Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେଡି ଛାଡିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ…
ଭୁବନେଶ୍ଵର:ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଥିବା ନେଇ ସୂଚନା ମିଳିଛି । ତେବେ ଦଳରେ ଅବହେଳା ଅଭିଯୋଗ କରି ଇସ୍ତଫା ଦେଇଛନ୍ତି ବଳଭଦ୍ର ।…
ବାରଙ୍ଗ ୯୯-ୱେବ ସିରିଜ ଘଟଣାରେ ଅଞ୍ଜନା ମିଶ୍ର କଲେ ୧୦ କୋଟି ଟଙ୍କାର ମାନହାନି ମାମଲା
ଭୁବନେଶ୍ୱର : ୧୦ କୋଟିର ମାନହାନି ମକଦ୍ଦମା। ଅଞ୍ଜନା ମିଶ୍ରଙ୍କ ୧୦ କୋଟି ଟଙ୍କାର ମାନହାନି ମାମଲା । ବାରଙ୍ଗ ୯୯-ୱେବ ସିରିଜ ଘଟଣାରେ ଭୁବନେଶ୍ବର ସିନିଅର ଡିଭିଜନ ସିଭିଲ ଜଜ କୋର୍ଟରେ ମାନହାନି ମକଦ୍ଦମା । OTT ପ୍ଲାଟଫର୍ମ କଞ୍ଚାଲଙ୍କା ବିରୋଧରେ ମାନହାନି ମାମଲା ରୁଜୁ କରାଯାଇଛି ।…
ରାଜ୍ୟରେ ଶୀତର ପ୍ରକୋପ ଜାରି
ଭୁବନେଶ୍ବର: ରାଜ୍ୟରେ ଶୀତର ଲହରୀ ସାଙ୍ଗକୁ ଘନ କୁହୁଡି ଜାରି ରହିଛି । ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଭୋରୁ ଘନ କୁହୁଡ଼ି ଦେଖାଦେଉଛି । ଫଳରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ୧୫ ଡିଗ୍ରି ତଳେ…
ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର, AQI ୩ ଶହ ପାର୍
ବାଲେଶ୍ଵର: ଦିଲ୍ଲୀ ପରେ ଏବେ ଓଡିଶାର ପ୍ରଦୁଷଣ, ଚିନ୍ତାର ବିଷୟ ପାଲଟିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ବର୍ତ୍ତମାନ ଓଡିଶାର ୬ଟି ସହର, ପ୍ରମୁଖ ପ୍ରଦୂଷିତ ସହର । ଓଡ଼ିଶାର ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, କଟକ, କେନ୍ଦୁଝର ଓ…
ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା, ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ୍ ଜାରି…
ଭୁବନେଶ୍ବର : ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣାର ତଦନ୍ତ କରିବେ ରାଜ୍ୟ ସରକାର । ଏଥିପାଇଁ ହସ୍ପିଟାଲକୁ ନୋଟିସ୍ ଜାରି ହୋଇଛି । ବିସ୍ପୋରଣ କେମିତି ହେଲା ? ଏଥିପାଇଁ ଦାୟୀ କିଏ ? ମୃତକଙ୍କର ସଠିକ ଭାବେ ଚିକିତ୍ସା ହୋଇଛି କି ନାହିଁ ? ସତର୍କତା…
ଜାନୁଆରି ୮ରେ ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା…
ଭୁବନେଶ୍ବର: ସମ୍ବଲପୁର ଜିଲ୍ଲାରେ ଥିବା ବିଶ୍ବ ପ୍ରସିଦ୍ଧ ନଦୀବନ୍ଧ ‘ହରାକୁଦ ଜଳଭଣ୍ଡାର’ରେ ଆସନ୍ତାକାଲି (ଜାନୁଆରି ୮) ପକ୍ଷୀ ଗଣନା ହେବ। ଜଳଭଣ୍ଡାରର ୫୦୦ ବର୍ଗ କିଲୋମିଟର ମଧ୍ୟରେ ୩୨ଟିମ୍ ନିୟୋଜିତ ହୋଇ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପକ୍ଷୀ ଗଣିବେ।…
କାଲିଠାରୁ ଶ୍ରମିକ ମହାସଂଘର ଆନ୍ଦୋଳନ
ଆସନ୍ତାକାଲିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି ମହାସଂଘ। ଆଜି…
ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍…
ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍ । ବସରେ ସବୁ ନିର୍ବାଚନମଣ୍ଡଳୀ ବୁଲିବେ କଂଗ୍ରେସ ବିଧାୟକ ଓ ନେତା । ନିର୍ବାଚନୀ ପୋଷ୍ଟରରେ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ଫଟୋ ଏକାସଙ୍ଗେ ରହିବ । ଅଲଗା ଅଲଗା ନରଖିବାକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ…
କଂଗ୍ରେସ ହେଉଛି ବିଜେଡିରେ ବିକ୍ରି ହୋଇଥିବା ଦଳ: ବିଧାୟକ ପ୍ରଦୀପ୍ତ ନାୟକ
ଭୁବନେଶ୍ବର: ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବୟାନକୁ ନେଇ ବିଜେପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ବରିଷ୍ଠ ବିଜେପି ବିଧାୟକ ପ୍ରଦୀପ୍ତ ନାୟକ କହିଛନ୍ତି, ବିଜେଡି-ବିଜେପି ଆସନ ବୁଝାମଣା ଆଲୋଚନା ସମୟରେ ବୋଧେ କଂଗ୍ରେସ ପ୍ରଭାରୀ ବସି ଶୁଣୁଥିଲେ। କଂଗ୍ରେସ…
ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି: କଂଗ୍ରେସ ପ୍ରଭାରୀ ଅଜୟ କୁମାର
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ବୁଝାମଣା ହୋଇଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଭଳି ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି…