Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବ୍ରାଉନସୁଗାର ଜବତ; ମହିଳାଙ୍କ ସମେତ ୨ ଅଭିଯୁକ୍ତ ଗିରଫ…
ଭଦ୍ରକ: ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ସୁଶ୍ରୀ ସଂଗୀତା ମହାନ୍ତିଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅମରଗଡ଼ିଆ ଗ୍ରାମ ନିକଟରେ…
ସବୁ ଛକ ହେବ ‘ଗ୍ରୀନ୍ କରିଡର୍’, ଅଟକିବନି ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି
ଭୁବନେଶ୍ୱର: ଏଣିକି ଟ୍ରାଫିକରେ ଅଟକିବନି ଗାଡ଼ି। ଗୋଟିଏ ଟ୍ରାଫିକ ଛକରୁ ଆଉ ଗୋଟିଏ ଟ୍ରାଫିକ ଛକରେ ପହଞ୍ଚିବା ବେଳକୁ ସେଇ ଛକରେ ଜଳିବ ସବୁଜବତି (ଗ୍ରୀନ୍ ସିଗ୍ନାଲ୍)। ଫଳରେ ଗାଡ଼ିଚାଳକ କୌଣସି ଛକରେ ଅଟକିବେ ନାହିଁ। ଏହାଦ୍ୱାରା ଲୋକଙ୍କ ବହୁମୂଲ୍ୟ ସମୟ ବଞ୍ଚିବା…
ରାଇଘର ଗ୍ରସ୍ତରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍…
ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ଗ୍ରସ୍ତରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ଗତ ମାର୍ଚ୍ଚ ମାସରେ ଜିଲ୍ଲାବାସୀଙ୍କୁ ଦେଇଥିବା ଅଭିଯୋଗ ମଧ୍ୟରୁ ୫୦ ଟିର ସମାଧାନ ହୋଇଥିବା ବେଳେ ଆଉ କିଛି ଅଭିଯୋଗର ସମାଧାନ ହେବ ବୋଲି 5T ଅଧ୍ୟକ୍ଷ ପ୍ରତିଶୃତି ଦେଇଛନ୍ତି।
ଗତ…
ସଂପୂର୍ଣ୍ଣ ନିଶା ମୁକ୍ତ ହେବ ରାଜ୍ୟର ସବୁ କଲେଜ ଓ ବିଶ୍ବବିଦ୍ୟାଳୟ କ୍ୟାମ୍ପସ
ଭୁବନେଶ୍ୱର : ସଂପୂର୍ଣ୍ଣ ନିଶା ମୁକ୍ତ ହେବ ରାଜ୍ୟର ସବୁ କଲେଜ ଓ ବିଶ୍ବବିଦ୍ୟାଳୟ କ୍ୟାମ୍ପସ। କେବଳ ଛାତ୍ରଛାତ୍ରୀ ନୁହେଁ ଅଧ୍ୟାପକ ମାନେ ବି ଏଣିକି ଦାଖଲ କରିବେ Anti Drug Declaration । ରାଜ୍ୟର ସବୁ ଯୁକ୍ତ ଦୁଇ, ଯୁକ୍ତ ତିନି ଓ ବିଶ୍ଵବିଦ୍ୟାଳୟ…
ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ…
ପୁରୀ: ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ଵାଦଶୀ ତିଥିରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ଏହି ମହୋତ୍ସବ ପାଇଁ ଜାନୁଆରୀ ୧୯ ତାରିଖରେ ଅଯୋଧ୍ୟା ଯାତ୍ରା…
