Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ…
ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ…
ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ…
କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା…
ଗରିବ ଲୋକଙ୍କ ସହ ଖେଳ ସରକାର ଦେଉଥିବା ଚାଉଳ ଓଜନ ରେ ଠକେଇ…..!
ଅଧିକାରୀ ନେତାଙ୍କ ଆଶୀର୍ବାଦ ରେ ଚାଲିଛିଏହି ଘୋଟାଲା…
ବ୍ରହ୍ମପୁର : ଗରିବଙ୍କ ମୁହଁ ରେ ହସ ଫୁଟାଉଥିବାର ବାଃ ବାଃ ନେଉଥିବା ସରକାର ଙ୍କ ମାଗଣା ଚାଉଳ ଯୋଜନା ପ୍ରହସନ ଓ ନେତା ଅଧିକାରୀ ଙ୍କ ଯୋଗୁଁ ଓଜନ ରେ ଠକେଇ ଅଭିଯୋଗ।ଆସିକା ବ୍ଲକରେ ୨୭ଟି ପଞ୍ଚାୟତ ଓ ଏନ.ଏ. ସିରେ ୧୮ ୱାର୍ଡ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ
ଭୁବନେଶ୍ବର: ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ…
ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ
ଭୁବନେଶ୍ୱର : ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍ କରି ଫସାଉଥିଲେ। ନିଜକୁ…
ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼…
ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା…
କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଚାରିଲେ-‘ଏ ମାହଲ ମାଣ୍ଡା…
ଭୁବନେଶ୍ୱର,୨୦।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଚୟନ…
କଲରାପତରିଆ ବାଘର ଛାଲ ଜବତ…
ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ରାଣୀପଥ ଗାଁ ନିକଟରେ ଏସ୍ଟିଏଫ୍ ଟିମ୍ ଆଜି ଚଢ଼ାଉ କରି ଗୋଟିଏ କଲରାପତରିଆ ବାଘର ଛାଲ ଜବତ କରିଛି। ଏହା ସହିତ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଗିରଫ ଅଭିଯୁକ୍ତଙ୍କ ନାଁ ଗୌତମ ବେହେରା (୫୫)। ତାଙ୍କ ଘର…
ଯୌତୁକ ପାଇଁ ବଧୂହତ୍ୟା, ଶାଶୁଘର ଲୋକେ ଫେରାର
ସାତ ଜନମର ସାଥୀ ହେବା ପାଇଁ କେତେ ଆଶା ନେଇ ଆସିଥିଲେ ଗୀତା! ହେଲେ ସାତ ଜନମ କଣ, ଏଇ ଜନ୍ମରେ ସାଥ୍ ଦେଇପାରିଲାନି ଜୀବନ ସାଥୀ। ଯୌତୁକ ପାଇଁ ପତ୍ନୀକୁ ମାରିଦେଲା! ଅଳତା ଲିଭିବା ଆଗରୁ ଗାଁ ଶ୍ମଶାନରେ ଜଳିଲା ଜୁଇ! ମାମଲା ଥାନାକୁ ଗଲା ପରେ ଶାଶୁ ଘର ଲୋକେ ଫେରାର।…
ଶାମ୍ୱ ଦଶମୀରେ ଅର୍କ କ୍ଷେତ୍ରରେ ବୁଲିଲା ସୂର୍ଯ୍ୟ ରଥ…
କୋଣାର୍କ : ଆଜି ହେଉଛି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ହୋଇଛି ସୂର୍ଯ୍ୟ ପୂଜା। ମହିଳାମାନେ ନିଜ ପରିବାରକୁ ବ୍ୟାଧି ମୁକ୍ତ ରଖିବା ପାଇଁ ସକାଳେ ସୂର୍ଯ୍ୟ, ମଧ୍ୟାହ୍ନ ସୂର୍ଯ୍ୟ ଓ ଅପରାହ୍ନ ସୂର୍ଯ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ପୂଜା କରିଛନ୍ତି। ଏଥିସହ ସୂର୍ଯ୍ୟ ଦେବଙ୍କ…