Browsing Category

ଓଡିଶା

ଏମ୍ସ ଭୁବନେଶ୍ୱରରେ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ…

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅ ଛାଡ଼ି ପଳାଇଗଲେ ବାପା…

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌କୁ ଅବଗତ କରାଇଛି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ…

ଏପଟେ ସମଲେଇ ପ୍ରକଳ୍ପ ଲୋକାର୍ପିତ, ସେପଟେ ବିସ୍ଥାପିତଙ୍କ ପ୍ରତିବାଦ

ସମ୍ବଲପୁର : ମହାଆଡମ୍ୱରେ ଲୋକାର୍ପିତ ହୋଇଛି ମାଆ ସମଲେଇ ପ୍ରକଳ୍ପ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ। ହେଲେ ଏଥିରେ ଦେଖିବାକୁ ମିଳିଥିଲା ବିଚିତ୍ର ଚିତ୍ର। ଏପଟେ ସମଲେଇ ପ୍ରକଳ୍ପ ପାଇଁ ଲୋକାର୍ପଣ ଚାଲିଥିଲା। ସେପଟେ ପ୍ରକଳ୍ପ ପାଇଁ ବିସ୍ଥାପିତ…

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ଦେବଗଡ଼ : ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର…

ଜଳିଗଲା କାର୍‌, ୪ ଜୀବନ୍ତ ଦଗ୍ଧ

ଚଣ୍ଡୀଗଡ଼ : ପଞ୍ଜାବର ହୋସିଆରପୁରରେ ଗତରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ କାର୍‌ରେ ନିଆଁ ଲାଗିବା ଯୋଗୁ ଘଟଣାସ୍ଥଳରେ କାର୍‌ଟି ଜଳି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ୍‌ ମାମଲାର ଯାଞ୍ଚ ଆରମ୍ଭ କରିଛି।ଏହି ଭୟଙ୍କର ଦୁର୍ଘଟଣା ହୋସିଆରପୁରର

ଆଗାମୀ ୬ ଦିନ ପାଗ ଶୁଖିଲା ରହିବ, କମିବ ରାତି ତାପମାତ୍ରା….

ଭୁବନେଶ୍ବର: ତିନି ଦିନ ପରେ ଆଜି ପାଗରେ ପରିବର୍ତ୍ତନ ଘଟିଛି । କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା ଫଳରେ ଜାଡରେ କଲବଲ ହୋଇଯାଉଥିଲେ ଲୋକେ । ହେଲେ ଆଜି ଖରା କାରଣରୁ କୋହଲା ପାଗ ଓ ଥଣ୍ଡା ପବନରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ

ଆସନ୍ତାକାଲି ସମଲେଇ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ନିୟୋଜିତ ହେବ ୩୫ ପ୍ଲାଟୁନ ଫୋର୍ସ…

ସମ୍ବଲପୁର : ସଜେଇ ହେଉଛି ସମଲେଶ୍ୱରୀ ପୀଠ । ଆସନ୍ତା କାଲି ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ନିୟୋଜିତ ହେବ

ଚିଲିକା ମଧ୍ୟରେ ଡଙ୍ଗାରୁ ଖସି ପଡି ଚାଳକ ମୃତ

ଟାଙ୍ଗି : ଚିଲିକା ମଧ୍ୟରେ ଡଙ୍ଗାରୁ ଖସି ଡଙ୍ଗା ଚାଳକ ମୃତ | ମୃତ ଡଙ୍ଗା ଚାଳକଙ୍କ ନାମ ମୁନା ଦିହୁଡ଼ି (୩୩)। ସେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ସାମନ୍ତରାୟପୂର ଅଂଚଳର ବୋଲି ଜଣାଯାଇଛି । ମୃତ୍ୟୁର କାରଣ ଜଣାପଡିନାହିଁ । ସବୁଦିନ ପରି ଜୀବନ ଜୀବିକା ପାଇଁ ସେ ଚିଲିକା

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଭିଭାଷଣ ପଢି ଗୌରବ ଆଣିଲେ ଓଡ଼ିଆ ଝିଅ

କଟକ: କଟକ ତଥା ସମଗ୍ର ଓଡିଶା ପାଇଁ ଗୌରବ ଆଣିଲେ ଓଡିଆ ଝିଅ ବର୍ଣ୍ଣାଳୀ ସାହୁ । ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ‘ବୀର ଗାଥାର ତୃତୀୟ ସଂସ୍କରଣ’ ପ୍ରତିଯୋଗିତାର ସମ୍ମାନ ପ୍ରଦାନ ଉତ୍ସବରେ ପ୍ରତିରକ୍ଷାମନ୍ତ୍ରୀଙ୍କ ଅଭିଭାଷଣ ପଢି ଚର୍ଚ୍ଚାରେ ଏବେ