Browsing Category

ଓଡିଶା

ପୁରୀରେ କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ

ପୁରୀ: ପୁରୀରେ ପହଞ୍ଚି ଜଗନ୍ନାଥ ଦର୍ଶନ କରିଛନ୍ତି କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ। ଜଗନ୍ନାଥ ମନ୍ଦିର ଆସି କେହି ଖାଲି ହାତରେ ଫେରେ ନାହିଁ ବରଂ ମହାପ୍ରଭୁ ବୁଦ୍ଧି, ବଳ,ଶକ୍ତି,ସାହସ ଦେଇଥାନ୍ତି ବୋଲି ଖୁବ୍ ଭାବବିହ୍ୱଳ ହୋଇ କହିଛନ୍ତି। ସେପଟେ…

କନ୍ଧମାଳରେ ମେଗା ନିଯୁକ୍ତି ମେଳା ଆୟୋଜିତ, ଯୋଗ ଦେଲେ ୨୦ ହଜାରରୁ ଊର୍ଦ୍ଧ୍ୱ ଯୁବକ ଯୁବତୀ

କନ୍ଧମାଳ : କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସଫଳତାର ସହ ମେଗା ନିଯୁକ୍ତି ମେଳା ଆୟୋଜିତ ହୋଇଛି । ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ କ୍ରମେ କିଟ୍ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ସହଯୋଗରେ ଫୁଲବାଣୀଠାରେ ମେଗା ନିଯୁକ୍ତି ମେଳା ସଫଳତାର ସହ ଆୟୋଜିତ…

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ…

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି ଓଡ଼ିଶାର…

ଫତେଗଡ଼ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଯାଉଥିଲେ, ପାହାଡରେ ଓଲଟି ପଡ଼ିଲା ଟ୍ରାକ୍ଟର

ପାହାଡ଼ ଉପରେ ନିର୍ମାଣ କରାଯାଇଛି ଭବ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର। ସେହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଟ୍ରାକ୍ଟରରେ ଯାଇଥିଲେ ଶ୍ରଦ୍ଧାଳୁ। ହେଲେ ପାହାଡ଼ ଉପରକୁ ଯାଇଥିବା ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟି ପଡ଼ିଥିଲା। ଫଳରେ ୧୫ରୁ ଅଧିକ…

୧୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ଡିଲ୍‌ ବେଳେ ମାଡ଼ି ବସିଲା ବନ ବିଭାଗ…

୧୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ଡିଲ୍‌ ବେଳେ ମାଡ଼ି ବସିଲା ବନ ବିଭାଗ। ଏହି ଅଭିଯୋଗରେ ଜଣକୁ ଗିରଫ କରିଛି। ଏପରି ଅଭିଯୋଗ ନବରଙ୍ଗପୁରରୁ ଆସିଛି। ସପ୍ତାହ ଭିତରେ ଏହା ହେଉଛି ଦ୍ୱିତୀୟ ଘଟଣା। ଯାହାକୁ ନେଇ ପରିବେଶବିତଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଉଛି।…

ଟ୍ରକ୍ ଧକ୍କାରେ ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ

ଭଦ୍ରକ: ଭଦ୍ରକରେ ଝିପିଝିପି ବର୍ଷା ସହ କୋହଲା ପାଗ ଲାଗି ରହିଥିବା ବେଳେ ୧୬ନମ୍ୱର ଜାତୀୟ ରାଜପଥ ରାଣିତାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକକୁ ପିଟିଲା ଟ୍ରକ। ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ । ସୂଚନା ଅନୁସାରେ, ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍…

ପୋଲିସ ପଦକ ଘୋଷଣା, ୨ ଆଇଜିଙ୍କ ସମେତ ୨୦ ପୁଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ…

ଭୁବନେଶ୍ଵର: ୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ମୋଟ ୨୦ ଜଣ ପୋଲିସ୍ କର୍ମଚାରୀଙ୍କୁ ପ୍ରଦାନ କରାଯିବ ରାଜ୍ୟପାଳ ପଦକ। ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍…

ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ଗଠନ…

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ ସମୟ । ସେଥିପାଇଁ ସବୁ ଦଳ ଏବେ ସଜବାଜ ହେଉଛନ୍ତି । ଜାନୁୟାରୀ ୨୩, ୨୦୨୪ ଏବଂ ଜାନୁୟାରୀ ୨୫, ୨୦୨୪ ରେ ଭୁବନେଶ୍ୱରରେ ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ ପିସିସି ସଭାପତି…

୪ର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆଇଟି ରେଡ୍

ରାଉରକେଲା: ଚତୁର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଚାଲିଛି ଆଇଟି ବିଭାଗର ରେଡ । ଓଡିଶାର ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ରେଡ୍ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଯବାନ ସାମିଲ ହୋଇଛନ୍ତି । ଏଯାବତ୍ ଘନଶ୍ୟାମଙ୍କ ଘରୁ ମିଳିଲାଣି ୫କୋଟି…

ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ, ୨୦୨୨ରେ ଶିବକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଥିଲା…

ଭୁବନେଶ୍ୱର : ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ । ଗିରଫ ନିଶା ବେପାରୀର ଜବତ ନଗଦ ଟଙ୍କା ଓ ବ୍ୟାଙ୍କ ଜମା ଟଙ୍କାକୁ ବାଜ୍ୟାପ୍ତ କରାଯାଇଛି । ୭୪ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତ ହୋଇଛି । ବ୍ରାଉନସୁଗର କାରବାର କରି ଗିରଫ ହୋଇଥିଲା ଖୋର୍ଦ୍ଧା…