Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ଅରୁଆ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି ଓ ପିଠା…
ପୁରୀ : ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଭକ୍ତଙ୍କ ଅର୍ଘ୍ୟ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ଅର୍ଘ୍ୟକୁ ସସମ୍ମାନେ ଗ୍ରହଣ କରିବ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ । ଶ୍ରୀଜୀଉଙ୍କ ପାଇଁ ଭକ୍ତ ଦେଇଥିବା ଚାଉଳ, ଗୁଆ, ଶ୍ରୀଫଳକୁ ତର୍ଜମା କରି…
କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ଘରେ IT ରେଡ…
ସୁନ୍ଦରଗଡ: ଆୟକର ବିଭାଗର ବଡ଼ ଧରଣର ଚଢ଼ଉ । ସୁନ୍ଦରଗଡ଼ର ପ୍ରତିଷ୍ଠିତ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଇଛି । ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍, ଛତିଶଗଡରେ ଥିବା ଆଇରନ, ଷ୍ଟିଲ ଓ ପାୱାର ପ୍ଲାଣ୍ଟ…
ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୨୭ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ । ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ହେବ । ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି…
କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ…
ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ…
ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ଗ୍ରେନେଡ୍ ମାଡ଼
ଫୁଲବାଣୀ : ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ଗ୍ରେନେଡ୍ ମାଡ଼। ଏଥିରେ କୌଣସି ଯବାନ ଆହତ ହୋଇନଥିଲେ ମଧ୍ୟ ଦିଆଯାଇଥିଲା ପାଲଟା ଜବାବ। ଦୀର୍ଘ ସମୟର ଘମାଘୋଟ୍ ଆକ୍ରମଣ ଓ ପ୍ରତିଆକ୍ରମଣ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ଘଞ୍ଚ ଜଙ୍ଗଲକୁ ପଳାଇ ଯାଇଥିଲେ। ଏପରି ଖବର…
ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ: ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ
କଟକ : ଜଣେ ୬ ବର୍ଷ ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ନିର୍ଯାତନା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଗୁରୁବାର ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ତଣ୍ଡିତ…
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଅଧା ଦିନ ବନ୍ଦ ରହିବ ଓଡ଼ିଶା ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ…
ସହରରେ ପଶିଲା ହାତୀ, ନାକେଦମ୍ ବନ ବିଭାଗ
ବାରିପଦା : ଗତ କାଲି ରାତିରେ ବାରିପଦା ସହରରେ ଏକ ଦନ୍ତା ହାତୀ ଲୋକଙ୍କ ନିଦ ହଜାଇ ଦେଇଛି। । ଏ ଗଳିରୁ ସେ ଗଳି ବୁଲି ବନ ବିଭାଗକୁ କରୁଛି ନାକେଦମ୍। ବନ ବିଭାଗ ହାତୀଟି ଟ୍ରାଙ୍କୁଲାଇଜ କରିବା କରିବାକୁ…
ବିଶିଷ୍ଟ ରେଳ ସେବା ପୁରସ୍କାର; ଇଷ୍ଟକୋଷ୍ଟ ପକ୍ଷରୁ ୪୬ ରେଳ କର୍ମଚାରୀ ସମ୍ମାନିତ
ଭୁବନେଶ୍ବର : ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରାଯାଇଛି। ଇଷ୍ଟ କୋଷ୍ଟ ରେଳବାଇ ଅଡିଟୋରୀୟମ ଠାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ…
ଖୋଲିଲା ପରିକ୍ରମା ମାର୍ଗ: ସୃଷ୍ଟିହେଲା ରଥଯାତ୍ରା ଭ୍ରମ
ପୁରୀ: ମନେ ରହିବ ଏ ମୁହୂର୍ତ୍ତ। ଅମଳିନ ରହିବ ଶ୍ରୀମନ୍ଦିର ଇତିହାସରେ ଯୋଡ଼ି ହୋଇଥିବା ନୂଆ ଅଧ୍ୟାୟ। ଦୀର୍ଘ ପ୍ରତୀକ୍ଷା, ତମାମ ଆଲୋଚନା-ପର୍ଯ୍ୟାଲୋଚନା, ଅଧିକାରୀଙ୍କ ଅଦମ୍ୟ ନିଷ୍ଠା, ୫ଶହରୁ ଅଧିକ…