Browsing Category

ଓଡିଶା

କୋଟିପତି ଏମଭିଆଇ ପଞ୍ଚାନନ ବେହେରା ଗିରଫ

ଭୁବନେଶ୍ୱର : କୋଟିପତି ଏମଭିଆଇ ଗିରଫ । ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ପାଖରେ ଆୟ ଠାରୁ ୨୯୩ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି । ତାଙ୍କର ଭୁବନେଶ୍ବରରେ ଦୁଇଟି କୋଠା, ୩୧ଟି…

ପରଲୋକରେ ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀ

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ ଦେବୀ ୧୯୭୧ରେ ଜନତା ଦଳରୁ…

ପ୍ରେମିକ ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ମୟୂରଭଞ୍ଜ: ପ୍ରେମିକ ଦିଅର ଆଗରେ ସ୍ୱାମୀ ହେଲା ତୁଚ୍ଛ । ସ୍ୱାମୀ ଏବଂ ପ୍ରେମିକ ଦିଅର ମଧ୍ୟରେ ଝଗଡା ହେବାରୁ ପ୍ରେମିକ ପକ୍ଷରେ ରହି ସ୍ୱାମୀକୁ କାଠ ଫାଳିଆରେ ବାଡେଇ ମାରିଲା ସ୍ତ୍ରୀ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଉଦଳା ଥାନା ନୟାରଙ୍ଗାମାଟିଆ ଗ୍ରାମରେ । ରାଇସେନ…

ଭୁବନେଶ୍ୱରରୁ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଲା EOW

ଭୁବନେଶ୍ୱର : ଚାକିରି ନାଁରେ ଠକେଇ। ୩ ଜଣ ଅନ୍ତଃରାଜ୍ୟ ଠକଙ୍କୁ ଗିରଫ କଳା EOW। ଭୁବନେଶ୍ୱରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW। ହାଇଦ୍ରାବାଦର ୨ ଜଣ ଓ ବାଲେଶ୍ୱରର ଜଣେ ଗିରଫ। ଏମାନଙ୍କ ପାଖରୁ ଲ୍ୟାପଟପ୍, ୮ଟି ମୋବାଇଲ, ୧୨ଟି ଏଟିଏମ୍ ସହ ୧ ଲକ୍ଷ…

ବାଣପୁରକୁ ୩୩କୋଟି, ଫ୍ରେବୃଆରି ଶେଷରେ ଚିଲିକାକୁ ଗଡ଼ିବ ଲକ୍ଷ୍ମୀ ବସ୍ : କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା: ବାଣପୁରକୁ ୩୩କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର ପାଇଁ ପ୍ରତିଶ୍ରୁତି । ଚିଲିକା ନିର୍ବାଚନୀମଣ୍ଡଳୀରେ ଲକ୍ଷ୍ମୀ ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଗଡିବ । ଆସନ୍ତା ପ୍ରେବୃଆରି ଶେଷ ଆଡକୁ ଏହାର ଶୁଭାରମ୍ଭ ହେବ ବୋଲି କହିଛନ୍ତି 5T ଓ ନବୀନ ଓଡିଶା…

ଶ୍ରୀଜଗନ୍ନାଥ ବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ଗଡ଼ିବ ସ୍ୱତନ୍ତ୍ର ବସ୍। ଶ୍ରୀଜଗନ୍ନାଥ ବସରେ ପୁରୀ ଆସିବେ ଶ୍ରଦ୍ଧାଳୁ। ୬୦ଟି ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିବେ। ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ବସର ଶୁଭାରମ୍ଭ କରିବେ। ଏନେଇ…

ରାଜଧାନୀରେ ଚୋରକୁ ଧରିବ Google ମ୍ୟାପ୍

ଭୁବନେଶ୍ୱର : ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଡ଼କାୟତି । ଗତ କିଛି ଦିନ ହେବ ଘରେ ପଶି କଳା କନା ବୁଲାଇବା ଠାରୁ ଆରମ୍ଭ କରି ରାସ୍ତାରେ ଚେନ୍ ଲୁଟେରାଙ୍କ ପ୍ରାଦୁର୍ଭାବ ବଢୁଛି । ଏଭଳି ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଭିନ୍ନ…

ନୂଆ-ଓ କାର୍ଯ୍ୟକ୍ରମରେ ଅଘଟଣ: ୨ ଛାତ୍ରୀ ଗୁରୁତର

ରାୟଗଡ଼ାରେ ନୂଆ-ଓ କାର୍ଯ୍ୟକ୍ରମରେ ଅଘଟଣ। ଠେଲାପେଲାରେ ୨ଛାତ୍ରୀ ଗୁରୁତର। ଜିଆଇସିଆର କଲେଜ ଖେଳ ପଡ଼ିଆରେ କାର୍ଯ୍ୟକ୍ରମ ବେଳେ ଏହି ଅଘଟଣ ଘଟିଛି ହୋଇଥିବା ସୂଚନା ମିଳିଛି | ଜଣେ ଛାତ୍ରୀ ଖାଇବା ଆଣିବାକୁ ଗଲାବେଳେ ଗରମ ତେଲ କଡ଼େଇରେ ପଡ଼ି ଯାଇଥିଲେ। ତାଙ୍କୁ ଗୁରୁତର…

ଅର୍ପଣ ରଥ ପରିକ୍ରମାକୁ ନେଇ ବିବାଦ, ଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ

ଗଞ୍ଜାମ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଗାଁ ଠୁ ସହର ସବୁଠି ବୁଲୁଛି ଅର୍ପଣ ରଥ । ହେଲେ ଏହି ଅର୍ପଣ ରଥ ପରିକ୍ରମାକୁ ନେଇ ଏକ ବିବାଦ ସାମ୍ନାକୁ ଆସିଛି । ଯାହାର ପ୍ରତିବାଦରେ ଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ ଏଭଳି ଘଟଣା…

ପୁଅକୁ ହତ୍ୟା କରି ନଥିବା ଦାବି କଲେ ସିଇଓ ମା’ ସୂଚନା ସେଠ୍‌

ବେଙ୍ଗାଲୁରୁ ଭିତ୍ତିକ ଷ୍ଟାର୍ଟଅପ୍‌ ସିଇଓ ସୂଚନା ସେଠ୍‌ ନିଜର ୪ ବର୍ଷର ପୁଅକୁ ହତ୍ୟା କରି ନଥିବା କହିଛନ୍ତି। ଗୋଆର ଗୋଟିଏ ସର୍ଭିସ ଆପାର୍ଟମେଣ୍ଟରେ ସୂଚନା ନିଜ ପୁଅକୁ ମାରିବା ପରେ ମୃତଦେହକୁ ଗୋଟିଏ…