Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି
ଭୁବନେଶ୍ୱର: ଶୀଘ୍ର ପୈଠ କରିଦିଅନ୍ତୁ ଗାଡିର ବକେୟା ଚାଲାଣ। କାରଣ ମିଳୁଛି ବଡ଼ ରିହାତି। ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି। ରାଜ୍ୟରେ ବକେୟା ଥିବା ଟ୍ରାଫିକ୍ ଚାଲାଣଗୁଡ଼ିକର ସମାଧାନ ସହିତ ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।!-->…
ଆଧୁନିକ ଫାଷ୍ଟଫୁଡ୍ ଯୁଗରେ ମଧ୍ୟ ଓଡ଼ିଆ ପଖାଳକୁ ଭୁଲିନାହିଁ !
ହରିହର ତ୍ରିପାଠୀ
ଓଡ଼ିଆ ଜାତିର ଅସ୍ମିତା, ପରମ୍ପରା ଏବଂ ଜୀବନଶୈଳୀ ସହିତ ଯେଉଁ ଖାଦ୍ୟଟି ଅତି ନିବିଡ଼ ଭାବେ ଜଡ଼ିତ, ତାହା ହେଉଛି 'ପଖାଳ' । ପଖାଳ କେବଳ ଏକ ଖାଦ୍ୟ ନୁହେଁ, ବରଂ ଏହା ଓଡ଼ିଆ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ପ୍ରତିଟି ଓଡ଼ିଆର ଆବେଗ । ଗରିବର ପର୍ଣ୍ଣକୁଟୀରଠାରୁ!-->!-->!-->…
ରାଜ୍ୟରେ ବଢ଼ିଲା ଅଫିସରଙ୍କ ଆର୍ଥିକ କ୍ଷମତା, ବିଭାଗୀୟ ମୁଖ୍ୟ କରିପାରିବେ ୧୦ କୋଟିର ଅର୍ଥ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କାର୍ଯ୍ୟକାରିତାରେ ସ୍ୱଚ୍ଛତା ଏବଂ ଗତିଶୀଳତା ଆଣିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ୧୯୭୮ ମସିହାର ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀ (DFPR) ରେ ସଂଶୋଧନ କରାଯାଇ ପ୍ରଶାସନିକ ସ୍ତରରେ!-->…
ଅପରେସନ୍ ‘ସାଇବର କବଚ’ : ବଡ଼ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ, ୬ ଗିରଫ
ନୟାଗଡ଼ ୧୯।୩: ଅପରେସନ୍ ସାଇବର କବଚ ଜରିଆରେ ନୟାଗଡ଼ ପୋଲିସ ୧୬ଟି ମାମଲା ରୁଜୁ କରି ଏକ ବଡ଼ ଗ୍ୟାଙ୍ଗ ସମ୍ପର୍କରେ ଖୁଲାସା କରିଛି । ନୟାଗଡ଼ ଏସ୍ପି ଏସ୍ ସୁଶ୍ରୀ ସାଇବର ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି । ଏହି ଘଟଣାର ମାଷ୍ଟରମାଇଣ୍ଡ ଶରଣକୂଳ ଥାନା!-->…
ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର: ପ୍ରକୃତିର ନୂତନ ରୂପ ସହ ଆରମ୍ଭ ହେଉଥିବା ରାଷ୍ଟ୍ରୀୟ ନବବର୍ଷ ଆମକୁ ଗୌରବଶାଳୀ ଇତିହାସର ସ୍ମୃତି କରାଇଥାଏ । ଯେତେବେଳେ ସମାଜ ନିଜର ସଂସ୍କୃତିକୁ ସମ୍ମାନ ଦିଏ, ସେତେବେଳେ ରାଷ୍ଟ୍ର ପରମ ବୈଭବକୁ ପ୍ରାପ୍ତ ହୁଏ । ତେଣୁ ସବୁବେଳେ ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ!-->…
ଗାଡ଼ି ଜରିମାନା ଚାଲାଣ ପୈଠରେ ବଡ଼ ରିହାତି, ଜାତୀୟ ଲୋକ ଅଦାଲତରେ ମିଳିବ ପୈଠ ସୁବିଧା
ଭୁବନେଶ୍ବର: ରାଜ୍ୟରେ ବକେୟା ଥିବା ଟ୍ରାଫିକ୍ ଚାଲାଣଗୁଡ଼ିକର ସମାଧାନ ସହିତ ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ନୂତନ ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଜାତୀୟ ଲୋକ ଅଦାଲତରେ ପୁରୁଣା!-->…
ଅଗ୍ନିକାଣ୍ଡ ଘଟଣା ସରକାରଙ୍କ ଅବହେଳା, ବ୍ୟବସ୍ଥାଗତ ବିଫଳତାର ଜ୍ଵଳନ୍ତ ଉଦାହରଣ: ଜନସ୍ୱାସ୍ଥ୍ୟ ଅଭିଯାନ
ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଏବଂ ହସ୍ପିଟାଲର ଟ୍ରମା କେୟାର ସେଣ୍ଟରରେ ଗତ ୧୫ ମାର୍ଚ୍ଚରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ତାହାର ପରିଣତିରେ ୧୨ ଜଣ ରୋଗୀଙ୍କ ମୃତ୍ୟୁ ଘଟଣା ଓଡ଼ିଶାର ସ୍ୱାସ୍ଥ୍ୟ ବ୍ୟବସ୍ଥାର ଗଭୀର ତ୍ରୁଟିକୁ ସାମ୍ନାକୁ ଆଣିଛି। ଏହାକୁ କେବଳ!-->…
‘ଖାଦ୍ୟ ହିଁ ପରମ୍ପରାକୁ ଉଜ୍ଜୀବିତ କରି ରଖିଥାଏ, ଏହାର ସୁରକ୍ଷା, ଆମ ପରମ୍ପରାର ସୁରକ୍ଷା’
ଭୁବନେଶ୍ୱର: ଜୈବ ବିବିଧତାରେ ପରିପୂର୍ଣ୍ଣ ଓଡ଼ିଶାର ଖାଦ୍ୟ ଶସ୍ୟର ଏକ ଅନନ୍ୟ ପରିଚୟ ରହିଛି ନିଜର ପୁଷ୍ଟିକର ଓ ସ୍ୱାସ୍ଥ୍ୟପ୍ରଦ ଗୁଣବତ୍ତା ଯୋଗୁଁ। ସମୟକ୍ରମେ ଏଥିରୁ କିଛି ଖାଦ୍ୟ ବିସ୍ମୃତ ଓ ବିଲୁପ୍ତ ପ୍ରାୟ ଅବସ୍ଥାରେ ପହଁଚିଛି। ଏହାର ସୁରକ୍ଷା ଓ ସଂରକ୍ଷଣ ନିମନ୍ତେ ଓଡ଼ିଶା ସରକାର ଆଗେଇ!-->…
ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ବର: ଆସନ୍ତା ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛିl ବୈଠକରେ ରାଜ୍ୟରେ ସମ୍ଭାବ୍ୟ!-->…
‘ଗ୍ରାମୋଦୟ’ ଶତ ପ୍ରତିଶତ ହାସଲ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟର ମାଓ ପ୍ରଭାବିତ ଅଂଚଳରେ ସାମଗ୍ରିକ ଉନ୍ନତି ପାଇଁ ଗତ ୨୦୨୪ ମସିହା ଅକ୍ଟୋବର ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଗ୍ରାମୋଦୟ’ ଭଳି ଅଭିନବ ପଦକ୍ଷେପ ନିଆଯାଇଥିଲା। ଏହି ପଦକ୍ଷେପରେ ସଂପୃକ୍ତ ଅଂଚଳରେ ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମ କିପରି କାର୍ଯ୍ୟକାରୀ!-->…