Browsing Category

ଓଡିଶା

ଫ୍ଲୋର ଟେଷ୍ଟରେ ଭାଗ ନେବେ ହେମନ୍ତ ସୋରେନ୍‌

ରାଞ୍ଚି : ଫ୍ଲୋର ଟେଷ୍ଟରେ ଭାଗ ନେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସୁପ୍ରିମୋ ହେମନ୍ତ ସୋରେନ୍‌ ଆସନ୍ତା ୫ ତାରିଖରେ ହେବାକୁ ଥିବା ଆସ୍ଥା ଭୋଟ୍‌ରେ ଭାଗ ନେବେ। ଏଥିପାଇଁ…

ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନ, ସମ୍ବର୍ଦ୍ଧିତ ହେଲେ ପ୍ରତିଭା ରାୟ, ସୀତାକାନ୍ତ…

ଭୁବନେଶ୍ବର: ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ…

ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର: ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭୁବନେଶ୍ୱରର ଜନତା ମଇଦାନଠାରେ ଆଜିଠାରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ବାଲି ବୋଝେଇ ହାଇୱା ଧକ୍କାରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର…

ଖୋର୍ଦ୍ଧା: ବେଗୁନିଆ -ବାଘମାରି- ଧଳାପଥର ରାସ୍ତାର ବଡ଼ବେରେଣା ଡୁମୁଣି ମନ୍ଦିର ନିକଟରେ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ପୁରୁଷ ଗୁରୁତର ହୋଇଥିବା ଜଣାଯାଇଛି। ଉଭୟେ ସଂପର୍କରେ ପତିପତ୍ନୀ ବୋଲି ଜଣାଯାଇଛି। ସ୍ବାମୀଙ୍କୁ ଗୁରୁତର…

ଷ୍ଟାର୍ଟଅପ ପ୍ରସାର କ୍ଷେତ୍ରରେ ଓଡ଼ିଶା ଦେଶରେ ଆଗରେ ରହିଛି: ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସଭାରେ…

ଅଜଣା ରୋଗରେ ୩ ଦିନରେ ୪ ଜଣଙ୍କ ମୃତ୍ୟୁ..! ତଦନ୍ତ ପାଇଁ ଗାଁରେ ପହଞ୍ଚିଲା ଟିମ୍‌…

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ କୁଚେଇପର ପଞ୍ଚାୟତର କେ. କୋରଳ ଗାଁରେ ଅଜଣା ରୋଗରେ ତିନି ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଉଛନ୍ତି- ଚମ୍ପା ସାହୁ, ଖଗ ଝଡ଼ିଆ, ଅଭି ଘଣ୍ଟିଆ ଓ ବନ ଝଡ଼ିଆ। ସେହିପରି ଆଉ ୪ ଜଣଙ୍କ ଅବସ୍ଥା…

ରାଜ୍ୟ ସରକାର ସ୍ୱତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଏହା ଆମର ପରିଚୟ। ଜନତା ମୈଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କରିବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା ଗୋଟିଏ ଜାତିର ଏକତାର ମହାନ…

ପ୍ରଥମ ଓଡ଼ିଆ ବିଶ୍ବ ସମ୍ମିଳନୀ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ ହୋଇଛି। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍…

ଏମ୍‌ସ ଭୁବନେଶ୍ୱରରେ ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର ସହ ଅତ୍ୟାଧୁନିକ ମେସିନ୍‌ ଉଦ୍‌ଘାଟିତ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକ୍ଷେତ୍ରରେ ପୁନର୍ବାର ଅନନ୍ୟ ଯୋଗଦାନ ପୂର୍ବକ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ରୋଗୀସେବାରେ ଏକାଧିକ ନୂତନ ବ୍ୟବସ୍ଥା ଯୋଡ଼ିହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡଭିୟ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମରେ ଏମ୍‌ସ…

ଶିମିଳିପାଳ ଅଭୟାରଣ୍ୟରୁ ୫ ଶିକାରୀ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ମାତିଛନ୍ତି ଶିକାରୀ । ପୋଲିସ ଓ ବନବିଭାଗକୁ ଚକମା ଦେଇ ଜଙ୍ଗଲ ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି । ତେବେ ଶିକାର ପାଇଁ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ୫ ଜଣ ଶିକାରୀକୁ ଧରିବାରେ ସଫଳ ହୋଇଛି ବନବିଭାଗ । ଏଥି…