Browsing Category

ଓଡିଶା

ରାହୁଲଙ୍କ ନାଁରେ ମାମଲା ରୁଜୁ; ଅମିତ ଶାହଙ୍କୁ ଚିଠି ଲେଖିଲେ ଖଡଗେ…

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୁଲିସ୍‌ ସହ ମୁହାଁମୁହିଁ ହେବା ତଥା ଭିଡ଼କୁ ଉସକାଇବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧି, କେସି ବେଣୁଗୋପାଳଙ୍କ ସମେତ ଶତାଧିକ ଦଳୀୟ କର୍ମୀଙ୍କ

ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି।

କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ…

କଟକ : ଆଉ ନାହାନ୍ତି ବିଶିଷ୍ଟ ଡାକ୍ତର ଭୁବନାନନ୍ଦ ମହାରଣା । ପରଲୋକରେ କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶୁକ୍ରବାର ବ୍ରେନ

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୨୮୬ଟି ସ୍କୁଲ ଲୋକାର୍ପିତ…

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା…

ନବମ ଦିନରେ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା…

ବରଗଡ଼ : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ ଯାତ୍ରା କରିଛନ୍ତି ।…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା…

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ଓ ପରାକ୍ରମ ଦିବସ…

ଭୁବନେଶ୍ୱର : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ନେତାଜୀ ଜୟନ୍ତୀ। ଏହି ଅବସରରେ କଟକ ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନ ସଜେଇ ହୋଇଛି। ଏହି ମହାନ ସ୍ୱାଧୀନତା…

୨୬ରୁ ଆଦିବାସୀ ମେଳା,୧୧ଦିନ ଚାଲିବ…

ଭୁବନେଶ୍ୱର : ଆସନ୍ତା ୨୬ତାରିଖରୁ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଆଦିବାସୀ ପଡ଼ିଆରେ ଏହି ମେଳା ୧୧ଦିନ ଧରି ଚାଲିବ । ଏହି ମେଳା ଅପରାହ୍ନ ସାଢ଼େ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ରାଜ୍ୟ ଅନୁସୂଚିତ ଜାତି…