Browsing Category

ଓଡିଶା

ଧରାପଡ଼ିଲେ ଦୁର୍ଦ୍ଦାନ୍ତ ରାଜଧାନୀ ଆପାର୍ଟମେଣ୍ଟ ଲୁଟେରା…

ଭୁବନେଶ୍ବର : ଧରା ପଡ଼ିଲେ ଆପାର୍ଟମେଣ୍ଟ ଲୁଟେରା ଗ୍ରୁପ୍‌। କମିଶନରେଟ୍‌ ପୁଲିସ୍‌ ଆପାର୍ଟମେଣ୍ଟ ଲୁଟେର ଗ୍ୟାଙ୍ଗର ଦୁଇ ଜଣଙ୍କୁ ଧରିଛି। ସେମାନେ ହେଲେ ଗୁଜୁରାଟର ଦିନେଶ କୁମାର ଶାହା ଓ ହରିଆଣାର ପୱନ କୁମାର। ନୟାପଲ୍ଲୀର ନିରୂପମା ଆପାର୍ଟମେଣ୍ଟ ଲୁଟ୍‌ରେ ଏମାନଙ୍କ…

ତୃତୀୟ ଦିନରେ ଜମୁଛି ଧନୁଯାତ୍ରା…

ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ଏହାସହ…

ଉତ୍ସର୍ଗୀକୃତ ମନୋଭାବ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୪୬ କର୍ମଚାରୀ ସମ୍ମାନିତ

ଭୁବନେଶ୍ବର: ପୂର୍ବତଟ ରେଳପଥ ବୁଧବାର ଭୁବନେଶ୍ୱରର ରେଳ ଅଡିଟୋରିୟମ ଠାରେ ବିଶିଷ୍ଟ ରେଳ ସେବା-୨୦୨୩ ପୁରସ୍କାର ସମାରୋହ ପାଳନ କରିଛି। ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ସମସ୍ତ ରେଳବାଇ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା ମନୋଭାବକୁ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌, ୧୦ ହଜାର ଟଙ୍କା ଜରିମାନା…

ଫୁଲବାଣୀ: ଫୁଲବାଣୀ ଏଡିଜେ(ପୋକ୍‌ସୋ) କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୁଷ୍କର୍ମକାରୀ ଯୁବକ ଦୁଃଶାସନ ପ୍ରଧାନ(୪୩)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଜରିମାନା ଅନାଦେୟ ରହିଲେ ଅଧିକ ୧ ବର୍ଷ…

ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର…

ଭୁବନେଶ୍ୱର : କଲବଲ କରୁଛି ଗୁଡ଼ି ସୂତା । ପୁଣି ବଡ଼ ଅଘଟଣ । ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର। ଗୁରୁତର ଶିଶୁକୁ ପ୍ରଥମେ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଆଜି ଦିନ ୩.୩୦ ବେଳେ ଘଟଣା ଘଟିଛି । ଶିଶୁ…

ଫେକ୍‌ ଆକାଉଣ୍ଟ ମାମଲା: ର‍୍ୟାକେଟ୍‌ର ଅନ୍ୟତମ ସଦସ୍ୟ ସୌରଭ ମାଇତି ଗିରଫ…

ଭୁବନେଶ୍ବର: ଫେକ୍‌ ଆକାଉଣ୍ଟ ମାମଲାରେ ଆଉ ଜଣେ ଗିରଫ । ପଶ୍ଚିମବଙ୍ଗ ମେଦିନାପୁରରୁ (୩୦) କୁ ଗିରଫ କଲା ଏସ୍‌ଟିଏଫ୍ । ଗିରଫ ପରେ ସୌରଭକୁ ୪ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ବର ଅଣାଯାଉଛି । ଗରିବ ଓ ଅପାଠୁଆ ଲୋକଙ୍କ ଠାରୁ ଡକ୍ୟୁମେଣ୍ଟ ଆଣି ତାଙ୍କ ନାଁ ରେ…

ଥାର୍ଡଡିଗ୍ରୀ ଦେଇଥିବା ଅଭିଯୋଗରେ ତିନି ପୋଲିସ କର୍ମୀଙ୍କୁ ବଦଳି…

କୋରାପୁଟ : ଥାର୍ଡ ଡିଗ୍ରୀ ନାଁ ଶୁଣିଲେ ହିଁ ମନରେ ଭୟ ଆସେ । କାରଣ ଏହା ଅତ୍ୟନ୍ତ ଭୟଙ୍କର ହୋଇଥାଏ । ତେବେ ନିକଟରେ ଏଭଳି ଏକ ଘଟଣା ଘଟିଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କୁ ଥାର୍ଡଡିଗ୍ରୀ ଦିଆଯାଇଥିବାର ଅଭିଯୋଗ ଆସିଛି । ରିପୋର୍ଟ ମୁତାବକ ତାଙ୍କୁ ଜୋର ଜବରଦସ୍ତ ଉଠାଇ ନେଇ ନିର୍ଦ୍ଧୁମ ମାଡ଼…

ଅଲିଭ ରିଡ଼ଲେ କଇଁଛ ସୁରକ୍ଷା ପ୍ରସଙ୍ଗ: ହାଇକୋର୍ଟରେ ଆସନ୍ତା ଏକ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି…

କଟକ: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଗହୀରମଥା ଋଷିକୂଲ୍ୟାରେ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ଚିନ୍ତା ନେଇ ମାମଲା ହାଇକୋର୍ଟରେ ଜାରି ରହିଛି। ସତ୍ୟପାଠ ଦାଖଲ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଲେ ଦେଇଛନ୍ତି। ସବୁ ମାଛ ଧରା ବୋଟ୍‌ରେ ଜିପିଏସ୍‌…

ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ, ଆସନ୍ତାକାଲି ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ…

ପୁରୀ : ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ୧୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହି ବସ୍ ସେବାର ଶୁଭାରମ୍ଭ କରିବେ । ସବୁ ଜିଲ୍ଲାକୁ ପୁରୀକୁ ଗଡ଼ିବ ଲକ୍ଷ୍ମୀ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ଏନେଇ ଓଏସଆରଟିସି ପକ୍ଷରୁ ସୂଚନା ଦିଆଯାଇଛି ।…

ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି…