Browsing Category

ଓଡିଶା

କଳାବାଘ ସଫାରୀ କରିବେ, ହେଲେ ମହାବଳକୁ ବଞ୍ଚାଇ ପାରିଲେନି!

ବାରିପଦା : ଶିମିଳିପାଳ ଅଭୟାରଣ୍ୟ ହେଉଛି ଏସିଆ ମହାଦେଶର ସର୍ବ ବୃହତ୍ ଜୈବ ମଣ୍ଡଳ। ଏଠାରେ କଳାବାଘ ସଫାରୀ କରିବା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ହେଲେ ମହାବଳ ବାଘକୁ ସୁରକ୍ଷା ଦେଇପାରୁ ନାହାନ୍ତି।…

ଏସସିବି ମେଡିକାଲରୁ ୫ ଦଲାଲ ଗିରଫ

କଟକ ଏସସିବି ମେଡିକାଲରୁ ୫ ଦଲାଲ ଗିରଫ। ଘରୋଇ ମେଡିକାଲକୁ ରେଫର୍ କରୁଥିବା ଅଭିଯୋଗରେ ଏମାନଙ୍କୁ ଗିରଫ କରିଛି ପୁଲିସ। ଗିରଫ ହୋଇଥିବା ସମସ୍ତ ବ୍ୟକ୍ତି ହେଉଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର।ଏସସିବି ଆଇସିୟୁରେ…

ଅର୍ପଣ ରଥରୁ ମିଳିଛି ୩ କୋଟିରୁ ଅଧିକ ଦକ୍ଷିଣା

ପୁରୀ : ଅର୍ପଣ ରଥରୁ ମିଳିଛି ୩ କୋଟିରୁ ଅଧିକ ଦକ୍ଷିଣା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୂର୍ବରୁ ରାଜ୍ୟସାରା ବୁଲିଥିବା ଅର୍ପଣ ରଥରେ ଭକ୍ତ ହାତ ଖୋଲି ଦକ୍ଷିଣା ଦେଇଛନ୍ତି। ଅର୍ପଣ ରଥରୁ…

ମାଓ ନେତା ଦସ୍ରୁର ମୃତ୍ୟୁକୁ ଗ୍ରହଣ କରିପାରୁନି ମାଓ ସଂଗଠନ: କୋର୍ଟ ଚାଲାଣ କରିବାକୁ ଲାଗିଲା ମାଓ ପୋଷ୍ଟର…

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅର୍ନ୍ତଗତ ସୁଡ୍ରା ଗ୍ରାମ ପଞ୍ଚାୟତର କେତେରଭଟ୍ଟା ଛକର ୪୧ ନଂ. ରାଜ୍ୟପଥ କଡ଼ରେ ଲାଗିଲା ମାଓ ପୋଷ୍ଟର୍ l ସିପିଆଇ ମାଓବାଦୀ କେକେବିଏନ୍‌ ପକ୍ଷରୁ ଲାଗିଛି ପୋଷ୍ଟର । ପୋଷ୍ଟର ଦେଖି ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି ।

ପଞ୍ଚାୟତସମିତି ସ୍ତରୀୟ ଜନଜାତି ସଂସ୍କୃତି ପ୍ରଗତି ଓଡ଼ିଶାସାଥି କାର୍ଯ୍ୟକ୍ରମ ଅନୁଷ୍ଠିତ

ଦାରିଙ୍ଗବାଡ଼ି, ୬/୨ : ଜନଜାତି ସଂସ୍କୃତି ପ୍ରଗତି ସଶକ୍ତି ଓଡିଶା ସାଥି ୨୦୨୪ ଶିବିର ଗତକାଲି ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମିତି ଅଧ୍ୟକ୍ଷ ସୁଶାନ୍ତ

ବିକାଶ ଓ ଅପରାଧକୁ ନେଇ ରାଜନୀତି କରିବା ଠିକ୍ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ ରାଜନୀତି କରୁଛନ୍ତି। ଗତକାଲି ପରୀ ଘଟଣାରେ ଦୋଷୀ ଦଣ୍ଡ ପାଇଛି।…

ଆଇକନିକ୍ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୂପାନ୍ତରଣରେ ସଜେଇ ହୋଇଛି ଓଡ଼ିଶା। ବିଭିନ୍ନ ବିଭାଗକୁ ସମୃଦ୍ଧ କରିବା ସହ ରାଜ୍ୟକୁ ସାରା ବିଶ୍ୱରେ ପରିଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତତ୍ପରତା ଦେଖାଇଛନ୍ତି। ତେବେ ଶିକ୍ଷା ସମୃଦ୍ଧ ଧାରାରେ ଯୋଡ଼ି ହେଉଛି ନୂଆ ଏକ ଅଧ୍ୟାୟ।…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପ୍ରକଳ୍ପ ଚୟନରେ ଜନ ପ୍ରତିନିଧିଙ୍କୁ ସାମିଲ କର: ହାଇକୋର୍ଟ

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା। ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ…

ମହାପ୍ରଭୁଙ୍କୁ କ୍ଷମା ମାଗିଲେ ଦୈତାରୀ ପଣ୍ଡା

ପୁରୀ: ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କ୍ଷମା ମାଗିଛନ୍ତି ଯାତ୍ରା ଜଗତର ଭିଲେନ୍ ଦୈତାରୀ ପଣ୍ଡା । ନିକଟ ଅତିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜଗତର ନାଥ ଜଗନ୍ନାଥଙ୍କ ସହ ତୁଳନା କରି ବିବାଦରେ ଥିଲେ ଦୈତାରୀ ପଣ୍ଡା । ପ୍ରଥମେ ସିଂହଦ୍ଵାର ଥାନା ଯିଵାପରେ ଦୈତାରୀ ପରେ…

ରାଜଧାନୀରେ ରେଲୱେ କର୍ମଚାରୀଙ୍କ ଘରୁ ଲୁଟି ନେଲେ ସୁନା ଅଳଙ୍କାର

ଭୁବନେଶ୍ୱର : ରାଜଧାନୀରେ ମାତିଲେ ଲୁଟେରା । ରେଲୱେ କର୍ମଚାରୀଙ୍କ ଘରୁ ଲୁଟି ନେଲେ ସୁନା ଅଳଙ୍କାର। ମଞ୍ଚେଶ୍ବର ଥାନା ଭୋଟପଡା ଗାଁର ପୂର୍ଣ୍ଣାନନ୍ଦ ଭୋଇଙ୍କ ଘରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ । ଘରେ କେହି ନଥିବାର ସୁଯୋଗ ନେଇ କବାଟ ତାଲା ଭାଙ୍ଗି ଲକର୍…