Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁଇଟି ATM ଲୁଟ୍ ଘଟଣାରେ ୫ ଲୁଟେରା ଗିରଫ…
ବାଲେଶ୍ୱର: ବାଲେଶ୍ୱର ପୁଲିସକୁ ବଡ଼ ସଫଳତା। ଦୁଇଟି ATM ଲୁଟ୍ ଘଟଣାରେ ୫ ଲୁଟେରା ଗିରଫ। ସେମାନଙ୍କଠାରୁ ନଗଦ ୬ ଲକ୍ଷ ୧୩ ହଜାର ଟଙ୍କା, ଗୋଟିଏ କାର, ଗୋଟିଏ ପିସ୍ତଲ, ୪ଟି ଅଫୁଟା ଗୁଳି, ଗ୍ୟାସ କଟର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି |
ଗତ ୧୦ ତାରିଖ ବିଳମ୍ବିତ…
ଗୁଡି ସୂତା ଲାଗି ୨ ଆହତ…
କଟକ: ମକର ସଂକ୍ରାନ୍ତି ପାଇଁ ଗାଁଠୁ ସହର ଚାରିଆଡେ ଏବେ ଉତ୍ସବର ମାହୋଲ । କିନ୍ତୁ ଏହାରି ଭିତରେ କଟକରେ ଘଟିଲା ଅଘଟଣ । ଗୁଡି ସୂତା ଲାଗି ଦୁଇ ଜଣ ବାଇକ୍ ଆରୋହି ଗୁରୁତର ଆହତ ହୋଇଛନ୍ତି । ଜଣଙ୍କର ବେକରେ ସୂତା ଲାଗିଥିବା ବେଳେ ଅନ୍ୟ ଜଣଙ୍କର ପାପୁଲିରେ ସୂତା ଲାଗି…
ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମକର ଚୌରାସି ବେଶ…
ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ସବୁଠି ଉତ୍ସବର ମାହୋଲ। ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପଘରୁ ଶ୍ରୀମନ୍ଦିର ଲେଉଟିଛନ୍ତି ମା ଲକ୍ଷ୍ମୀ ଠାକୁରାଣୀ। ସାଙ୍ଗରେ ଆଣିଛନ୍ତି ମକର ଚାଉଳ। ମଧ୍ଯାନ୍ନଧୂପରେ ଲାଗି ହେବ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ମତ ବିନିମୟ କରିଛନ୍ତି
ମାଲକାନଗିରି ତା:-୧୫/୦୧ ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସଭାଗୃହ ଠାରେ ଏହି କାର୍ଯ୍ୟକ୍ରମକୁ ଆଜି ଆଭାସି ଜରିଆରେ ପ୍ରସାରଣ କରାଯାଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ବିଭିନ୍ନ ରାଜ୍ୟର ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ । ଏଥିରେ ବିଭିନ୍ନ ରାଜ୍ୟର!-->…
ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ…
ପୁରୀ: ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏନେଇ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର । ଅଙ୍କୁର ପୂଜନ ପରେ ଆଜିଠୁ ଆରମ୍ଭ ହେବ । ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ ବରଣ ହୋଇଥିବା ବ୍ରାହ୍ମଣମାନେ ଚଣ୍ଡୀପାଠ…
ଆସନ୍ତାକାଲି ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀସେତୁ…
ପୁରୀ : ଲୋକାର୍ପଣ ହେବାକୁ ଯାଉଛି ଶ୍ରୀସେତୁ । ଆଜି ଟ୍ରାଇଲ ରନ । ରଙ୍ଗ ବେରଙ୍ଗ ଆଲୋକ ଓ ଚିତ୍ର ଅଙ୍କା ଯାଇ ଆକର୍ଷଣୀୟ ଦେଖା ଯାଉଛି ଶ୍ରୀସେତୁ । ରାତିରେ ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଲୋକଙ୍କ ସୁଅ ଛୁଟୁଛି ।
ପୁରୀକୁ ଭକ୍ତଙ୍କ ସୁରୁଖରୁରେ ଯାତାୟତ…
ବଲାଙ୍ଗୀର ରେଳ ଧାରଣରୁ ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ…
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଖୁଜେନପାଲି ରେଳ ଫାଟକ ନିକଟ ରେଳଧାରଣାରୁ ମୃତଦେହ ଠାବ । ମୃତକ ହେଲେ ବଲାଙ୍ଗୀର ବଣିକ ସଂଘର ସଭାପତି ତ୍ରିପୁରାରି ପାଣିଗ୍ରାହୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ରେଲଓ୍ବେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ମୁତାବକ, ଆଜି…
କଟକ ରେଲୱେ ଷ୍ଟେସନରେ ବିକ୍ରି ହେଲା ମାଣିଆବନ୍ଧ ହସ୍ତତନ୍ତ୍ର…
କଟକ : ପ୍ରତିଶ୍ରୁତି ଦେଇଥିଲେ, ପୂରଣ କଲେ । କଟକ ରେଲୱେ ଷ୍ଟେସନରେ ବିକ୍ରି ହେଲା ମାଣିଆବନ୍ଧ ହସ୍ତତନ୍ତ୍ର । ଗତ ସାତ ତାରିଖ ଦିନ କଟକ ଗସ୍ତ ଅବସରରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମାଣିଆବନ୍ଧର ବୁଣାକାରଙ୍କୁ ‘ ଗୋଟିଏ ଷ୍ଟେସନ୍- ଗୋଟିଏ ଉତ୍ପାଦ ‘ ଯୋଜନାରେ…
ପଞ୍ଚ ତାରକା ହୋଟେଲ୍ରେ ଅଣ ଭାରତୀୟ ମହିଳାଙ୍କୁ ଦୁଷ୍କର୍ମ; ସିଇଓଙ୍କ ବିରୋଧରେ ମାମଲା ରୁଜୁ
ନୂଆଦିଲ୍ଲୀ: ଜଣେ ଏନଆରଆଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦିଲ୍ଲୀର ଏକ ଘରୋଇ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ରବିବାର ପୁଲିସ ଏହି ସୂଚନା ଦେଇଛି। ପୁଲିସର ସୂଚନାନୁସାରେ, ଏହି ଘଟଣା ୨୦୨୩ ମସିହା…
ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ
ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା…