Browsing Category

ଓଡିଶା

ବୁଣାକାରଙ୍କ କଲ୍ୟାଣ ପାଇଁ ନୂଆ ଯୋଜନା, ମାସକୁ ପାଇବେ ୨୦୦୦ ଟଙ୍କା ସହାୟତା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନାରେ ମିଳିବ ସହାୟତା ରାଶି।

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ

ପୁରୀ  : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ ଚିରଟ। ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ

ବିଜେପିର କୋର କମିଟି ଗଠିତ: ସ୍ଥାନ ପାଇଲେ ମନମୋହନ, ବୈଜୟନ୍ତଙ୍କ ସମେତ ଧର୍ମେନ୍ଦ୍ର ଓ ଅଶ୍ବିନୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ବିଭିନ୍ନ କମିଟି ଗଠନ କରିଛି। ଏଥିରେ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି ଓ ଫାଇନାନ୍ସ କମିଟି ସାମିଲ ଅଛି। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସଂପାଦକ ଅରୁଣ ସିଂହ କହିଛନ୍ତି,

୨୯ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ । ଦିନ ୧୦ଟା ୧୦ରୁ ୧୦ଟା ୪୦ ମଧ୍ୟରେ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ

କଳାକାରମାନଙ୍କ ସହାୟତା ରାଶି ୨୦୦୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି। ଗତକାଲି ‘ମମତା ଯୋଜନା’ରେ ପରେ ଆଜି କଳାକାର ସହାୟତା ରାଶି ବୃଦ୍ଧି କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାର ସହାୟତା ରାଶି ମାସିକ ୧୨୦୦ରୁ ୨୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।

ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ ଆଣୁଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର

ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଉର୍ଦ୍ଧ୍ବ ଆହତ

ଭୁବନେଶ୍ବର : ଗୋପାଳପୁରରେ ଓଲଟିଲା ଯାତ୍ରୀବାହୀ ବସ୍ । ୧୦ରୁ ଉର୍ଦ୍ଧ୍ବ ଆହତ । ପେଟ୍ରୋଲ ପମ୍ପ ନିକଟରେ ଯାତ୍ରୀବାହୀ ବସ୍ ଓଲଟିଲା । ଭୁବନେଶ୍ବରରୁ କଟକ ଯାଉଥିଲା ଯାତ୍ରୀବାହୀ ବସ୍ । ବର୍ତ୍ତମାନ ସୁଦ୍ଧା ମୋଟ ୧୧ ଜଣ ଏସ ସି ବି ରେ ଭର୍ତ୍ତି ହୋଇଛନ୍ତି। ଏହା ଭିତରେ ଜଣେ ବ୍ୟକ୍ତିଙ୍କର

ବାଘ ଛାଲ ଜବତ ଘଟଣା, ୭ ଗିରଫ, ଏବେବି ୬ ଅଭିଯୁକ୍ତ ଫେରାର

କଟକ: କଟକ ନେତାଜୀ ବ୍ରିଜ୍ ପାଖରୁ ବାଘ ଛାଲ ଜବତ ଘଟଣାରେ ୭ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗଜପତି ଜିଲ୍ଲାରୁ ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗଂଜାମ ଜିଲ୍ଲାରୁ ୨ ଜଣ ଗିରଫ ହୋଇଛନ୍ତି । ଏବେବି ୬ଜଣ ଅଭିଯୁକ୍ତ ଫେରାର ରହିଛନ୍ତି । ସେମାନଙ୍କୁ ଧରିବା ପାଇଁ ଯୋଜନା କରୁଛି ପୋଲିସ ।

ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣି ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ରେଳମନ୍ତ୍ରୀ ନାଁରେ ମୋହର ମାରିଛି। ଭାରତୀୟ ଜନତା ପାର୍ଟି ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛି। ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି

ଶ୍ରୀଜିଉଙ୍କୁ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ: ପୁରୀ ଗସ୍ତରେ ୫-ଟି ତଥା ନବୀନ ଓଡିଶା ଅଧକ୍ଷ ଭିକେ ପାଣ୍ଡିଆନ । ଆଜି ପବିତ୍ର ସରସ୍ବତୀ ପୂଜା ଅବସରରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ୫-ଟି ସଚିବ । ଏହି ସମୟରେ ନବ ନିର୍ମିତ ପରିକର୍ମାପ୍ରକଳ୍ପ ମାର୍ଗ ବୁଲି ଦେଖିଛନ୍ତି । ଏହାସହ ପରିକ୍ରମା ମାର୍ଗରେ