Browsing Category

ଓଡିଶା

ଆସନ୍ତାକାଲି ମାଲକାନଗିରି ବିମାନ ବନ୍ଦରର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି : ବିକାଶର ନୂଆ ଯାତ୍ରାରେ ଖୁବଶୀଘ୍ର ଯୋଡ଼ି ହେବ ମାଲକାନଗିରି । ଆସନ୍ତାକାଲି ବିମାନ ବନ୍ଦରର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସହ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିବାର କାର୍ଯ୍ୟକ୍ରମ ରହିଛି। କାଲି ସକାଳ…

ଜଗନ୍ନାଥ ଧାମରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍

ପୁରୀ: ଜଗନ୍ନାଥ ଧାମରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍ । ଆଜି ସକାଳୁ ସକାଳୁ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଗାୟକ ଶଙ୍କର ମହାଦେବନ୍ । ତାଙ୍କ ସହ…

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପ‌ଯୋଗୀ ହେବ ଏବଂ ଏହାଦ୍ବାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇ ପରିବର୍ଦ୍ଧିତ କରାଯାଇଛି । ରାଜ୍ୟରେ କାଳିଆ…

୮୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ

ଭୁବନେଶ୍ବର: ପରଲୋକରେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ସ୍ଥିତ ତାଙ୍କ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅଭିନ୍ନ ଚନ୍ଦ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।ସେ ଜଣେ ସୁଯୋଗ୍ୟ…

ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା

ଅନୁଗୁଳ : ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା। ଅନୁଗୁଳ ଜିଲ୍ଲାର ସାତକୋଶିଆ, ଆଠମଲ୍ଲିକ, ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ଚାଲିଛି ଏହି ଗଣନା କାର୍ଯ୍ୟ। ୧୪ଟି ଟିମ ଡଙ୍ଗାରେ ବିଭିନ୍ନ ଜାଗାକୁ ଯାଇ ପକ୍ଷୀ ଓ କୁମ୍ଭୀର ଗଣନା କରୁଛନ୍ତି। ଗଣନା…

୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା…

ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ ବିଭିନ୍ନ ନିର୍ବାଚନ ମଣ୍ଡଳିକୁ ଗସ୍ତ କରିବେ ।…

ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ…

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି । ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ…

ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ…

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ…

ହାଇଟେକ୍ ଟ୍ରାଜେଡି, ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ…

ଭୁବନେଶ୍ଵର: ହାଇଟେକ୍ ହାଇଡ୍ରାମାକୁ ନେଇ ତାତିଲା କଂଗ୍ରେସ । ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ କଲା ଅଣ୍ଡା ମାଡ । ହାଇଟେକ୍ ହସ୍ପିଟାଲ ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଛାତ୍ର ଓ ଯୁବ କଂଗ୍ରେସର ବିକ୍ଷୋଭ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସରକାରୀ…

ଆନ୍ଦୋଳନ ରୁ ଓହରିଲା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ…

ଭୁବନେଶ୍ୱର: ଆନ୍ଦୋଳନ ରୁ ଓହରିଲା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ । ଆନ୍ଦୋଳନ ପ୍ରତ୍ୟାହୃତ ନେଇ ସୂଚନା ଦେଇଛନ୍ତି ମହାସଂଘ ସଭାପତି ଜନାର୍ଦ୍ଦନ ପତି । ସେ କହିଛନ୍ତି, ମୁଖ୍ୟ ଶାସନ ସଚିବ ଓ ପରିବହନ ସଚିବଙ୍କ ସହ ଆଲୋଚନା ପରେ ଓଡ଼ିଶା ଟ୍ରାନ୍ସପୋର୍ଟ…