Browsing Category

ଓଡିଶା

ଇତିହାସ ରଚିଲା ଏସସିବି, ପ୍ରଥମ ଥର ପାଇଁ ଅସ୍ଥିମଜ୍ଜା ଟ୍ରାନ୍ସପ୍ଲାଣ୍ଟ ସଫଳ…

କଟକ : କଟକ ଏସସିବି ମେଡିକାଲ କଲେଜରେ ପ୍ରଥମ ହାପଲୋ ଅସ୍ଥିମଜ୍ଜା ପ୍ରତିରୋପଣ ସଫଳ । ସଂପୂର୍ଣ୍ଣ ମାଗଣାରେ ଏହି ଚିକିତ୍ସା କରାଯାଇଛି । ଜଣେ ରକ୍ତ କର୍କଟ ରୋଗୀଙ୍କ ଶରୀରରେ ହାପଲୋ ପଦ୍ଧତିରେ ଅସ୍ଥିମଜ୍ଜା ପ୍ରତିରୋପଣ ହୋଇଥିବା ବେଳେ ଉଭୟ ଷ୍ଟେମ…

ବାଲି ଉଠାଣ ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ : ମେସିନ ଦ୍ଵାରା ବାଲି ଉଠାଣ ଉପରେ ପୁଣି ରୋକ ଲଗାଇଲେ ହାଇକୋର୍ଟ । ଖଣି ବିଭାଗ ବିଜ୍ଞପ୍ତି ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରାଯାଇଛି । ଗତ ଡିସେମ୍ବର ୨୧ରେ ଖଣି ବିଭାଗ ପକ୍ଷରୁ ଜାରି ହୋଇଥିଲା ବିଜ୍ଞପ୍ତି। ଏଥିରେ ଆବଶ୍ୟକତା ଅନୁଯାୟୀ ମେସିନ ଦ୍ଵାରା…

ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ…

ଖୋର୍ଦ୍ଧା : ପ୍ରେମିକାକୁ ଛୁରାମାଡ଼ ଘଟଣାରେ ମାମଲା ରୁଜୁ। ଗୁରୁତର ପ୍ରେମିକାଙ୍କ ଭାଇଙ୍କ ଏତଲା ଆଧାରରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳରେ…

ବ୍ଲାକ୍ ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣ କାରୀକୁ ଧରିଲା ପୋଲିସ…

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ପୋଲିସ କୁ ପୁଣି ମିଳିଛି ବଡ ସଫଳତା । କଳା ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣକାରୀକୁ ଧରିଲା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ । କଳା ପଲସର ଗାଡ଼ିରେ ଆସି ସୁନାହାର ସହ ବିଭିନ୍ନ…

ହ୍ରାସ ହେବ ରାତି ତାପମାତ୍ରା, ଆହୁରୀ ବଢିବ ଶୀତର ପ୍ରକୋପ…

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତବର୍ଷ ପ୍ରବଳଶୀତରେ କଲବଲ ହେଉଛନ୍ତି ଓଡିଶାବାସୀ । ତେବେ ବର୍ତ୍ତମାନ ଶୀତରେ ଥରହର ହେଉଛଥିବାବେଳେ, ଆଗକୁ ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…

ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ…

ସୁନ୍ଦରଗଡ଼ : ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା ସନ୍ଦେହ ବଢିଛି । ବଡ଼ଗାଁ…

ମାଲକାନଗିରି ପୋଲିସ କୁ ସଫଳତା । ଏକଲକ୍ଷ ଟଙ୍କାର ପୁରସ୍କାର ଇନାମୀ ମହିଳା ମାଓବାଦୀ କଲେ ଆତ୍ମସମର୍ପଣ…

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ୧ ଲକ୍ଷ ଇନାମୀ ଥିବା ଜଣେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତିା ଆଜି ସାମ୍ବାଦିକ ସମ୍ମିଳନୀରେ ଅବସରରେ ଏସ୍‌ପି ନିତିଶ୍‌‌ ବାଧ୍ୱାନୀ ଏହି ସୂଚନା ଦେଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼

ପ୍ରେମିକାକୁ ଛୁରାମାଡ଼, ଗୁରୁତର ପ୍ରେମିକା ଏମ୍ସରେ ଭର୍ତ୍ତି…

ଖୋର୍ଦ୍ଧା: ସ୍ଥାନୀୟ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଆଜି ଅପରାହ୍‌ଣରେ ଜଣେ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଛୁରାମାଡ଼ କରିଥିବା ବ୍ୟକ୍ତି ଜଣକ ଯୁବତୀଙ୍କ ପ୍ରେମିକ ବୋଲି କୁହାଯାଉଛି। ଛୁରାମାଡ଼ର ଶିକାର ହୋଇଥିବା ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ…

ଡିଏନ୍‌ଏ ରିପୋର୍ଟରୁ ସ୍ପଷ୍ଟ ହେଲା; ତୃତୀୟ ବ୍ୟକ୍ତି ଦିଲୀପ ସାମନ୍ତରାୟ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ହାଇଟେକ୍‌ ମେଡିକାଲ କଲେଜ୍‌ ଏବଂ ହସ୍‌ପିଟାଲରେ ଗତବର୍ଷ ଡିସେମ୍ବର ୨୯ ତାରିଖ ଦିନ ଘଟିଥିବା ବିସ୍ଫୋରଣରେ ମୃତ ତୃତୀୟ ବ୍ୟକ୍ତିଙ୍କର ଡିଏନ୍‌ଏ ରିପୋର୍ଟ ଆଜି ଆସିଛି। ଏହି ରିପୋର୍ଟ ଆସିଲା ପରେ ମୃତହେଦ ଦିଲୀପ ନା ଜ୍ୟୋତି ତାହା ମଧ୍ୟ…

୧୭ ବର୍ଷରେ ପାଦ ଥାପିଲା କମିଶନରେଟ ପୋଲିସ…

୧୬ବର୍ଷ ପୁରି ୧୭ବର୍ଷରେ ପାଦ ଥାପିଲା କମିଶନରେଟ ପୋଲିସ । ଆଜି ସପ୍ତମ ବାଟାଲିୟନ ପଡ଼ିଆରେ ୧୬ ତମ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଉତ୍ସଵରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅପରାଧ ଦମନ ,ବିଭିନ୍ନ ବଡ଼ ବଡ଼ ଯାତ୍ରା, ହକି ବିଶ୍ୱକପ,…