Browsing Category

ଓଡିଶା

ପ୍ରଥମ ଥର ପାଇଁ ଶନିବାର ଖୋଲିଲା ଷ୍ଟକବଜାର

ମୁମ୍ବାଇ : ଆସନ୍ତା ସୋମବାର (ଜାନୁଆରି ୨୨)ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ପାଇଁ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ କାରବାର ବନ୍ଦ ରହିବ। ଅନ୍ୟପକ୍ଷରେ ଶନିବାର ( ଜାନୁଆରି ୨୦)ରେ ପ୍ରଥମ ଥର…

ପ୍ରାଣପ୍ରତିଷ୍ଠା ଦିନ ବନ୍ଦ ରହିବ ୨୦୦୦ ଟଙ୍କିଆ ନୋଟ ବଦଳ, ରିଜର୍ଭ ବ୍ୟାଙ୍କର ଘୋଷଣା…

ମୁମ୍ବାଇ : ଆସନ୍ତା ସୋମବାର (ଜାନୁଆରି ୨୨)ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ପାଇଁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସେଦିନ ରିଜର୍ଭ ବ୍ୟାଙ୍କ ବି ଅଧାଦିନ ବନ୍ଦ ରହିବ। ଏହାକୁ ଦୃଷ୍ଟିରେ ରଖି…

ଇସ୍ରାଏଲର କ୍ଷେପଣାସ୍ତ୍ର ଆକ୍ରମଣରେ ଇରାନର ଚାରି ଜଣ ଅଧିକାରୀ ମୃତ…

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଦେଶଗୁଡିକ ମଧ୍ୟରେ ତିକ୍ତ ହେଉଛି ସମ୍ପର୍କ। ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ମଧ୍ୟରେ ମୁଣ୍ଡ ଟେକିଛି ଇରାନ। ଚାରି ଦିନ ତଳେ ଇରାନ ଇସ୍ରାଏଲ ଗୁପ୍ତଚର ମୁଖ୍ୟାଳୟ ଉପରେ ଟାର୍ଗେଟ କରିଥିବା ବେଳେ ଏବେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି।…

ମିଆଁମାର୍‌ରୁ ଆସି ମିଜୋରାମରେ ଆଶ୍ରୟ ନେଇଛନ୍ତି ୬୦୦ ସୈନିକ…

ମିଆଁମାର : ମିଆଁମାର୍‌ରେ ଦିନକୁ ଦିନ ବଢ଼ି ଚାଲିଛି ବିଦ୍ରୋହ। ଏଠାରେ ଜୁଣ୍ଟା-ଶାସନ ସହ ସେମାନଙ୍କ ଲଢ଼େଇ ଜାରି ରହିଛି। ଏହାରି ଭିତରେ ମିଆଁମାର୍‌ ସେନାର ଶହ ଶହ ସୈନିକ ଭାରତ ଆଡକୁ ପଳାୟନ କରିଛନ୍ତି। ଏନେଇ ମିଜୋରାମ ସରକାର କେନ୍ଦ୍ର ସରକାରଙ୍କୁ ସତର୍କ କରାଇଛନ୍ତି।…

ରାମଲଲାଙ୍କ ଭାଇରାଲ ଫଟୋକୁ ନେଇ ରାଗିଗଲେ ମୁଖ୍ୟ ପୂଜକ…

ଅଯୋଧ୍ୟା : ଆଉ ଦିନକ ପରେ ଅଯୋଧ୍ୟାରେ ହେବ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ତେବେ ଏହା ପୂର୍ବରୁ ଭଗବାନ ରାମଙ୍କ ଫଟୋ ସୋଶାଲ ମିଡଆରେ ଜୋରେସୋର୍‌ରେ ଭାଇରାଲ ହେଉଛି। ଏହାକୁ ନେଇ ଏବେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରର ମୁଖ୍ୟ ପୂଜକ ରାଗି ଯାଇଛନ୍ତି। ପ୍ରାଣ ପ୍ରତିଷ୍ଠା…

ବନ୍ଦ ହେବ ଅନୁପ୍ରବେଶ, ମିଆଁମାର ସୀମାରେ ଲାଗିବ ତାରବାଡ଼…

ବନ୍ଦ ହେବ ଅନୁପ୍ରବେଶ। ଆଉ ମିଆଁମାରରୁ ଭାରତକୁ ଆସିପାରିବେନି ଅନୁପ୍ରବେଶକାରୀ। ଭାରତ-ମିଆଁମାର ସୀମାରେ ଲାଗିବ ତାରବାଡ଼। ଆଜି ଏଭଳି କିଛି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦେଶ ମଧ୍ୟରେ ସହଜ ଗମନାଗମନକୁ ରୋକିବା ପାଇଁ ଏହି ପଦକ୍ଷେପ ନିଆଯିବ।…

ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍‌ ବିକ୍ରି କଲେ ରଦ୍ଦ ହେବ ଲାଇସେନ୍ସ…

ନୂଆଦିଲ୍ଲୀ : ଆଣ୍ଟିବାୟୋଟିକ୍‌ର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍‌ ଆଣିବା ପରେ ଆକ୍ସନ ମୁଡକୁ ଆସି ଯାଇଛନ୍ତି ରାଜ୍ୟ ସରକାର। ଏଣିକି ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍‌ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ…

‘ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି ।…

ରାତିରେ ବୁଲିପାରିବେ ଚନ୍ଦକା ଅଭୟାରଣ୍ୟ, ଆରମ୍ଭ ହେବାକୁ ଯାଉଛି ‘ନାଇଟ ନକଚରାଲ ଟ୍ରେଲ’

ଭୁବନେଶ୍ବର: ଏଣିକି ରାତିରେ ବୁଲିହେବ ଚନ୍ଦକା ଅଭୟାରଣ୍ୟ। ଭରତପୁର ସଫାରୀରେ ଆରମ୍ଭ ହେବ ନାଇଟ ନକଚରାଲ ଟ୍ରେଲ। ଜାନୁଆରୀ ୨୯ ତାରିଖରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ସେ କହିଛନ୍ତି, ଚନ୍ଦକା-କମପଡ଼ା…

ଶିମିଳିପାଳରୁ ମାଳ ମାଳ ଦେଶୀ ବନ୍ଧୁକ ଜବତ…

ବାରିପଦା: ବେଆଇନ ବନ୍ଧୁକ କାରବାରକୁ ରୋକିବାରେ ମୟୂରଭଞ୍ଜ ପୋଲିସକୁ ବଡ ସଫଳତା । ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଅଞ୍ଚଳରୁ ପୁଣି ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳ ଅଭୟାରଣ୍ୟରେ ପୁଲିସ ପକ୍ଷରୁ ନଭେମ୍ବର ଓ ଡିସେମ୍ବର ମାସରେ ସର୍ଚ୍ଚ ଅପରେସନର ତୃତୀୟ…