Browsing Category

ଓଡିଶା

ଆଗାମୀ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା, ୧୧ ରୁ ପୁଣି ବଢିବ ତାତି

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ଆଣିଛି ତାତିରୁ ଆଶ୍ବସ୍ତି । ଗତକାଲି ଠାରୁ ରାଜ୍ୟରେ ବିକ୍ଷିପ୍ତ ବର୍ଷା ପ୍ରଭାବରେ କମିଛି ତାପମାତ୍ରା । ରାଜ୍ୟର କିଛି ଅଞ୍ଚଳରେ ବଜ୍ରପାତ, କୁଆପଥର ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ତାତି କମାଇଛି । ଆଗାମୀ ୨ଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ…

ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ଵର: ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂ ନବୀନ ନିବାସ ଆସି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ…

ଦ୍ୱାରଶୁଣି ଘାଟିରେ ପାହାଡରେ ପିଟିହେଲା ବସ୍, ୨୦ରୁ ଅଧିକ ଶ୍ରମିକ ଆହତ

ମୟୂରଭଞ୍ଜ: ଭାରସାମ୍ୟ ହରାଇ ପାହାଡରେ ପିଟି ହେଲା ଯାତ୍ରୀବାହୀ ବସ୍ । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାର…

ଖୋର୍ଦ୍ଧା ଓ ବ୍ରହ୍ମପୁରରେ ନିଯୁକ୍ତ ହେଲେ ଦୁଇ ନୂଆ ଏସପି

ଖୋର୍ଦ୍ଧା : ଦୁଇ ଜିଲ୍ଳାର ଏସ୍‌ପି ବଦଳାଇଲେ ନିର୍ବାଚନ କମିଶନ । ଖୋର୍ଦ୍ଧା ଓ ବ୍ରହ୍ମପୁର ପାଇଁ ଦୁଇ ନୂଆ ଏସପି ନିଯୁକ୍ତ ହୋଇଛନ୍ତି। ସାର୍ଥକ ଷଡ଼ଙ୍ଗୀ ହେଲେ ବ୍ରହ୍ମପୁର ଏସ୍‌ପି । ଅବିନାଶ କୁମାର ହେଲେ ଖୋର୍ଦ୍ଧାର ନୂଆ ଏସ୍‌ପି । ୨୦୦୭ ବ୍ୟାଚ୍ ଆଇପିଏସ୍ ସାର୍ଥକ ଷଡଙ୍ଗୀ ଏବେ…

ଛତିଶଗଡ଼ ସୀମାରୁ ୬ ମାଓବାଦୀ ଗିରଫ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ପୋଲିସ ଓ ସିଆରପିଏଫ୍ କୋବ୍ରା ବାହିନୀଙ୍କ ମିଳିତ ଅପରେସନରେ ଓଡ଼ିଶା ଛତିଶଗଡ଼ ସୀମାରୁ ମାଓବାଦୀଙ୍କ କ୍ୟାମ୍ପ ଠାବ ସହ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି । ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ…

ଲାଓସରେ ଫସିଥିବା ୧୭ ଓଡ଼ିଆ ଶ୍ରମିକ ଭାରତୀୟ ରାଷ୍ଟ୍ରଦୂତଙ୍କ ହସ୍ତକ୍ଷେପ ପରେ ଘରକୁ ଫେରିଲେ

ଭୁବନେଶ୍ବର: ଲାଓସରେ ଫସି ରହିଥିବା ୧୭ ଜଣ ଓଡ଼ିଆ ଶ୍ରମିକ ଓଡ଼ିଶା ଫେରିଛନ୍ତି। ଲାଓସରୁ ସେମାନେ ବ୍ୟାଙ୍ଗକକ୍‌ ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ପୁଣି ଏକ ଅନ୍ୟ ବିମାନରେ ଆଜି କୋଲକାତାରେ ପହଞ୍ଚି ଥିଲେ। ଓଡ଼ିଆ ଶ୍ରମିକମାନେ କୋଲକାତାରୁ ନିଜନିଜ ବ୍ୟବସ୍ଥାରେ ଘରକୁ ଫେରୁଛନ୍ତି।…

ଗାଁ ଗାଁ ବୁଲି ମନ୍ଦିରରୁ ଚୋରି କରୁଥିବା ୭ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ

ବାଲେଶ୍ୱର: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାର ମନ୍ଦିର ଲୁଟ୍ ଘଟଣାରେ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହେଲା ପୋଲିସ। ସେମାନଙ୍କଠାରୁ ଠାକୁରଙ୍କ ଅଳଙ୍କାର ଜବତ କରାଯାଇଛି। ଜବତ ଅଳଙ୍କାରର ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ…

ଭୁବନେଶ୍ବର ସମେତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଭୁବନେଶ୍ବର: ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ କରିଛନ୍ତି। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପ୍ରାୟ ୧ ଘଣ୍ଟା ଧରି ବଜ୍ରପାତ ସହିତ ହାଲୁକା ବର୍ଷା ହୋଇଛି। କାଳବୈଶାଖୀ ବର୍ଷା ଯୋଗୁଁ…

ଦେବଗଡ଼ ଜିଲ୍ଲାବାସୀଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିବାକୁ ଆସିଛି: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦେବଗଡ଼ ବିଧାନସଭା ମଣ୍ଡଳୀରେ ତାଙ୍କ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଶ୍ରୀ ପ୍ରଧାନ ତାଙ୍କ ଅଭିଭାଷଣ ପୂର୍ବରୁ ‘ଓଡ଼ିଶା ପରିବର୍ତ୍ତନ’ ଶୀର୍ଷକ କୈଳାଶ ଖେରଙ୍କ ସଂଗୀତର…

କଂଗ୍ରେସର ନ୍ୟାୟପତ୍ର ନିଷ୍ପେସିତ ଜନତାଙ୍କ ସ୍ୱର: ବବିତା ଶର୍ମା

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସମୟରେ ଜନସାଧାରଣଙ୍କ ସହିତ ତାଙ୍କର ଭାବ ବିନିମୟକୁ ଆଧାର କରି ଭାରତୀୟ ଜାତୀୟ କଂଗ୍ରେସ ତା’ର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିଛି । ବିଶେଷ କରି ଯୁବ ନ୍ୟାୟ, ନାରୀ ନ୍ୟାୟ, କୃଷକ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଭାଗିଦାରୀ ନ୍ୟାୟ…