Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେଡି ଓ ବିଜେପି ଉପରେ ବର୍ଷିଲେ ମଲ୍ଲିକାର୍ଜୁନ ଖଡ଼ଗେ…
ଭୁବନେଶ୍ୱର: ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ କରିଛି, ଆଜି ଓଡିଶା ବଞ୍ଚାଅ ସମାବେଶରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ଖଡ଼ଗେ | ସେ କହିଛନ୍ତି ମୋଦୀ ସବୁବେଳେ କହୁଛନ୍ତି ୭୦ ବର୍ଷରେ କଣ କରିଛି କଂଗ୍ରେସ । ଯଦି ୭୦ ବର୍ଷରେ କଂଗ୍ରେସ କିଛି କରିନଥାନ୍ତା!-->…
ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା
ଭୁବନେଶ୍ବର: ଟ୍ୱିନ୍ ସିଟିରେ ଆଜି ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ଆଜି ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ କାର୍ଯ୍ୟଭାର ହାତକୁ ନେଇଛନ୍ତି । ସେ ୧୦ତମ ପୋଲିସ କମିଶନର ଭାବେ କଟକ-ଭୁବନେଶ୍ୱରର ସୁରକ୍ଷା ଦାୟିତ୍ୱ ନେଇଛନ୍ତି । ଏହି!-->…
ଟ୍ୟୁସନ୍ ରୁ ଫେରିବା ବାଟରେ ଛାତ୍ରର ଗଳା କାଟିଦେଲେ ଦୁର୍ବୃତ୍ତ
ଆଠଗଡ଼ : ଦଶମ ଶ୍ରେଣୀ ଛାତ୍ରର ଗଳା କାଟିଦେଲେ ଦୁର୍ବୃତ୍ତ। ବିଚ ବଜାରରେ ବେକକୁ ଛୁରୀରେ କାଟି ଫେରାର ହୋଇଗଲେ ଦୁର୍ବୃତ୍ତ। ଆଠଗଡ଼ର କୁଲେଇଲୋ ବଜାର ଉପରେ ଅଘଟଣ। ଦଶମ ଶ୍ରେଣୀର ଜଣେ ଛାତ୍ର ଟିଉସନରୁ ଫେରୁଥିବା ବେଳେ ଦୁଇ ଅଜଣା ଦୁର୍ବୃତ୍ତ କଳା ପଲସରରେ ଆସି ତାଙ୍କ ଗଳାକୁ ଛୁରୀରେ!-->…
ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୪୩ଟି ସ୍କୁଲ ଲୋକାର୍ପିତ
ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ କଳାହାଣ୍ଡି ଜିଲ୍ଲାର ୭୩ଟି!-->…
୫ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ, ପ୍ରତ୍ୟାହାର ହେଲା ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।
ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ…
ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କଲେ ଖଡ଼ଗେ
ଭୁବନେଶ୍ୱର: ରାଜ୍ୟ ଅତିଥି ଭବନରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କରିଛନ୍ତି | ୨୦୨୪ ନିର୍ବାଚନକୁ ନେଇ ବୈଠକରେ ଆଲୋଚନା ହୋଇଥିବାବେଳେ ବୈଠକରେ ସିପିଆଇ ନେତା ଅଭୟ ସାହୁ, ସିପିଆଇଏମର ନେତା…
ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ପ୍ରଥମ ପୁରସ୍କାର…
ଭୁବନେଶ୍ୱର: ପ୍ରଥମ ସ୍ଥାନ ହାସଲ କଲା ଓଡ଼ିଶା ପ୍ରଜ୍ଞାପନ ମେଢ । ଗଣତନ୍ତ୍ର ଦିବସରେ ପରେଡରେ ଚଳିତ ଥର ସ୍ଥାନ ପାଇଥିବା ଓଡ଼ିଶାର ପ୍ରଜ୍ଞାପନ ପ୍ରଥମ ସ୍ଥାନ ହାସଲ କରିଛି । ନାରୀ ସଶକ୍ତିକରଣ ଉପରେ ଅଧାରିତ ଓଡ଼ିଶାର ପ୍ରଜ୍ଞାପନ ମେଢ ବିଚାରକ ମଣ୍ଡଳି ଦ୍ବାରା ଶ୍ରେଷ୍ଠ…
ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ଫେବୃଆରୀ ୨୭ରେ ନିର୍ବାଚନ
ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୫୬ଟି ଆସନ ମଧ୍ୟରେ ଓଡିଶାର ତିନୋଟି ରହିଛି
ସେହିପରି ଉତ୍ତରପ୍ରଦେଶର…
୩୦, ୩୧ରେ ଘନ କୁହୁଡି; ୧ ଓ ୨ରେ ବର୍ଷା..!
ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ସୁବର୍ଣ୍ଣପୁରରେ ଛାତ୍ରଛାତ୍ରୀଙ୍କ ସହ ସାମିଲ ହେଲେ ରାଜ୍ୟପାଳ…
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ମହାମହିମ ରାଜ୍ୟପାଳ ରଘୁବର ଦାସ । ଜିଲ୍ଲାର ହରଡଖୋଲ ସ୍ଥିତ ପଥ ପାର୍ଶ୍ବ ସୁବିଧା କେନ୍ଦ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସହ ଆଲୋଚନା କରିଥିଲେ । ପରେ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପ୍ରଧାନମନ୍ତ୍ରୀ ଙ୍କ ଦ୍ଵାରା…