ଅଙ୍ଗନବାଡ଼ି ଓ ଆଶାଦିଦିଙ୍କ ଦରମା ଖୁବ୍ ଶୀଘ୍ର ବଢ଼ିବ : ୫ଟି ଅଧ୍ୟକ୍ଷ…
ଭୁବନେଶ୍ବର/ରାଇଘର: ଅଙ୍ଗନବାଡ଼ି ଓ ଆଶାଦିଦିମାନଙ୍କର ଦରମା ଖୁବ୍ ଶୀଘ୍ର ବଢ଼ିବ। ଏହା ଦ୍ବାରା ରାଜ୍ୟର ଲକ୍ଷାଧିକ କର୍ମଚାରୀ ଉପକୃତ ହେବେ। ରାଜ୍ୟ ସରକାର ଏଦିଗରେ କାମ କରୁଛନ୍ତି। ନବରଂଗପୁର ଜିଲ୍ଲା ଗସ୍ତରେ ୫ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍…
ଫସଲ ବଞ୍ଚାଇବାକୁ ଯାଇ ଷଣ୍ଢ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ…
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଦେଓଦା ଗ୍ରାମାରେ ଅଘଟଣ । ଆଜି ସକାଳୁ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଦେଓଦା ଗ୍ରାମର ଅଲେଖ ମାଲିକ (୬୫) ବୋଲି ଜଣାପଡିଛି ।
ଖବର ମୁତାବକ, ସକାଳୁ ସକାଳୁ ଅଲେଖଙ୍କ ବାଡ଼ିରେ ଏକ ଷଣ୍ଢ ପଶିଥିବା ଦେଖି…
ଅର୍ପଣ ରଥକୁ ପୂଜା ବେଳେ ଅଘଟଣ, ବୃଦ୍ଧାଙ୍କ ଦେହରେ ଲାଗିଗଲା ନିଆଁ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ସାରା ରାଜ୍ୟରେ ବୁଲୁଛି ଅର୍ପଣ ରଥ। ସାରା ରାଜ୍ୟରୁ ଶ୍ରଦ୍ଧାଳୁଙ୍କ ଠାରୁ ପ୍ରକଳ୍ପ ଳୋକାର୍ପଣ ଉତ୍ସବ ପାଇଁ ଗୁଆ ଓ ଚାଉଳ ସଂଗ୍ରହ କରାଯାଉଛି। ଏହି କ୍ରମରେ ଆଜି କଟକ ଜିଲ୍ଲା ଆଠଗଡ଼ ବ୍ଲକ୍ ବଡଭୁଇଁ ପଞ୍ଚାୟତ…
ନୟାପଲ୍ଲୀ ପୋଲିସ ହାତରେ ଧରାପଡିଲେ ଲେଡି-420…
ଭୁବନେଶ୍ୱର : ଓଲାରେ ବୁଲୁଥିଲେ, ଟଙ୍କା ନଦେଇ ଛୁ ମାରୁଥିଲେ । ଶେଷରେ ନୟାପଲ୍ଲୀ ପୋଲିସ ହାତରେ ଧରାପଡିଲେ ଲେଡି-420 । ୧୦ରୁ ଅଧିକ ଓଲା ଡ୍ରାଇଭରଙ୍କୁ ଚୁନା ଲଗାଇଛନ୍ତି । ଆଜି ଯୁବତୀଙ୍କ ଧରି ନୟାପଲ୍ଲୀ ପୋଲିସର ଜିମା ଦେଇଛନ୍ତି ଓଲା ଡ୍ରାଇଭର । ଯୁବତୀଙ୍କ…
କୃଷକ ସାଥୀ ବାଡେସା ନହାମାଝୀଙ୍କ ବିୟୋଗରେ ଶୋକର ଛାୟା
ଦାରିଙ୍ଗବାଡ଼ି, ୯/୧ : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଝିଞ୍ଜିରିଗୁଡା ଗ୍ରାମ ପଞ୍ଚାୟତ ଅଧିନସ୍ତ କୂଟଲାରୀଗାଁର ବାଡେସା ନାହାମାଝୀଙ୍କ ପ୍ରାୟ (୫୫) ବର୍ଷ ବୟସରେ ଜିଲା ମହକୁମାରେ ମୃତ୍ୟୁ ହୋଇଛି। ଏହି ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଥାଉକି ବାଡେସା ନହାମାଝୀ!-->…