Browsing Category

ଓଡିଶା

ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ରେଡ୍‌…

ଢେଙ୍କାନାଳ : ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ତନାଘନା ଚଢ଼ାଉ ଜାରି ରହିଛି । ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ଟିମ ଅନୁଗୁଳ ପକ୍ଷରୁ ଏହି ଚଢାଉ କରାଯାଉଛି । ବାଜି ଚୌକ ଛକ ନିକଟରେ ଥିବା ପାତ୍ର ଏଜେନ୍ସିର ଦୁଇଟି ଚପଲ ଗୋଦାମ ଉପରେ ଏହି ଚଢାଉ…

ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟ୍‌, ଜଣେ ଗିରଫ…

ଭୁବନେଶ୍ଵର: ସାଇବର ଲୁଟେରାଙ୍କ ନୂଆ ତରିକା । ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଜଣେ ଲୁଟେରାଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଯୁବକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଜବତ କରିଛି ପୋଲିସ । ସୂଚନା ଅନୁସାରେ, ମାଟ୍ରିମୋନି…

ASO ମାମଲାରେ ରାଜ୍ୟ ସରକାର, OPSC ଓ ଅନ୍ୟ ପ୍ରତିପକ୍ଷଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍…

କଟକ : ସୁପ୍ରିମକୋର୍ଟରେ ଓଡ଼ିଶା ଆସିଷ୍ଟାଣ୍ଟ ସେକ୍ସନ ଅଫିସର-ASO ଚୟନ ମାମଲା । ମାମଲାକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମ୍ କୋର୍ଟ । ରାଜ୍ୟ ସରକାର, OPSC ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ କରିଛନ୍ତି ସୁପ୍ରିମକୋର୍ଟ। ଜବାବ ଦାଖଲ କରିବାକୁ ସମସ୍ତ…

ଜଳିବ ୭ ଫୁଟ୍ ଉଚ୍ଚତା ସହ ୧୩ ଫୁଟ୍ ଚଉଡାର ବିରାଟ ଦୀପ…

ଭଦ୍ରକ: ଆସନ୍ତା ୨୨ ତାରିଖରେ ଭାରତର ଇତିହାସରେ ଯୋଡା ହେବାକୁ ଯାଉଛି ଏକ ନୂଆ ଅଧ୍ୟାୟ । ଏହି ଦିନ ଅଯୋଧ୍ୟାର ବହୁପ୍ରତୀକ୍ଷିତ ନବନିର୍ମିତ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଯାହାକୁ ନେଇ ବର୍ତ୍ତମାନ ସାରା ଭାରତ ଏବଂ ବିଶ୍ବରେ…

ଓଡିଶାରୁ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର…

ଭୁବନେଶ୍ୱର: ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର । ଏନେଇ ମଞ୍ଜୁରୀ ଦେଇଛି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ମନ୍ତ୍ରାଳୟ । ରାଜ୍ୟରୁ ଉଷୁନା ଚାଉଳ ଉଠାଇବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଥିଲେ…

ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ

କଟକ : କଟକ ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜି ଭୋରରୁ ତାଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ଗତ ୯ ତାରିଖରେ ଖୋର୍ଦ୍ଧା ଅଞ୍ଚଳର ଶୁଭ୍ରାଂଶୁ ସାହୁଙ୍କର କଟକ ଏସସିବି…

ଭାରସାମ୍ୟ ହରାଇ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର…

ଯାଜପୁର : ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ଭାରସାମ୍ୟ ହରାଇ ମାଡିଗଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ୟାଙ୍କର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି ।…

ଫେବୃଆରୀ ୫ରୁ ବିଧାନସଭା, ଆଗତ ହେବ କାମଚଳା ବଜେଟ୍…

ଭୁବନେଶ୍ଵର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ । ସୂଚନା ଅନୁସାରେ,…

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍, ଦୁଇ ସାଙ୍ଗଙ୍କ ମୃତ୍ୟୁ

ଜଳେଶ୍ୱର : ବାଇକ୍ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଥିବା ବେଳେ ଅନ୍ଯ ଜଣେ ଗୁରୁତର ଅବସ୍ଥାରେ…

ମୃତ୍ୟୁ ବରଣ କଲା ରାକ୍ଷସୀ ପୁତନା, ଆଜି ହେବ କାଳୀୟ ଦଳନ…

ବରଗଡ଼: ବିଶ୍ୱର ସର୍ବ ବୃହତ ଖୋଲା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ ଧନୁଯାତ୍ରା ଚତୁର୍ଥ ଦିନରେ ପହଞ୍ଚିଛି। ଚତୁର୍ଥ ଦିନରେ ଭଗବାନ ଶ୍ରୀକୃଷ୍ଣ, ବଳରାମଙ୍କ ହାତରେ କଂସଙ୍କ ପ୍ରେରିତ ପୁତନା ରାକ୍ଷସୀ ସମେତ ଷଡମଲ୍ଲଙ୍କ ସଂହାର ହୋଇଥିବା ବେଳେ ଗୋପପୁରରେ ଦେଖିବାକୁ…