Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟ କ୍ୟାବିନେଟ୍ : ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ୨ଟି ଝୋଟ ତିଆରି ବ୍ୟାଗ ସାଙ୍ଗକୁ ୧୦୦୦ ଟଙ୍କା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ। ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି।
ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। !-->!-->!-->…
ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ତିନି ବରିଷ୍ଠ ନେତା
ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ରାଜ୍ୟ ବିଜେପି । ସଜାଡ଼ିଲଣି ମଇଦାନ, ଆରମ୍ଭ କଲାଣି ରଣନୀତି।!-->…
ଏପ୍ରିଲ ୧୪ରେ ପାଳନ ହେବ ପଣା ସଂକ୍ରାନ୍ତି
ପୁରୀ: ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ପାଳନ ନେଇ ଦୂର ହେଲା ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି ।!-->…
ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ!-->…
ନିଶା ମାଫିଆଙ୍କୁ ଗୋଡେଇ ଗୋଡେଇ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍
ଭୁବନେଶ୍ୱର : ଫିଲ୍ମ ଷ୍ଟାଇଲରେ ପୋଲିସ୍ ଅପରାଧୀ ମୁହାଁମୁହିଁ । ନିଶା ମାଫିଆଙ୍କୁ ଗୋଡେଇ ଗୋଡେଇ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍ । ପିତାପଲ୍ଲୀରୁ ପାହାଳ ଯାଏଁ ଚାଲିଲା ପୋଲିସ୍ ମାଫିଆ ଚକାପଞ୍ଝା । ଦାମୀ ଗାଡ଼ିରେ ମାଫିଆ କରୁଥିଲେ ଗଞ୍ଜେଇ ଚୋରା ଚାଲାଣ । ଖବର ପାଇ ସ୍ପେଶାଲ କ୍ରାଇମ!-->…
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ
ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଉପରେ କଟକଣା ଥିଲେ ମଧ୍ୟ ଡ୍ରୋନ୍ ଯୋଗେ ଆକାଶ ମାର୍ଗରୁ ଶ୍ରୀମନ୍ଦିର ଭିଡିଓ ଉତ୍ତୋଳନର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ଏହି ଘଟଣା ଜଣା!-->…
ବାଘ ଛାଲ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍
ଫୁଲବାଣୀ : ମାତିଛନ୍ତି ବାଘ ଛାଲ ସ୍ମଗଲର୍। ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। କନ୍ଧମାଳ ଦାରିଙ୍ଗବାଡ଼ିରୁ ଧରା ପଡ଼ିଛି ଜଣେ ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ହେଉଛନ୍ତି ଦାରିଙ୍ଗବାଡ଼ିର ଘନେଶ୍ୱର ପ୍ରଧାନ (୩୫)।
ଘନେଶ୍ୱର ପ୍ରଧାନ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଯୋଜନା!-->!-->!-->…
ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର୍ୟାଗିଂ ଅଭିଯୋଗ
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଆଣ୍ଟି!-->…
ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଗୁଆକାତିରେ ଆକ୍ରମଣରେ ବ୍ୟବସାୟୀ ଗୁରୁତର, କଟକ ସ୍ଥାନାନ୍ତର
ଅନୁଗୁଳ: ଅନୁଗୁଳ ଟାଉନ ଥାନା ବଣିଆବାହାଳରେ ଜଣେ ମଦ୍ୟପ ଯୁବକର ଗୁଆକାତି ଆକ୍ରମଣରେ ବଡ଼ମ୍ବା ଅଞ୍ଚଳର ବ୍ୟବସାୟୀ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ମୁତାବକ କଟକ ଜିଲ୍ଲା!-->!-->!-->…
୧୩ ଜିଲ୍ଲାରେ ବଦଳିଲେ କଂଗ୍ରେସ ସଭାପତି
ଭୁବନେଶ୍ୱର:ତୃଣମୂଳ ସ୍ତରରେ ଦଳକୁ ସୁଦୃଢ଼ କରୁଛି କଂଗ୍ରେସ। ୧୧ଟି ଜିଲ୍ଲାରେ ୧୩ଟି ଜିଲ୍ଲା କଂଗ୍ରେସ କମିଟିର ସଭାପତି ବଦଳିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିସ କ୍ରମେ ଜିଲ୍ଲାସ୍ତରରେ ସଂଗଠନକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନଙ୍କୁ ପରିବର୍ତ୍ତନ!-->…