Browsing Category

ଓଡିଶା

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି। ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି ବୋଲି ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି,…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…

ନିର୍ଦ୍ଧାରିତ ସମୟରେ ବାହାରିବ ମାଟ୍ରିକ ରେଜଲ୍ଟ

କଟକ: ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ନିର୍ବାଚନ କାମ ଏଥିରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି କରୁଥିଲେ ବି ମାଟ୍ରିକ ରେଜଲ୍ଟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ । ରେଜଲ୍ଟ…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । …

ଗୋପାଳପୁର ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

କଟକ : କଟକ ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର ଗୋପାଳପୁର ନିକଟ କାଠଯୋଡି ବ୍ରିଜ ଉପରେ ଆଜି ଦିନ ସାଢ଼େ ୩ଟା ସମୟରେ ଏକ ଆକଟିଭା ଚାଳକକୁ କୌଣସି ଅଜଣା ଗାଡ଼ି ପଛରୁ ଧକ୍କା ଦେବାରୁ , ଆକଟିଭା ଚାଳକ ରାସ୍ତା ଉପରେ ପଡିଯାଇଥିଲା । ଯାହା ଫଳରେ ଗାଡ଼ିର ଚକ ତା ମୁଣ୍ଡ ଉପରେ ଚଢ଼ି ଯିବାରୁ…

ବାଲେଶ୍ବର ଉପକୂଳରେ ଡଲ୍‌ଫିନ୍‌: ଅନୁକୂଳ ପରିବେଶ ହେଲେ ସଂଖ୍ୟା ବଢ଼ିବ

ବାଲେଶ୍ବର: ଡଲ୍‌ଫିନ୍‌କୁ ସାମାଜିକ ଓ ବିଚକ୍ଷଣ ପ୍ରାଣୀ ଭାବେ ବିଚାର କରାଯାଏ। ଯାହାକୁ ଦେଖିବା ପାଇଁ ସଭିଁଙ୍କ ମନରେ ରହିଥାଏ ଆଗ୍ରହ। ଓଡ଼ିଶା ଉପକୂଳର ଏକାଧିକ ଅଞ୍ଚଳରେ ଡଲ୍‌ଫିନ୍‌ଙ୍କ ଉପସ୍ଥିତି ରାଜ୍ୟ ପର୍ଯ୍ୟଟନ ଶିଳ୍ପ ଇତିହାସକୁ ସମୃଦ୍ଧ କରି ଆସିଥିବା ବେଳେ ଏବେ ବାଲେଶ୍ବରକୁ ନେଇ…

ହିଂସାର ପଥର ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ୍‌ ହେଲେ ୨ ହାର୍ଡକୋର ନକ୍ସଲ

ମାଲକାନଗିରି : ହିଂସାର ପଥର ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍‌ ହେଲେ ୨ ହାର୍ଡକୋର୍‌ ନକ୍ସଲ। ଆଉ ଉଭୟ ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ ସରକାରଙ୍କ ଆତ୍ମସାମର୍ପଣ ଥଇଥାନ ନୀତି ଅନୁସାରେ ଉଭୟଙ୍କୁ ଥଇଥାନ୍‌ କରାଯିବ ବୋଲି ଜଣାପଡ଼ିଛି।ଛତିଶଗଡରେ…

ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାରା ଶର୍ମା ହେଲେ ସିବିଆଇ ଡିଆଇଜି

ନୂଆଦିଲ୍ଲୀ/ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ୨୦୧୦ ବ୍ଯାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଶ୍ରୀମତୀ ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋରେ ୫ ବର୍ଷ ପାଇଁ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ନିଯୁକ୍ତି…

ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ପ୍ରତିବାଦରେ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳିତ

ଭଦ୍ରକ : ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳିତ ହୋଇଯାଇଛି । ଭଦ୍ରକ ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ ଏହି ଭଦ୍ରକ ବନ୍ଦ ଡାକରା ଦିଆଯାଇଥିଲା | ବରପଦା ଇଞ୍ଜିନିୟରିଂ କଲେଜରୁ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ବରଖାସ୍ତ ଓ ବରପଦା ଇଞ୍ଜିନିୟରିଂ କଲେଜ…