Browsing Category

ଓଡିଶା

ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଝଟକା…

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଆଜି ଅପରାହ୍ନ ୨ଟା ୫୦ ମିନିଟ୍‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନରେ ୬.୧ ତୀବ୍ରତାର ଏକ ଭୂକମ୍ପ ହେବା ପରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଏହି ଭୂକମ୍ପର…

କଂଗ୍ରେସରେ କନ୍ଦଳ, ସିଦ୍ଧୁଙ୍କୁ ତାଗିଦ କଲେ ପଞ୍ଜାବ ପ୍ରଭାରୀ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପାଇଁ ସଜବାଜ ହେଉଛି କଂଗ୍ରେସ। ଏଥିପାଇଁ ଜୋର୍‌ସୋର୍‌ରେ ପ୍ରସ୍ତୁତି ମଧ୍ୟ ଚାଲିଛି। ଇଣ୍ଡିଆ ମେଣ୍ଟରେ ନିଜର ସହଯୋଗୀମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରୁଛି ଦଳ। ଏହାରି ଭିତରେ କଂଗ୍ରେସରେ ଅନ୍ତଃକନ୍ଦଳ ଆରମ୍ଭ ହୋଇଯାଇଛି।…

ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ପାଇଁ ଶତ ପ୍ରତିଶତ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ…

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ସମ୍ବନ୍ଧରେ ନୂତନ ସୂଚନା ଦେଇଛନ୍ତି। ମୁମ୍ବାଇ-ଅହମ୍ମଦାବାଦ ମାର୍ଗରେ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସେ କହିଛନ୍ତି ଯେ…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତ୍ରଣକୁ ବିରୋଧୀଙ୍କ ନା, ବିଜେପି ପୋଷ୍ଟ କଲା ଏମିତି ପୋଷ୍ଟର…

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଦିନ ଯେତିକି ପାଖେଇ ଆସୁଛି, ରାଜନୀତି ସେତେ ଜୋର ଧରୁଛି। ନିମନ୍ତ୍ରଣ ପାଇଥିବା ସତ୍ତ୍ୱେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ସୋନିଆ ଗାନ୍ଧୀ ପ୍ରମୁଖ ମନା…

ଆସନ ବଣ୍ଟା ନେଇ କଂଗ୍ରେସ ସହିତ କଥାବାର୍ତ୍ତା କରିବ ନାହିଁ ଟିଏମସି

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଇଣ୍ଡିଆ ମେଣ୍ଟର ଅଂଶୀଦାର ଦଳ ସହ ଆସନ ବାଣ୍ଟିବା ନେଇ କଂଗ୍ରେସ ନିରନ୍ତର ବୈଠକ କରୁଛି। ତେବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଟିଏମସି…

ଅଳ୍ପକେ ବର୍ତ୍ତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି…

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତି ଆଜି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେ ଅନନ୍ତନାଗ ଅଭିମୁଖେ ଯାଉଥିବା ବେଳେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଏହି ଦୁର୍ଘଟଣାରେ ମେହବୁବା ମୁଫ୍‌ତି ଆହତ…

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ‘ମହାଯଜ୍ଞ’ କରିବେ ୨୧,୦୦୦ ପୂଜାରୀ…

ଅଯୋଧ୍ୟା : ଆସନ୍ତା ୨୨ ତାରିଖରେ ହେବ ଅଯୋଧ୍ୟା ରାମ ମନ୍ଦିରରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ଉଦ୍‌ଘାଟନ ହେବ ଭବ୍ୟ ରାମ ମନ୍ଦିର। ଏଥିପାଇଁ ପୂରା ଦେଶ ଉତ୍ସବ ମୁଖର ହୋଇପଡିଛି। ତେବେ ଏହି ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଅଯୋଧ୍ୟାରେ ଭିଡ଼ ଜମାଇବେ ୨୧,୦୦୦ ପୂଜାରୀ।…

ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ଓହରିଲେ ପଙ୍କଜ ତ୍ରିପାଠୀ…

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ସ୍ୱେଚ୍ଛାକୃତ ଭାବେ ହଟି ଯାଇଛନ୍ତି ଅଭିନେତା ପଙ୍କଜ ତ୍ରିପାଠୀ। ଭାରତୀୟ ନିର୍ବାଚନ କମିଶନ (ECI)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ECIଙ୍କ ମୁଖପାତ୍ର ତାଙ୍କ ‘ଏକ୍ସ’ରେ ଏ ସଂପର୍କରେ ସୂଚନା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ଶୁଭ ସମୟ…

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ସମୟ। ୧୭ ତାରିଖ ଅପରାହ୍ନ ୧ଟା ୧୫ରୁ ସାଢ଼େ ଗୋଟାଏ ଭିତରେ ପ୍ରକଳ୍ପ ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପ ଉଦ୍‌ଘାଟନ କରିବେ। ୩ଟା ପରେ ଶ୍ରଦ୍ଧାଳୁମାନେ ପରିକ୍ରମା ମାର୍ଗ…

ସରକାରୀ ଘରେ ବିଡିଓଙ୍କ ଝୁଲନ୍ତା ମୃତଦେହ ଠାବ…

ସିମୁଳିଆ : ସରକାରୀ ଘରୁ ମିଳିଛି ଜଣେ ବିଡିଓଙ୍କ ମୃତଦେହବ। ତାଙ୍କ ନାଁ ବିଶ୍ୱରଞ୍ଜନ ମହାନ୍ତି। ସେ ବାଲେଶ୍ୱର ଜିଲ୍ଲା ସିମୁଳିଆର ବିଡିଓ ଭାବେ ନିଯୁକ୍ତ ହୋଇଥିଲେ। ୫/୬ ମାସ ହେଲା ସେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଆଜି ଦିନ ୧୧ଟା…