Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆପଡ଼ା ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଲେ 5T ଅଧ୍ୟକ୍ଷ
ନୂଆପଡ଼ା: ଶୁକ୍ରବାର ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତ କରିଛନ୍ତି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଜିଲ୍ଲା ଗସ୍ତରେ ଆସି ନୂଆପଡା ନ୍ୟାସନାଲ କଲେଜରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ। ଏହା ସହ ବୋଡେ଼ନ ବ୍ଲକ…
ଆସନ୍ତାକାଲି ସୋନପୁର ଅଭିମୁଖେ ପ୍ରଥମ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତାକାଲି (ଫେବୃଆରୀ ୩)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ନୂଆ ଟ୍ରେନ୍ ସେବା, ଷ୍ଟେସନ ପୁନଃନିର୍ମାଣ ଯୋଜନା ଓ ଦୁଇଟି ରେଳ ଲାଇନ ସମେତ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ କରିବେ।
ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ…
କେନାଲରୁ ଜେଇଙ୍କ ମୃତ ଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା…!!
କଳାହାଣ୍ଡି : ମୁଖୀଗୁଡା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ମୁଖ୍ୟ ସ୍ରୋତ ସୁନାମାଲ ନିକଟରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ ଦେହ ଭାସୁଛି। ହତ୍ୟା ନା ଆତ୍ମହତ୍ୟା ସନ୍ଦେହ । ମୃତକ ଯନ୍ତ୍ରୀ ଭବାନୀ ଶଙ୍କର ମହନ୍ତ ହୋଇଥିବା ବେଳେ ସେ ଗତକାଲି କାର୍ଯ୍ୟକୁ…
ଜ୍ଞାନବ୍ୟାପୀ ମସଜିଦରେ ଜାରି ରହିବ ପୂଜା
ବାରାଣସୀର ଜ୍ଞାନବ୍ୟାପୀ ମସଜିଦର ବେସମେଣ୍ଟରେ ପୂର୍ବଭଳି ପୂଜାର୍ଚ୍ଚନା ହୋଇପାରିବ। ପୂଜାର୍ଚ୍ଚନା ବିରୋଧରେ ହୋଇଥିବା ଆବେଦନକୁ ଆଜି ଆହ୍ଲାବାଦ ହାଇକୋର୍ଟ ଗ୍ରହଣ କରି ନାହାନ୍ତି। ପ୍ରଥମେ ବାରାଣସୀର ଗୋଟିଏ କୋର୍ଟ ବେସ୍ମେଣ୍ଟରେ ସିଲ୍ ହୋଇଥିବା ଅଞ୍ଚଳରେ ହିନ୍ଦୁ…
ମହିଳା ପୁଲିସ ନିର୍ଯାତନା ମାମଲାରେ ବିରୋଧୀ ଦଳ ନେତାଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ…
ସମ୍ବଲପୁର: ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ମାମଲାରେ ବିରୋଧୀ ଦଳ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କୁ…
୫ ଦିନିଆ ରିମାଣ୍ଡରେ ଗଲେ ହେମନ୍ତ ସୋରେନ…
ରିମାଣ୍ଡରେ ଗଲେ ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋରେନଙ୍କୁ ପାଞ୍ଚ ଦିନିଆ ରିମାଣ୍ଡରେ ନେଇଛି। ଜମି ଦୁର୍ନୀତି ମାମଲାରେ ଅଧିକ ପଚରାଉଚରା ପାଇଁ ନ୍ୟାୟିକ ହେପାଜତକୁ ନେଇଛି ଇଡି।
ଆଜି ସୁପ୍ରିମକୋର୍ଟ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮,୯୭୮ କୋଟି ଟଙ୍କାର ବିଦ୍ୟୁତ ପ୍ରକଳ୍ପର ଶୁଭାରମ୍ଭ କରିବେ…
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରି ୩ରେ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨ଞ୍ଚ୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧ଞ୍ଚ୨୫୦ ମେଗାୱାଟ୍)କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ…
କସମେଟିକ୍ସ କାରଖାନାରେ ନିଆଁ, ଫସି ରହିଛନ୍ତି ୨୦ ଶ୍ରମିକ, ତଳକୁ ଡେଇଁଲେ ୨ ଶ୍ରମିକ
ବଡ୍ଡି : ହିମାଚଳ ପ୍ରଦେଶର ସୋଲାନ ଜିଲ୍ଲାରେ ଥିବା କସ୍ମେଟିକ୍ କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଠାରେ କାରଖାନାରେ ୧୫ରୁ ୨୦ ଜଣ ଶ୍ରମିକ ଫସି ରହିଛନ୍ତି। ଅଗ୍ନିକାଣ୍ଡ ପରେ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଜଣେ ମହିଳା ଛାତ ଉପରେ ଫସି ରହିଥିବା ଦେଖିବାକୁ…
ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳିଦେଲେ ଟ୍ରାକ୍ଟର ମିକ୍ସଚର ମେସିନ…
ମାଲକାନଗିରି : ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୋଲ ନିର୍ମାଣ ପାଇଁ ନିୟୋଜିତ ଟ୍ରାକ୍ଟର ମିକ୍ସଚର ମେସିନ ଜାଳିଦେଲେ ମାଓବାଦୀ । ଛତିଶଗଡର ନାରାୟଣପୁର ଜିଲ୍ଲାର ଅଭୁଝାମାଡ ଜଙ୍ଗଲରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ୫୦ରୁ ଅଧିକ ସଶସ୍ତ୍ର ମାଓବାଦୀ ଏଭଳି…
ହେମନ୍ତ ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି…