Browsing Category

ଓଡିଶା

୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର : ନିର୍ବାଚନ ପୂର୍ବରୁ ୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ୫ ବର୍ଷରେ ୫୦ଟି ମୁଖ୍ୟ କାମର ତାଲିକା ଦେଇଛନ୍ତି ଅପରାଜିତା। ସମୁଦାୟ ୧୪ ହଜାର ୩୧୭ ଅଭିଯୋଗରୁ ୧୨ ହଜାର ୫୯୮ ଅଭିଯୋଗର ସାମଧାନ କରିଛନ୍ତି ସାଂସଦ।ଗତ ୫ ବର୍ଷରେ ୭୯୧୬ କୋଟି

କିଏ ହେବେ ତୃତୀୟ ପ୍ରାର୍ଥୀ? ଆସନ୍ତାକାଲି ଆସୁଛନ୍ତି ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର : ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଆଜି ବିଜେଡିର ୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସମସ୍ତ ୩ଟି ଯାକ ଆସନ ଜିତିବା ପାଇଁ ବିଜେଡି ପାଖରେ ବିଧାନସଭାରେ ସଂଖ୍ୟାବଳ ଥିଲେ ମଧ୍ୟ ଦଳ ମାତ୍ର ୨ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି।ତୃତୀୟ

ନିଲାମ ହେବ ଅର୍ଚ୍ଚନା ନାଗଙ୍କ ୨ ଦାମୀ ଗାଡ଼ି

ଭୁବନେଶ୍ବର : ନିଲାମ ହେବ ଅର୍ଚ୍ଚନା ନାଗଙ୍କ ୨ ଗାଡ଼ି। ଅର୍ଚ୍ଚନାଙ୍କ ୨ଟି ଦାମୀ ଗାଡ଼ି ନିଲାମ ପାଇଁ କୋର୍ଟରେ ଆବେଦନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜବତ ହୋଇଥିବା ଥାର୍‌ ଓ ଫୋର୍ଡ ଏଣ୍ଡେଭର ଗାଡ଼ି ନିଲାମ ପାଇଁ ଆବେଦନ ହୋଇଛି। ୨ଟି ଗାଡ଼ିର କ୍ରୟ ମୂଲ୍ୟ ୫୬ ଲକ୍ଷ ଟଙ୍କା ବୋଲି ଦର୍ଶା

ରାଜ୍ୟରେ ଅଦିନିଆ ବର୍ଷାର ସମ୍ଭାବନା

ଭୁବନେଶ୍ବର : ଆସନ୍ତାକାଲି ବସନ୍ତ ପଞ୍ଚମୀ ଅର୍ଥାତ ସରସ୍ୱତୀ ପୂଜା। ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲା ଅଦିନିଆ ବର୍ଷାରେ ଭିଜି ପାରେ। କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ମାରିବାର ଆଶଙ୍କା ଥିବା ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

ଓମ୍ବାଡସି ସହାୟତାରେ କେନ୍ଦୁଝର ଜିଲ୍ଲାରେ ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା: ୬,୪୯୩ ଜଣ ରୋଗୀ ଉପକୃତ

ଭୁବନେଶ୍ୱର/କେନ୍ଦୁଝର: ଆମ୍ବୁଲାନ୍ସ ଏକ ଅତି ଜରୁରିକାଳୀନ ସେବା। ତେଣୁ ଖଣି ପ୍ରଭାବିତ କେନ୍ଦୁଝର ଜିଲ୍ଲାରେ ଅଧିକ ଚିକିତ୍ସା ଆବଶ୍ୟକ କରୁଥିବା ଗୁରୁତର ରୋଗୀମାନଙ୍କୁ ମାଗଣାରେ ଗ୍ରାମାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବା ଜିଲ୍ଲା ବାହାରେ ଥିବା ବଡ଼ ଡାକ୍ତରଖାନାକୁ

ଚାଉଳ ସହ ଦିଆଯାଉଥିବା ବ୍ୟାଗ୍‌କୁ ପୋଡ଼ିଲେ ବିଜେପି କର୍ମୀ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସଦର ପଞ୍ଚାୟତ ଠାରେ ଚାଉଳ ସହ ଦିଆଯାଉଥିବା ବ୍ୟାଗ୍‌କୁ ପୋଡିଦଲେ ବିଜେପି କର୍ମୀ। ଆଜି ଦିନ ୧୨ଟା ବେଳେ ଚିତ୍ରକୋଣ୍ଡା ଗ୍ରାମପଞ୍ଚାୟତ କାର୍ଯାଳୟ ଠାରେ ରାଜୁଲକୋଣ୍ଡା ଗ୍ରାମବାସୀଙ୍କୁ ଚାଉଳ ବଣ୍ଟନ କରାଯାଉଥିଲା। ଚାଉଳ ସହ ଲୋକଙ୍କୁ

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କମିଲା ବିଦ୍ୟୁତ୍‌ ଦର

ଭୁବନେଶ୍ବର: ଗ୍ରୀଷ୍ମଋତୁର ଆଗମନ ପୂର୍ବରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି। ଗ୍ରୀଷ୍ମଦିନରେ ଏସି ଓ କୁଲରର ବ୍ୟବହାର ଯୋଗୁଁ ବିଦ୍ୟୁତ୍‌ ବିଲ୍‌ ଅଧିକ ଆସିବା ନେଇ ଚିନ୍ତାରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିସନ (ଓଇଆରସି) ଆଜି ଘରୋଇ

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା ରାଶି, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା ରାଶି ୨ଗୁଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା ବେଳେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ଶିବରାଜ ସିଂ ଚୌହାନ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓଡ଼ିଶାରେ ପହଞ୍ଚିବା ମାତ୍ରେ ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ୮୬ ପ୍ରତିଶତ ଲୋକ

ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। ସେହପରି