Browsing Category

ଓଡିଶା

ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର

ଭୁବନେଶ୍ବର: ଓଡ଼ିଶାରେ ପାଦ ଦେଉ ଦେଉ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର। ସେ କହିଛନ୍ତି, ବାହାର ଲୋକଙ୍କୁ ହଟାଅ, ଓଡ଼ିଆଙ୍କୁ ଆଣ। ଓଡ଼ିଶା ଫର ଓଡ଼ିଆ, ଅଫ ଓଡ଼ିଆ, ବାୟ ଓଡ଼ିଆ। ବାହାର ଲୋକ ଓଡ଼ିଶାରେ ଚାକିରି, ମାଇନିଂ…

ପିକଅପ ଭ୍ୟାନ ଓଲଟି ଜଣେ ମୃତ, ୧୯ ଆହତ

ସୁନ୍ଦରଗଡ଼: ସଂକୀର୍ତ୍ତନ କରିବା ପାଇଁ ଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି। ମୃତାହତମାନେ ସୁନ୍ଦରଗଡ଼ ଜିଲ୍ଲା କେନାପାଲି ଗାଁର। ମୃତକଙ୍କ ନାଁ ସୁବଳ ପଟେଲ। ତାଙ୍କୁ ୬୦ ବର୍ଷ ହୋଇଥିଲା।…

ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର, ତୃତୀୟ ଲିଙ୍ଗ ମତଦାତା ସଂଖ୍ୟା ୩୩୮୦: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ଆମ ରାଜ୍ୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଗତବର୍ଷ ଅକ୍ଟୋବର ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏସଂପର୍କରେ ଉପସ୍ଥିତ ରାଜନୈତିକ ଦଳମାନଙ୍କୁ ମୁଖ୍ୟ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ପୁରୀରେ ମୁଖ୍ୟ ଶାସନ ସଚିବ…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରକଳ୍ପ, ଶ୍ରୀଦାଣ୍ଡ, ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ବୁଲି ଦେଖିଛନ୍ତି। ତାଙ୍କ ସହ ଅନ୍ୟ…

ସ୍ତ୍ରୀକୁ କୁରାଢୀରେ ହାଣି ହତ୍ୟା କରି ସ୍ୱାମୀ ଫେରାର

ବଲାଙ୍ଗୀର: ବରମପୁରା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। କୃଷ୍ଣଚନ୍ଦ୍ର ବାଗ ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଅଞ୍ଜନା ବାଗଙ୍କୁ କୁରାଢୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଞ୍ଜନା ନିଜ ଘରେ ଗାଧୋଉଥିବା ବେଳେ ଏହି ଘଟଣା ଘଟିଛି। ପାଟଣାଗଡ଼ ପୁଲିସ…

ଏଥର ଯୁବ ଭୋଟର ବିଜେଡି ସପକ୍ଷରେ ଯିବେ ନାହିଁ: ଶରତ ପଟ୍ଟନାୟକ

ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କ ପଦଯାତ୍ରା କାର୍ଯ୍ୟକ୍ରମର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ଦଳ ସରକାରକୁ ଆସିବ। ବିଜେପି ଓ ବିଜେଡି ଲୋକଙ୍କୁ ଭୁଆଁ ବୁଲାଉଥିଲେ।…

କଟକ ଜିଲ୍ଲାର ପ୍ରତି ପଞ୍ଚାୟତରେ ବ୍ୟାଙ୍କ ସେବା ପହଞ୍ଚିବ: ୫ଟି ଅଧ୍ୟକ୍ଷ…

କଟକ: ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ କଟକ ଗସ୍ତରେ ଆସି ବାଲିଯାତ୍ରା ପଡ଼ିଆରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ଜନସାଧାରଣଙ୍କୁ ଗମନାଗମନ ଓ ସ୍ୱାସ୍ଥ୍ୟ ସେବା ସୁବିଧା ପାଇଁ ନିଶ୍ଚିତ କରିଛନ୍ତି। ପାଣ୍ଡିଆନ୍ କହିଛନ୍ତି ଯେ, କଟକରେ ଲକ୍ଷ୍ମୀ ବସ୍…

ନିର୍ବାଚନ ପୂର୍ବରୁ ମାଓବାଦୀ କାର୍ଯ୍ୟକଳାପ ରୋକିବା ପାଇଁ ଓଡ଼ିଶା ଓ ଛତିଶଗଡ଼ ପୁଲିସର ବୈଠକ

ମାଲକାନଗିରି: ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶାର ମାଲକାନଗିରି ଜିଲ୍ଲା ଏବଂ ପଡ଼ୋଶୀ ଛତିଶଗଡ଼ର ସୁକମା ଜିଲ୍ଲାର ଦୁଇଟି ପୁଲିସ ଟିମ୍ ଉଭୟ ରାଜ୍ୟରେ ମା ବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ଏକ ସମନ୍ୱୟ ବୈଠକ କରିଛନ୍ତି। ଏହି ସବୁ ଅଞ୍ଚଳରେ ସକ୍ରିୟ…

ଭୁବନେଶ୍ବର ଘରୋଇ ହସପିଟାଲରେ ମୃତଦେହ ହସ୍ତାନ୍ତର ଘଟଣାକୁ ନେଇ ପ୍ରବଳ ଉତ୍ତେଜନା…

ଭୁବନେଶ୍ବର ଘରୋଇ ହସପିଟାଲରେ ମୃତଦେହ ହସ୍ତାନ୍ତର ଘଟଣାକୁ ନେଇ ପ୍ରବଳ ଉତ୍ତେଜନା । ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ । ବିସ୍ଫୋରଣରେ କାହାର ମୃତ୍ୟୁ ହେଲା ଏବଂ କାହାର ମୃତଦେହ କାହା ଘରକୁ ଗଲା ତାକୁ ନେଇ ଦ୍ବନ୍ଦ୍ବ ଲାଗି ରହିଛି । ହସପିଟାଲ ପକ୍ଷରୁ ଜଣକର…

ବିଜେପି ଫକୋସରେ ଓଡ଼ିଶାର ୨୧ ଲୋକସଭା ଆସନ, ପ୍ରଚାର କରିବେ କେନ୍ଦ୍ରିୟ ନେତା…

ଭୁବନେଶ୍ୱର: ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ବିଜୟ ଲାଭ କରି କେନ୍ଦ୍ରରେ ତୃତୀୟ ଥର ପାଇଁ କ୍ଷମତାରେ ବସିବାକୁ ଲକ୍ଷ୍ୟ ରଖିଥିବା ବିଜେପି ଫକୋସରେ ଓଡ଼ିଶାର ୨୧ ଲୋକସଭା ଆସନ। ସାଧାରଣ ନିର୍ବାଚନ ପୂର୍ବରୁ ସମସ୍ତ ଆସନରେ ନିଜର ପ୍ରଚାରକୁ ଜୋରଦାର କରିବାକୁ ଲକ୍ଷ୍ୟ…