Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜାନୁଆରୀ ୨୨ରେ ଓଡିଶାରେ ଛୁଟି ଘୋଷଣା ସହ ମଦ ଦୋକାନ ବନ୍ଦ ପାଇଁ ବିଜେପିର ଦାବି…
ଭୁବନେଶ୍ବର: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି । ଏଥିପାଁଇ ଓଡିଶାରେ ଛୁଟି ଘୋଷଣା କରିବାକୁ ବିଜେପି ଦାବି କରିଛି । ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି…
ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ପ୍ରଣବ ଦାସଙ୍କ ଜବାବ
ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ବିଧାୟକ ଜବାବ…
ପୁଣି ମାଞ୍ଜା ସୂତାରେ କଟିଲା ବେକ…
କଟକ : ପୁଣି ମାଞ୍ଜା ସୂତାରେ କଟିଲା ବେକ । ଆଜି କଟକ ବାଲିକୁଦା ଅଞ୍ଚଳରେ ମାଞ୍ଜା ସୂତା ଲାଗି ଜଣେ ଆହତ ହୋଇଛନ୍ତି। ଭୁବନେଶ୍ଵରରୁ କଟକ ଫେରିଲା ବାଟରେ ବାଲିକୁଦାଠାରେ ପ୍ଲାଷ୍ଟିକ ସୂତା ବେକରେ ଲାଗିଯାଇଥିଲା। ଗତକାଲି ମଧ୍ୟ କଟକ ସଦର ଥାନା ବାଲିକୁଦା ଅଞ୍ଚଳର…
ଖଣି ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦୁଇ ଅଟକ…
ଖୋର୍ଦ୍ଧା: ଜଣେ ଖଣି ଅଧିକାରୀ ମରଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଦୁଇ ଜଣ ସନ୍ଦିଗ୍ଧଙ୍କୁ ଅଟକ କରିଛି। ଏହି ଆକ୍ରମଣରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଉଭୟଙ୍କୁ ପଚରାଉଚରା କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।
ମିଳିଥିବା ସୂଚନା…
ପୁଅ-ଝିଅଙ୍କୁ ଧରି କୂଅକୁ ଡେଇଁଥିବା ମହିଳାଙ୍କୁ ୮ବର୍ଷ ଜେଲ୍…
ବାଲିଗୁଡା: ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୨୧ ମସିହାରେ ରାଇକିଆ ଅଞ୍ଚଳରେ କୂଅକୁ ଠେଲି ନିଜେ କୁଅ କୁ ଡେଇଁବା ଘଟଣାରେ ମହିଳାଙ୍କୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଅତିରିକ୍ତ ଜିଲ୍ଲା ଜଜ୍ । ଏହାସହ!-->…
ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଯୋଗଦେଲେ ମନୋରମା ମହାନ୍ତି…
ଭୁବନେଶ୍ୱର: ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡ. ମନୋରମା ମହାନ୍ତି। ପୂର୍ବରୁ ଏହି ପଦରେ ଥିବା ଏଚ୍ ଆର୍ ବିଶ୍ବାସଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଡ. ମହାନ୍ତି ତାଙ୍କ ନୂଆ ଭୂମିକାରେ…
ପିଡିଏସ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପୋଷ୍ଟର ଲାଗିବା ବେଆଇନ, ଲୋକେ ହଟାଇଲେ ପୋଲିସ ଦେଉଛି ଧମକ
ଭୁବନେଶ୍ୱର: ପିଡିଏସ୍ କେନ୍ଦ୍ରରେ ପୋଷ୍ଟର ଲଗାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି ।
ମୁଖପାତ୍ର ଅନୀଲ ବିଶ୍ୱାଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚାଉଳ ଯୋଗାଇ…
ଧରା ପଡିଲେ ଗ୍ୟାସ ଲୁଟେରା, ୫୦୦ ଅଧିକ ଗ୍ୟାସ୍ ସିଲିଣ୍ଡର ଜବତ…
ବରଗଡ: ବରଗଡ ଜିଲ୍ଲା ପୋଲିସ ବିଭାଗକୁ ମିଳିଲା ବଡ ସଫଳତା | ଦୀର୍ଘ ଦିନ ପରେ ଧରାପଡିଲେ ଗ୍ୟାସ ଲୁଟେରା । ଦୀର୍ଘ ଦିନ ହେବ ବିଭିନ୍ନ ଗ୍ୟାସ କମ୍ପାନୀ ମାନଙ୍କର ଗୋଦାମରେ ଡକାୟତି କରି ଶହ ଶହ ଗ୍ୟାସ ସିଲିଣ୍ଡର ଲୁଟୁଥିବା ଏକ ଗ୍ୟାଙ୍ଗକୁ କାବୁ କଳା ପୋଲିସ | ଏହି…
ମନ୍ଦିର ଉଦଘାଟନ ଉତ୍ସବରେ ଯୋଗଦେବାକୁ ଆସି ହଟହଟା ହେଲେ ନଳିନୀ ପ୍ରଧାନ
ଆଠମଲ୍ଲିକ: ନିର୍ବାଚନ ପୂର୍ବରୁ ଶାସକ ଦଳରେ ଗୋଷ୍ଠୀ କନ୍ଦଳ। ଗଣ୍ଡ ସମାଜ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅନୁଗୁଳ ଆଠମଲ୍ଲିକରେ ଶାସକ ବିଜୁ ଜନତା ଦଳ (ବିଜେଡି) ଦଳ ମଧ୍ୟରେ ଥିବା ଫାଟ ସାମ୍ନାକୁ ଆସିଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ ଦଳୀୟ ନେତା ତଥା…
କତାରରେ ଫସିଛନ୍ତି ୪ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଚିଠି
ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା କତାରରେ ଫସିଥିବା ୪ ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି ।
ସୂଚନାଯୋଗ୍ୟ ଯେ,…