Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦେବାକୁ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି
ଭୁବନେଶ୍ୱର: ଯାଥାଶିଘ୍ର ନକଲି ଶିକ୍ଷକଙ୍କ ତଥ୍ୟ ଦେବାନେଇ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଶିକ୍ଷା!-->…
୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ସକାଳୁ ସକାଳୁ ଘନ କୁହୁଡିରେ ଆଚ୍ଛାଦିତ ରହୁଛି ସମଗ୍ର ରାଜ୍ୟ । ତା ସାଙ୍ଗକୁ ପୁଣି ଥଣ୍ଡା ପବନ ଯାହା ଶୀତକୁ ଆହୁରି ଦ୍ବିଗୁଣିତ କରୁଛି । କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ବେଶ କମ ରହୁଛି । ଫଳରେ ଗାଡି ମୋଟର ଚଳାଚଳରେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହେଉଛନ୍ତି ଲୋକେ ।!-->…
ହୋଟେଲ ରୁମ୍ରୁ ମିଳିଲା ଯବାନଙ୍କ ମୃତଦେହ
ଭୁବନେଶ୍ୱର : ହୋଟେଲରୁ ସନ୍ଦେହ ଜନକ ଅବସ୍ଥାରେ ପୂର୍ବତନ ସେନା ଅଧିକାରୀଙ୍କ ମୃତ ଦେହ ମିଳିଛି । ତାଙ୍କ ନାମ ହେଲା ମିର୍ ସିଂହ, ବୟସ ୪୩ ବର୍ଷ । ରାଜସ୍ଥାନ ନିବାସୀ ମୀର ଚାରିବର୍ଷ ହେଲା ଭୁବନେଶ୍ୱରର ଏହି ହୋଟେଲକୁ ଆସୁଥିଲେ। ହୋଟେଲ ରୁମରୁ ମିଳିଲା ସନ୍ଦେହ ଜନକ ଅବସ୍ଥାରେ ମୃତଦେହ। ତାଙ୍କ!-->…
ମଝି ରାସ୍ତାରେ ବସ୍ ଭିତରେ ଡ୍ରାଇଭରଙ୍କୁ ହେଲା ହାର୍ଟଆଟାକ୍
ନୀଳଗିରି : ନିଜ କର୍ମ କରୁଥିବାବେଳେ ବସ୍ ଭିତରେ ହିଁ ଡ୍ରାଇଭରଙ୍କୁ ହେଲା ହାର୍ଟଆଟାକ୍ । ଆଉ ରାସ୍ତା ମଝିରେ ଚାଲିଗଲା ଟୁରିଷ୍ଟ ବସ୍ ଡ୍ରାଇଭରଙ୍କ ଜୀବନ । ହଁ ଆଜ୍ଞା ନୀଳଗିରି ପଞ୍ଚଲିଙ୍ଗେଶ୍ୱରକୁ କୋଲକତାରୁ ବୁଲିବାକୁ ଆସୁଥୁବା ଏକ ଟୁରିଷ୍ଟ ବସ ଡ୍ରାଇଭରଙ୍କ ସହ ଘଟିଛି ଏଭଳି ଏକ ଅଭାବନୀୟ!-->…
ବରମୁଣ୍ଡା ବସ୍ ଟର୍ମିନାଲରେ ପହଞ୍ଚି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ
ଭୁବନେଶ୍ଵର: ନୂଆ ରୁପ ପାଇବାକୁ ଯାଉଛି ଅନ୍ତଃରାଜ୍ୟ ବରମୁଣ୍ଡା ବସ୍ ଟର୍ମିନାଲ । ୧୫.୫ ଏକର ଜମିରେ ଏହାର ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ବସଷ୍ଟାଣ୍ଡରେ ଯାତ୍ରୀଙ୍କୁ ସମସ୍ତ ସୁବିଧା ଉପଲବ୍ଧ ହେବ । ଏଠାରେ ଯାତ୍ରୀଙ୍କୁ ଏୟାରପୋର୍ଟ ଭଳି ଅନୁଭବ ମିଳିବ । ତେବେ ଫେବୃଆରୀର ମଧ୍ୟ ଭାଗରେ ଏହି!-->…
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗରେ ଡାକ୍ତରଙ୍କୁ ମାଡ଼
ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସାରେ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଡାକ୍ତରକୁ ଆକ୍ରମଣ କରିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ । ଡ୍ୟୁଟିରେ ଥିବା ଡାକ୍ତର୍ ଆର.ଏନ.ଏସ ଦଳ ପତିଙ୍କୁ ଆକ୍ରମଣ। ବିଳମ୍ବରେ ଆସିବା ସହିତ ମଦ୍ୟପାନ କରିଥିବା ଅଭିଯୋଗରେ ମେଡିକାଲରେ!-->…
ଆସନ୍ତା ୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ
ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ । ତାପୂର୍ବରୁ ୪ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ରହିଛି। ୮ ତାରିଖରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ!-->…
ଫେବୃଆରୀ ୧୬ରୁ ଖଣ୍ଡଗିରି କୁମ୍ଭମେଳା
ଭୁବନେଶ୍ବର: ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା । ଏନେଇ ବିଏମସିର ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ । ଏହି ମେଳା ୧୬ ରୁ ଆରମ୍ଭ ହୋଇ ୨୪ ତାରିଖ ଯାଏଁ ଚାଲିବାନେଇ ବୈଠକରେ ନିଷ୍ପତ୍ତି । ଶୃଙ୍ଖଳିତ ଓ ସଠିକ ଭାବେ ମେଳା ପରିଚାଳନା ପାଇଁ ବିଭିନ୍ନ ଦିଗ!-->…
ବାନା ବିକ୍ରିକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ଶ୍ରୀମନ୍ଦିରରେ ମାଡପିଟ
ପୁରୀ : ଶ୍ରୀ ମନ୍ଦିରରେ ମାଡପିଟି । ଦୁଇ ସେବାୟତଙ୍କ ମଧ୍ୟରେ ହୋଇଛି ମାଡପିଟ । ବାନା ବିକ୍ରିକୁ ନେଇ ଘଟିଛି ଏହି ଗଣ୍ଡଗୋଳ । ନାଟମଣ୍ଡପ ନିକଟରେ ମେକାପ ଓ ଚୁନରା ସେବକଙ୍କ ମଧ୍ୟରେ ଘଟିଛି ଏହି ଗଣ୍ଡଗୋଳ । ଚୁନରା ସେବକଙ୍କ ଚେନ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ଉଭୟ ପକ୍ଷରୁ ସିଂହଦ୍ୱାର!-->…
ଡାକ୍ତରଙ୍କ ପାଇଁ ଲାଗୁ ହେଲା କଡ଼ା ନିୟମ, ୨ ବର୍ଷ ବଣ୍ଡ ଅବଧି ପୁରଣ ନକଲେ ଡବଲ ଜରିମାନା
ଡ଼ାକ୍ତରଙ୍କ ପାଇଁ ଆସିଲା ନୂଆ ନିର୍ଦ୍ଦେଶନାମା । ଏଣିକି ସରକାରୀ ମେଡିକାଲରେ ପଢ଼ୁଥିବା ଡାକ୍ତରୀ ଛାତ୍ର ଅତି କମରେ ୨ ବର୍ଷ କାମ କରିବାକୁ ପଡିବ । ନହେଲେ ଗଣିବେ ଡବଲ ଫାଇନ । ଏମିତି ନିୟମ ଆଣିଛନ୍ତି ରାଜ୍ୟ ସରକାର । ଡାକ୍ତରୀ ଛାତ୍ର ରାଜ୍ୟ ସରକାରଙ୍କ ଅଧୀନରେ ୨…