Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ
ଭୁବନେଶ୍ଵର: ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ!-->…
ଯୁବକଙ୍କୁ ଘରୁ ଡାକିନେଲେ ନକ୍ସଲ, ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କଲେ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ସୀମାରେ ନକ୍ସଲ ପୁଣି ହଂସା ଘଟାଇଛନ୍ତି। ଜଣେ ଗ୍ରାମବାସୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଅଶୋକ ତାଲାଣ୍ଡି।
ସୂଚନା ଅନୁସାରେ ଭାମରାଗଡ଼ ଥାନା ଅଂଚଳର ଦାମରାଞ୍ଚା ଗ୍ରାମର ନିବାସୀ ଅଶୋକ ତାଲାଣ୍ଡି!-->!-->!-->…
ଓଡ଼ିଶାରେ ବେକାରି ସଂଖ୍ୟା ଅଧିକ: ଆଇଏଲଓ ରିପୋର୍ଟ
ନୂଆଦିଲ୍ଲୀ: ଇନଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭଲପମେଣ୍ଟ (ଆଇଏଚଡି) ସହଯୋଗରେ ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଏ) ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଦେଶରେ ବଢିଛି ବେକାରି ସମସ୍ୟା। ଏଥିରେ ଅଧିକାଂଶ ବେକାର ଯୁବକ ଶିକ୍ଷିତ, ଯେଉଁମାନେ ଚାକିରି ପାଇବାରେ ଅସୁବିଧାର ସମ୍ମୁଖୀନ!-->…
ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦେବେଶ
ଭୁବନେଶ୍ବର: ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବେଶ ଆଚାର୍ଯ୍ୟଙ୍କ ନାଁ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ଏହାକୁ ମିଶାଇ କ୍ରମାଗତ ତିନି ଥର ହେବ ଦେବେଶ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢିବେ । ଏନେଇ ବରଗଡ଼ ନିର୍ବାଚନ ମଣ୍ଡଳୀର!-->…
‘ପ୍ରତାପଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରାଯାଉ’ : ଖାରବେଳ
ବାଲେଶ୍ବର: ବାଲେଶ୍ବର ଲୋକସଭା ଆସନରୁ ଟିକେଟ୍ ନ ମିଳିବାରୁ ପୁଣିଥରେ ନିଜର ଅସନ୍ତୋଷ ଜାହିର୍ କରିଛନ୍ତି ବିଜେପିର ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ପ୍ରତାପ ଷଡ଼ଙ୍ଗୀଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରି ତାଙ୍କୁ ବାଲେଶ୍ବରରୁ ପ୍ରତିଦ୍ବନ୍ଦ୍ବିତା ପାଇଁ ସୁଯୋଗ ମିଳୁ ବୋଲି କହିଛନ୍ତି। ଏ ନେଇ!-->…
ସୁନା ଦର ୭୦ ହଜାର ଛୁଇଁଲା
ଭୁବନେଶ୍ଵର: ସୁନା ପିନ୍ଧିବାକୁ କାହାକୁ ବା ଭଲ ନ ଲାଗେ । ଖାସ କରି ମହିଳାଙ୍କ କ୍ଷେତ୍ରରେ । ସୁନା ଯେତେ ମହଙ୍ଗା ହେଲେ ମଧ୍ୟ ଲୋକମାନେ କିଣି ଥାଆନ୍ତି । ବିବାହ ଋତୁ ଆସିଲେ ସାଧାରଣତଃ ବଢିଯାଏ ସୁନା ଦର । ଯାହା ଯୋଗୁଁ ଚିନ୍ତିତ ହୋଇଯାନ୍ତି ଗ୍ରାହକ । ସୁନା ଦର ବୃଦ୍ଧିର କାରଣ ହେଉଛି!-->…
ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ
ଝାରସୁଗୁଡ଼ା: ‘ଟିକେଟ ମିଳିଲେ ଉତ୍ସାହିତ ହେବାର ନାହିଁ କି ନ ମିଳିଲେ ଦୁଃଖ କରିବାର ନାହିଁ। ମୋ’ ଭବିଷ୍ୟତ ନିଷ୍ପତ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଉପରେ। ନିର୍ବାଚନ ଲଢ଼େ କି ନଲଢ଼େ କିନ୍ତୁ ଲୋକଙ୍କ ପାଇଁ କାମ କରିବି।’ ଆଜି ଝାରସୁଗୁଡ଼ାସ୍ଥିତ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ!-->…
ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ
ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି ବିଜେପିକୁ ଆସି ନିର୍ବାଚନ ଜିତିଥିଲେ । ତେବେ ସେ!-->…
ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅସମ୍ଭବ ଭିଡ଼, ଖରାରେ ସିଝିଲେ ହଜାର ହଜାର ଶ୍ରଦ୍ଧାଳୁ
ପୁରୀ : ଆଜି ପୁରୀରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା । ଆଜି ଛୁଟି ଦିନ ଥିବାରୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଲି ଲାଗିଥିଲା । ଫଳରେ ପଶ୍ଚିମ ଦ୍ୱାରରେ ଭକ୍ତଙ୍କ ଲମ୍ବା ଲାଇନ ଲାଗିଥିଲା । ଖରାରେ ହଜାର ହଜାର ଭକ୍ତ ସିଝିଥିଲେ । ଭିଡ଼!-->…
କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର
କୋରାପୁଟ: ନିର୍ବାଚନ ପୂର୍ବରୁ ଆନ୍ଧ୍ରର ଆଉ ଏକ ଚାଲ୍ ସାମ୍ନାକୁ ଆସିଛି । ଆନ୍ଧ୍ରପ୍ରଦେଶ କୋରାପୁଟ ଜିଲ୍ଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆର ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି । ଆଗକୁ ଭୋଟ୍ ଥିବାରୁ ଆନ୍ଧ୍ର ପକ୍ଷରୁ ଭୋଟର ମାନଙ୍କୁ ପ୍ରଭାବିତ କରିବା ପାଇଁ କୋଟିଆ!-->…