Browsing Category

ଓଡିଶା

କ୍ରିପ୍ଟୋ କରେନ୍ସି କାରବାର ନାଁରେ ନୀରିହ ଲୋକଙ୍କ ଭବିଷ୍ୟତ ସହ ଖେଳିଥିବା ପ୍ରଶାନ୍ତଙ୍କ ସହ ୭ ଗିରଫ

ବଲାଙ୍ଗୀର : ପ୍ରଶାନ୍ତ ମେହେର 12th ଫେଲ୍‌ ! କିନ୍ତୁ କ୍ରିପ୍ଟୋ କରେନ୍ସି କାରବାର ନାଁରେ ନୀରିହ ଲୋକଙ୍କ ଭବିଷ୍ୟତ ସହ କରୁଥିଲା ଖେଳ। ଆଉ ଲୋଭ ଦେଖାଇ ଲୁଟି ନେଇଥିଲା ୧୦ କୋଟିରୁ ଅଧିକ ଟଙ୍କା। ସେହି ଟଙ୍କାରେ ନାମୀଦାମୀ ଗାଡ଼ି କିଣି କରୁଥିଲା ଅୟସ୍‌। ଏପରି ଅଭିଯୋଗ…

ଆଗାମୀ ତିନି ଦିନ ପଡ଼ିବ ଘନ କୁହୁଡ଼ି, ୨୬ ଯାଏଁ ଅଛି ବର୍ଷା…

ଭୁବନେଶ୍ବର : ଆଗାମୀ ତିନି ଦିନ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ଆଗାମୀ ୬ ଦିନ ଯାଏ ଅର୍ଥାତ୍ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକା…

ବାପାଙ୍କ ପରେ ‘ଜଙ୍ଘା ବଡ଼ଦେଓ’ଙ୍କୁ କାନ୍ଧେଇଲେ ବିଧାୟିକା ଦୀପାଳି ଦାସ

ଝାରସୁଗୁଡ଼ା : ବାପା ସ୍ୱର୍ଗତ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ‘ଜଙ୍ଘା ବଡ଼ଦେଓ’ଙ୍କୁ ପୂଜା କରିଛନ୍ତି ବିଜେଡି ବିଧାୟିକା ଦୀପାଳି ଦାସ। ସେ ଖାଲି ପୂଜା କରିନାହାନ୍ତି, ‘ଜଙ୍ଘା ବଡ଼ଦେଓ’ଙ୍କୁ କାନ୍ଧେଇ ନୃତ୍ୟ ପରିବେଷଣ କରିଛନ୍ତି। ବାପାଙ୍କ କଥା ମନେ ପକାଇ ଭାବ ବିହୋଳ…

ଆରପାରିରେ ପୂର୍ବତନ ସାଂସଦ ଅନାଦି ଚରଣ ସାହୁ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅନାଦି ଚରଣ ସାହୁ | ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ ଅନାଦି | କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି…

ଜାନୁଆରୀ ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ…

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଖଡଗେଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃ୍ଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିଛି । କଂଗ୍ରେସ ସଭାପତି ହେବା ପରେ ଏହା…

ବିଭିନ୍ନ ଯୋଜନାରେ ନାଗରିକଙ୍କୁ ଋଣ ପ୍ରଦାନ କରାଯାଇ ସଶକ୍ତ ଓ ସ୍ୱାବଲମ୍ବୀ କରାଯାଉଛି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର/ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ସମ୍ବଲପୁର ଗସ୍ତ କରିଛନ୍ତି। ଏହି ଗସ୍ତ କାଳରେ ସେ ଋଣ ସମ୍ପ୍ରସାରଣ ମେଳାରେ ଯୋଗ ଦେଇଛନ୍ତି। ଏହି ଅବସରରେ ‌କେନ୍ଦ୍ରମନ୍ତ୍ରୀ ୭୦,୭୬୯ ଜଣ ଗ୍ରାହକଙ୍କୁ ୨୨୮୯ କୋଟି ଟଙ୍କାର ଋଣ ପ୍ରଦାନ…

୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪୬୦୦ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪ ହଜାର ୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପ୍ରକଳ୍ପ ଦ୍ୱାରା ଚାଷୀମାନେ ବହୁଳ ଭାବେ ଉପକୃତ ହେବେ।…

୪୦୭୮ କୋଟି ଟଙ୍କାର ଭବନ, ୮ଟି ଘରୋଇ ଜେଟ୍‌

ଆବୁଧାବି: ଆବୁଧାବି ରାଜ ପରିବାର ଇଂଲଣ୍ଡ ଫୁଟବଲ କ୍ଲବ୍ ମାଞ୍ଚେଷ୍ଟର ସିଟିର ମାଲିକ ଏବଂ ତାଙ୍କର ମୁକେଶ ଅମ୍ବାନୀ ଓ ଗୌତମ ଆଦାନୀଙ୍କଠାରୁ ଅଧିକ ସମ୍ପତ୍ତି ରହିଛି। ଦୁନିଆର ସବୁଠାରୁ ଧନୀ ପରିବାର ପାଖରେ ଏକ ରାଷ୍ଟ୍ରପତି ଭବନ ରହିଛି ଯାହାର ଆକାର ପେଣ୍ଟାଗନଠାରୁ…

କ୍ରିକେଟ୍‌ ବ୍ୟାଟ୍‌ରେ ପିଟିପିଟି ଯୁବକଙ୍କୁ ହତ୍ୟା; ଅନ୍ୟ ଜଣେ ଆହତ, ଅଭିଯୁକ୍ତ ଫେରାର…

ସୋନପୁର: କ୍ରିକେଟ୍‌ ବ୍ୟାଟ୍‌ରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧୀନ ମେଣ୍ଡା ଗାଁରେ ଆଜି ଅପରାହ୍‌ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ହେଲେ ସନ୍ତୋଷ ହାତୀ। ଅନ୍ୟ ଜଣେ ଆହତ ଥିବା ବେଳେ ଅଭିଯୁକ୍ତ ଫେରାର…

ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର…