକଙ୍କ ଗୃହକୁ ସଂଯୁକ୍ତା ଜୋର ଜବରଦସ୍ତ ପଶିଥିବା ନେଇ ଚର୍ଚ୍ଚା ଦିନ!-->…
ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସି!-->…
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମ୍ ହସ୍ପିଟାଲର ନୂଆ କ୍ୟାମ୍ପସ
ଭୁବନେଶ୍ୱର/ ବ୍ରହ୍ମପୁର : ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଦୀର୍ଘ!-->…
ନିର୍ବାଚନ ପାଇଁ ପୋଲିସର ପ୍ରସ୍ତୁତି, ଦାଗୀଙ୍କୁ କରାଯିବ ତଡ଼ିପାର୍
ଭୁବନେଶ୍ବର: ତଡ଼ିପାର ହେବେ ପେସାଦାର ଅପରାଧୀ । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବାପାଇଁ ଭୁବନେଶ୍ବର ସହରାଞ୍ଚଳ ପୋଲିସର ପ୍ରସ୍ତୁତି ବୈଠକ। ଡିସିପି ପ୍ରତୀକ ସିଂହ ଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଛି । ପେସାଦାର ଓ ଅଭ୍ୟାସଗତ ଅପରାଧୀଙ୍କୁ ତଡ଼ିପାର!-->…